ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨: ମହିଳା ହକିରେ ଭାରତକୁ ବ୍ରୋଞ୍ଜ ପଦକ

The Sakala Picture
Published On

ବର୍ମିଂହାମ୍‍ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଛି। ନ୍ୟୁଜିଲାଣ୍ଡକୁ ହରାଇ ଭାରତୀୟ ମହିଳା ଏହି ବ୍ରୋଞ୍ଜ ପଦକ ହାସଲ କରିଛି। ପେନାଲ୍‌ଟି ସୁଟ୍ ଆଉଟରେ ନ୍ୟୁଜିଲାଣ୍ଡକୁ ହରାଇଛି ଭାରତ। ଫଳରେ ଭାରତ ୨-୧ରେ ବିଜୟୀ ହୋଇଛି । ଫୁଲ ଟାଇମରେ ୧-୧ରେ ମ୍ୟାଚ ଟାଏ ରହିଥିଲା । ପରେ ସୁଟଆଉଟ ଅନୁଷ୍ଠିତ ହୋଇଥିଲା । ଏଥିରେ ଭାରତ ବାଜି ମାରିନେଇଥିଲା ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର