ମନୋରଞ୍ଜନ
ଓଡ଼ିଶା
ଏସିଆ କପ୍-୨୦୨୫: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ୟୁଏଇ କରିବ ପ୍ରଥମେ ବ୍ୟାଟିଂ
ଦୁବାଇ: ଏସିଆ କପ୍ କ୍ରିକେଟ୍-୨୦୨୫ରେ ଭାରତର ଅଭିଯାନ ଆଜିଠାରୁ ଆରମ୍ଭ ହେଉଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଏହାର ପ୍ରଥମ ମ୍ୟାଚ୍ରେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)କୁ ଭେଟିଛି। ଏହି ମୁକାବିଲାରେ ଭାରତ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ୟୁଏଇ ଟିମ୍ ପ୍ରଥମେ ବ୍ୟାଟିଂ କରିବ। ଭାରତୀୟ ଟିମ୍: ଅଭିଷେକ ଶର୍ମା, ଶୁବମନ ଗିଲ୍, ତିଳକ ବର୍ମା, ସୂର୍ଯ୍ୟକୁମାର ୟାଦବ (ଅଧିନାୟକ), ଜିତେଶ ଶର୍ମା (ୱିକେଟ୍ରକ୍ଷକ), ହାର୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ହର୍ଷିତ ରାଣା, […]
ଦୁବାଇ: ଏସିଆ କପ୍ କ୍ରିକେଟ୍-୨୦୨୫ରେ ଭାରତର ଅଭିଯାନ ଆଜିଠାରୁ ଆରମ୍ଭ ହେଉଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଏହାର ପ୍ରଥମ ମ୍ୟାଚ୍ରେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)କୁ ଭେଟିଛି। ଏହି ମୁକାବିଲାରେ ଭାରତ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ୟୁଏଇ ଟିମ୍ ପ୍ରଥମେ ବ୍ୟାଟିଂ କରିବ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ଭାରତୀୟ ଟିମ୍: ଅଭିଷେକ ଶର୍ମା, ଶୁବମନ ଗିଲ୍, ତିଳକ ବର୍ମା, ସୂର୍ଯ୍ୟକୁମାର ୟାଦବ (ଅଧିନାୟକ), ଜିତେଶ ଶର୍ମା (ୱିକେଟ୍ରକ୍ଷକ), ହାର୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ହର୍ଷିତ ରାଣା, କୁଲଦୀପ ୟାଦବ, ଯଶପ୍ରୀତ୍ ବୁମ୍ରା, ବରୁଣ ଚକ୍ରବର୍ତ୍ତୀ।
ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ
ୟୁଏଇ ଟିମ୍: ମହମ୍ମଦ ୱାସିମ (ଅଧିନାୟକ), ଆଲିସାନ ସାଫୁ, ରାହୁଲ ଚୋପ୍ରା (ୱିକେଟ୍ରକ୍ଷକ), ଆସିଫ ଖାନ୍, ମହମ୍ମଦ ଫାରୁକ୍, ହର୍ଷିତ କୌଶିକ, ମହମ୍ମଦ ଜୋହେବ, ମହମ୍ମଦ ଜୱାଦୁଲ୍ଲା, ହାଇଦର ଅଲୀ, ଜୁନୈଦ ସିଦ୍ଦିକି, ମହମ୍ମଦ ରୋହିଦ।






