ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ କରୋନା

The Sakala Picture
Published On

କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ କରୋନା । ବର୍ତ୍ତମାନ ଗାଙ୍ଗୁଲିଙ୍କୁ କୋଲକତାର ଉଡଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଗାଙ୍ଗୁଲିଙ୍କ କରୋନା ସାମ୍ପୁଲକୁ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି । ରିପୋର୍ଟ ଆସିବା ପରେ ଜଣା ପଡିବ ଏହା ଓମିକ୍ରନ୍ ଭାରିଆଣ୍ଟ କି ନାହିଁ ତାହା ଜଣାପଡିବ । ସୋମବାର ରାତିରେ ଗାଙ୍ଗୁଲିଙ୍କ କରୋନା ପରୀକ୍ଷା କରାଯାଇଥିଲା | ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଗାଙ୍ଗୁଲି ପ୍ରଥମ […]

କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ କରୋନା । ବର୍ତ୍ତମାନ ଗାଙ୍ଗୁଲିଙ୍କୁ କୋଲକତାର ଉଡଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଗାଙ୍ଗୁଲିଙ୍କ କରୋନା ସାମ୍ପୁଲକୁ ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଯାଇଛି । ରିପୋର୍ଟ ଆସିବା ପରେ ଜଣା ପଡିବ ଏହା ଓମିକ୍ରନ୍ ଭାରିଆଣ୍ଟ କି ନାହିଁ ତାହା ଜଣାପଡିବ ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ସୋମବାର ରାତିରେ ଗାଙ୍ଗୁଲିଙ୍କ କରୋନା ପରୀକ୍ଷା କରାଯାଇଥିଲା | ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ଗାଙ୍ଗୁଲି ପ୍ରଥମ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ଏହାପୂର୍ବରୁ ତାଙ୍କ ପରିବାରର କିଛି ସଦସ୍ୟ ଏହି ରୋଗରେ ଆକ୍ରାନ୍ତ ହୋଇଥିଲେ । ବର୍ତ୍ତମାନ ସୌରଭ୍ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ମେଡିକାଲ ପକ୍ଷରୁ ସୂଚନା ମିଲିଛି ।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

ତେବେ ହୃଦ୍ ସମସ୍ୟା ଯୋଗୁଁ ଗାଙ୍ଗୁଲି ଚଳିତ ବର୍ଷ ପ୍ରାରମ୍ଭରେ ହସ୍ପିଟାଲରେ କିଛି ଦିନ ଚିକିତ୍ସିତ ହୋଇଥିଲେ। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଆଞ୍ଜିଓପ୍ଲାଷ୍ଟି ହୋଇଥିଲା ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର