ମନୋରଞ୍ଜନ
ଓଡ଼ିଶା
ଏସୀୟ କ୍ରୀଡ଼ା ୨୦୨୩ : ମହିଳା ୫ ହଜାର ମିଟର ଦୌଡ଼ରେ ଭାରତକୁ ସ୍ୱର୍ଣ୍ଣ
ହାଙ୍ଗଝୋଉ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୫ ହଜାର ମିଟର ଦୌଡ଼ରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ୫ ହଜାର ମିଟର ଦୌଡ଼ରେ ଭାରତ ପାଇଁ ସ୍ୱର୍ଣ୍ଣ ଆଣିଛନ୍ତି ପାରୁଲ ଚୌଧୁରୀ । ସେହିପରି ପୁରୁଷ ୮ଶହ ମିଟର ଦୌଡ଼ରେ ମହମ୍ମଦ ଅପସଲ୍ଙ୍କୁ ରୌପ୍ୟ ପଦକ ମିଳିଛି। ପୁରୁଷ ଟ୍ରିପଲ୍ ଜମ୍ପରେ ପ୍ରବୀଣ ଚିତ୍ରାଭେଲ ବ୍ରୋଞ୍ଜ ଜିତିଥିବା […]
ହାଙ୍ଗଝୋଉ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୫ ହଜାର ମିଟର ଦୌଡ଼ରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ୫ ହଜାର ମିଟର ଦୌଡ଼ରେ ଭାରତ ପାଇଁ ସ୍ୱର୍ଣ୍ଣ ଆଣିଛନ୍ତି ପାରୁଲ ଚୌଧୁରୀ ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ସେହିପରି ପୁରୁଷ ୮ଶହ ମିଟର ଦୌଡ଼ରେ ମହମ୍ମଦ ଅପସଲ୍ଙ୍କୁ ରୌପ୍ୟ ପଦକ ମିଳିଛି। ପୁରୁଷ ଟ୍ରିପଲ୍ ଜମ୍ପରେ ପ୍ରବୀଣ ଚିତ୍ରାଭେଲ ବ୍ରୋଞ୍ଜ ଜିତିଥିବା ବେଳେ ୪ଶହ ମିଟର ମହିଳା ହର୍ଡଲ୍ସରେ ଭିତ୍ୟ ରାମରାଜଙ୍କୁମଧ୍ୟ ବ୍ରୋଞ୍ଜ ପଦକ ମିଳିଛି।






