ଇଂଲଣ୍ଡ ସିରିଜ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, କରୋନା ସଂକ୍ରମିତ ହେଲେ ରିଷଭ ପନ୍ଥ

The Sakala Picture
Published On

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷରେ ଭାରତ ୫ ଟିକିଆ ଟେଷ୍ଟ ସିରିଜ ଖେଳିବ ।  ଏହି ସିରିଜ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲଗିଛି ଝଟକା । କରୋନା ସଂକ୍ରମିତ ହୋଇଛନ୍ତି ଓ୍ୱିକେଟ କିପର ବ୍ୟାଟ୍ସମ୍ୟାନ୍ ରିଷଭ ପନ୍ଥ । ଏହା ପୂର୍ବରୁ ଦୁଇ ଜଣ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଥିଲା । ସେମାନଙ୍କ ଭିତରେ ଜଣେ ସୁସ୍ଥ ହୋଇଥିବା ବେଳେ ଅନ୍ୟ ସଂକ୍ରମିତଙ୍କର ୧୮ ତାରିଖରେ ପୁଣି ଥରେ ଟେଷ୍ଟ କରାଯିବ ବୋଲି ଜଣାପଡ଼ିଥିଲା […]

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷରେ ଭାରତ ୫ ଟିକିଆ ଟେଷ୍ଟ ସିରିଜ ଖେଳିବ ।  ଏହି ସିରିଜ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲଗିଛି ଝଟକା । କରୋନା ସଂକ୍ରମିତ ହୋଇଛନ୍ତି ଓ୍ୱିକେଟ କିପର ବ୍ୟାଟ୍ସମ୍ୟାନ୍ ରିଷଭ ପନ୍ଥ । ଏହା ପୂର୍ବରୁ ଦୁଇ ଜଣ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଥିଲା । ସେମାନଙ୍କ ଭିତରେ ଜଣେ ସୁସ୍ଥ ହୋଇଥିବା ବେଳେ ଅନ୍ୟ ସଂକ୍ରମିତଙ୍କର ୧୮ ତାରିଖରେ ପୁଣି ଥରେ ଟେଷ୍ଟ କରାଯିବ ବୋଲି ଜଣାପଡ଼ିଥିଲା ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ମିଳିଥିବା ସୂଚନା ଅନୁସାରେ ଏବେ ଆଇସୋଲେସନରେ ଥିବା କ୍ରିକେଟର ହେଉଛନ୍ତି ରିଷଭ ପନ୍ଥ । ତେଣୁ ସେ ଟିମ୍ ଇଣ୍ଡିଆ ସହ ଦରହାମ୍ ଯାଉ ନାହାନ୍ତି । ତାଙ୍କର କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିବା ପରେ ସେ ଟିମରେ ଯୋଗ ଦେବେ ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଅଗଷ୍ଟ ପ୍ରଥମ ସପ୍ତାହରୁ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ତାପୂର୍ବରୁ ଆସନ୍ତା ୨୦ ତାରିଖରୁ ତିନି ଦିନିଆ ପ୍ରାକ୍ଟିସ ମ୍ୟାଚ୍ ଖେଳାଯିବ । ଏହି ଟିମରେ ରିଷଭ ପନ୍ଥ ରହିବେ ନାହିଁ ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର