ଏସୀୟ କ୍ରୀଡ଼ା ୨୦୨୩: ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ

The Sakala Picture
Published On

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ । ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ  ଜିତିଛି। ସାକେତ୍‌-ରାମନାଥନ୍‌ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। […]

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ ।

ଆହୁରି ପଢ଼ନ୍ତୁ: ଖରାପ ଫର୍ମ ପାଇଁ ସୂର୍ଯ୍ୟକୁମାରଙ୍କ ସ୍ଥାନ ସଙ୍କଟରେ: ଅଧିନାୟକ ପଦ ହରାଇପାରନ୍ତି 'ମିଷ୍ଟର ୩୬୦'

ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ  ଜିତିଛି। ସାକେତ୍‌-ରାମନାଥନ୍‌ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। ଏଥିସହ ଭାରତକୁ ବର୍ତ୍ତମାନ ସୁଦ୍ଧା ମୋଟ ୩୦ଟି ପଦକ ମିଳିଛି ।

ଆହୁରି ପଢ଼ନ୍ତୁ: ଅବସର ପ୍ରଶ୍ନ ଉପରେ ସାମ୍ବାଦିକଙ୍କୁ ହରମନପ୍ରୀତ କୌରଙ୍କ କଡ଼ା ଜବାବ: 'ଆପଣ ଭାବୁଛନ୍ତି ମୁଁ ଖେଳିବା ଛାଡ଼ିଦେବା ଉଚିତ?'

29 Sep 2023 By The Sakala

ଏସୀୟ କ୍ରୀଡ଼ା ୨୦୨୩: ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ ।

ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ  ଜିତିଛି। ସାକେତ୍‌-ରାମନାଥନ୍‌ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। ଏଥିସହ ଭାରତକୁ ବର୍ତ୍ତମାନ ସୁଦ୍ଧା ମୋଟ ୩୦ଟି ପଦକ ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର