ପୁରୁଷ ହକି ବିଶ୍ବକପ୍‌-୨୦୨୩: ନ୍ୟୁଜିଲାଣ୍ତକୁ ହରାଇ ସେମିରେ ପ୍ରବେଶ କଲା ବେଲଜିୟମ୍

The Sakala Picture
Published On

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ବେଲଜିୟମ ୨ୟ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ବେଲଜିୟମ ୨-୦ ଗୋଲ୍‌ରେ ନ୍ୟୁଜିଲାଣ୍ତକୁ ପରାସ୍ତ କରି ୨ୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି। ବେଲଜିୟମ୍‌ ଆସନ୍ତା ୨୭ ତାରିଖରେ ସେମିଫାଇନାଲ ମ୍ୟାଚ୍‌ ଖେଳିବ। ଏହି ଟିମ୍‌ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ରାତି ୭ଟାରେ ‌ନେଦରଲ୍ୟାଣ୍ଡ୍‌ସ ଓ କୋରିଆ ମଧ୍ୟରେ ଆୟୋଜିତ ହେବାକୁ ଥିବା ୪ର୍ଥ କ୍ବାର୍ଟରଫାଇନାଲର ବିଜୟୀ ଦଳକୁ ଭେଟିବ। […]

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ବେଲଜିୟମ ୨ୟ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ବେଲଜିୟମ ୨-୦ ଗୋଲ୍‌ରେ ନ୍ୟୁଜିଲାଣ୍ତକୁ ପରାସ୍ତ କରି ୨ୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି। ବେଲଜିୟମ୍‌ ଆସନ୍ତା ୨୭ ତାରିଖରେ ସେମିଫାଇନାଲ ମ୍ୟାଚ୍‌ ଖେଳିବ। ଏହି ଟିମ୍‌ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ରାତି ୭ଟାରେ ‌ନେଦରଲ୍ୟାଣ୍ଡ୍‌ସ ଓ କୋରିଆ ମଧ୍ୟରେ ଆୟୋଜିତ ହେବାକୁ ଥିବା ୪ର୍ଥ କ୍ବାର୍ଟରଫାଇନାଲର ବିଜୟୀ ଦଳକୁ ଭେଟିବ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଏହା ପୂର୍ବରୁ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ସ୍ପେନକୁ ହରାଇ ‌ସେମିଫାଇନାଲରେ ପ୍ରବେଶ କରିଛି।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

 

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର