ହକି ବିଶ୍ବକପ୍ ୨୦୨୩: ଆଜି କଳିଙ୍ଗରେ ହେବ ସେମିଫାଇନାଲ ଟକ୍କର

The Sakala Picture
Published On

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ । ଚଳିତ ବିଶ୍ୱକପରେ ଦଳ ଅପରାଜେୟ ରହିଛି । ସେହିପରି, ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ […]

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ । ଚଳିତ ବିଶ୍ୱକପରେ ଦଳ ଅପରାଜେୟ ରହିଛି ।

ଆହୁରି ପଢ଼ନ୍ତୁ: ଖରାପ ଫର୍ମ ପାଇଁ ସୂର୍ଯ୍ୟକୁମାରଙ୍କ ସ୍ଥାନ ସଙ୍କଟରେ: ଅଧିନାୟକ ପଦ ହରାଇପାରନ୍ତି 'ମିଷ୍ଟର ୩୬୦'

ସେହିପରି, ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର । ବିଶ୍ବର ୪ଟି ଶ୍ରେଷ୍ଠ ଟିମ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଯେଉଁ ଟିମ୍ ଶ୍ରେଷ୍ଠ ପ୍ରଦର୍ଶନ କରିବ ସେହି ଟିମ୍ ଫାଇନାଲକୁ ଯିବ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ଚଳିତ ବିଶ୍ବକପର ପ୍ରଦର୍ଶନ ଆଧାରରେ ଅଷ୍ଟ୍ରେଲିଆ ଓ ନେଦାରଲାଣ୍ଡ୍ସ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦୁଇଟି ଟିମ୍ ଫାଇନାଲ ଯିବାର ସମ୍ଭାବନା ଅଧିକ ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ୨୦୨୬ ଏସିଆନ୍ ଗେମ୍ସ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ

27 Jan 2023 By The Sakala

ହକି ବିଶ୍ବକପ୍ ୨୦୨୩: ଆଜି କଳିଙ୍ଗରେ ହେବ ସେମିଫାଇନାଲ ଟକ୍କର

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ । ଚଳିତ ବିଶ୍ୱକପରେ ଦଳ ଅପରାଜେୟ ରହିଛି ।

ସେହିପରି, ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର । ବିଶ୍ବର ୪ଟି ଶ୍ରେଷ୍ଠ ଟିମ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଯେଉଁ ଟିମ୍ ଶ୍ରେଷ୍ଠ ପ୍ରଦର୍ଶନ କରିବ ସେହି ଟିମ୍ ଫାଇନାଲକୁ ଯିବ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ଚଳିତ ବିଶ୍ବକପର ପ୍ରଦର୍ଶନ ଆଧାରରେ ଅଷ୍ଟ୍ରେଲିଆ ଓ ନେଦାରଲାଣ୍ଡ୍ସ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦୁଇଟି ଟିମ୍ ଫାଇନାଲ ଯିବାର ସମ୍ଭାବନା ଅଧିକ ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର