ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ଆୟୋଜକ ଅଷ୍ଟ୍ରେଲିଆକୁ ଲାଗିଲା ବଡ଼ ଝଟକା, ୮୯ ରନ୍‌ରେ ଜିତିଲା ନ୍ୟୁଜିଲାଣ୍ଡ

The Sakala Picture
Published On

ସିଡନୀ : ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ର ସୁପର-୧୨ ରାଉଣ୍ଡ ଆଜିଠୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍‌ ଅଷ୍ଟ୍ରେଲିଆ ବଡ଼ ଝଟକା ଲାଗିଛି।ଆୟୋଜକ ଅଷ୍ଟ୍ରେଲିଆ ବଡ଼ ବ୍ୟବଧାନରେ ହରାଇଛି ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡ ଅଷ୍ଟ୍ରେଲିଆଠୁ ୨୦୨୧ ବିଶ୍ୱକପ୍‌ ଫାଇନାଲ୍‌ ପରାଜୟର ପ୍ରତିଶୋଧ ନେବା ସହ ୮୯ ରନ୍‌ରେ ଆୟୋଜକ ଅଷ୍ଟ୍ରେଲିଆକୁ ହରାଇଛି। ସିଡନିଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଅଷ୍ଚ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ […]

ସିଡନୀ : ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ର ସୁପର-୧୨ ରାଉଣ୍ଡ ଆଜିଠୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍‌ ଅଷ୍ଟ୍ରେଲିଆ ବଡ଼ ଝଟକା ଲାଗିଛି।ଆୟୋଜକ ଅଷ୍ଟ୍ରେଲିଆ ବଡ଼ ବ୍ୟବଧାନରେ ହରାଇଛି ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡ ଅଷ୍ଟ୍ରେଲିଆଠୁ ୨୦୨୧ ବିଶ୍ୱକପ୍‌ ଫାଇନାଲ୍‌ ପରାଜୟର ପ୍ରତିଶୋଧ ନେବା ସହ ୮୯ ରନ୍‌ରେ ଆୟୋଜକ ଅଷ୍ଟ୍ରେଲିଆକୁ ହରାଇଛି।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସିଡନିଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଅଷ୍ଚ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୨୦ ଓଭରରେ ୩ ଓ୍ବିକେଟ ହରାଇ ୨୦୦ ରନ କରିଥିଲା । ଦଳ ପକ୍ଷରୁ ଡେଭନ କନଓ୍ବେ ମାତ୍ର ୫୮ଟି ବଲରୁ ୯୨ ରନର ବିସ୍ଫୋରକ ଇନିଂସ ଖେଳିଥିଲେ । ସେହିପରି ଫିନ ଆଲେନ ୪୨ ଓ କେନ ଓ୍ବିଲିଅମସନ ୨୩ ରନ କରିଥିଲେ ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

୨୦୧ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଡେଭିଡ ଓ୍ବାର୍ଣ୍ଣରଙ୍କ ଓ୍ବିକେଟ ହରାଇ ସଂକଟରେ ପଡ଼ିଥିଲା । ପରେ ଦଳ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇଚାଲିଥିଲା । କୌଣସି ବ୍ୟାଟ୍ସମ୍ୟାନ ବଡ଼ ସ୍କୋର କରିପାରିନଥିଲେ । କେବଳ ଗ୍ଲେନ ମାକ୍ସଓ୍ବେଲ ସର୍ବାଧିକ ୨୮ ରନ କରିଥିଲେ । ପ୍ୟାଟ୍ କମିନ୍ସ ୨୧ରନ କରିଥିଲେ । ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ ସାଉଥି ଓ ମିଚେଲ ସାଣ୍ଟନର ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

22 Oct 2022 By The Sakala

ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ଆୟୋଜକ ଅଷ୍ଟ୍ରେଲିଆକୁ ଲାଗିଲା ବଡ଼ ଝଟକା, ୮୯ ରନ୍‌ରେ ଜିତିଲା ନ୍ୟୁଜିଲାଣ୍ଡ

ସିଡନୀ : ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ର ସୁପର-୧୨ ରାଉଣ୍ଡ ଆଜିଠୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍‌ ଅଷ୍ଟ୍ରେଲିଆ ବଡ଼ ଝଟକା ଲାଗିଛି।ଆୟୋଜକ ଅଷ୍ଟ୍ରେଲିଆ ବଡ଼ ବ୍ୟବଧାନରେ ହରାଇଛି ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡ ଅଷ୍ଟ୍ରେଲିଆଠୁ ୨୦୨୧ ବିଶ୍ୱକପ୍‌ ଫାଇନାଲ୍‌ ପରାଜୟର ପ୍ରତିଶୋଧ ନେବା ସହ ୮୯ ରନ୍‌ରେ ଆୟୋଜକ ଅଷ୍ଟ୍ରେଲିଆକୁ ହରାଇଛି।

ସିଡନିଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଅଷ୍ଚ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୨୦ ଓଭରରେ ୩ ଓ୍ବିକେଟ ହରାଇ ୨୦୦ ରନ କରିଥିଲା । ଦଳ ପକ୍ଷରୁ ଡେଭନ କନଓ୍ବେ ମାତ୍ର ୫୮ଟି ବଲରୁ ୯୨ ରନର ବିସ୍ଫୋରକ ଇନିଂସ ଖେଳିଥିଲେ । ସେହିପରି ଫିନ ଆଲେନ ୪୨ ଓ କେନ ଓ୍ବିଲିଅମସନ ୨୩ ରନ କରିଥିଲେ ।

୨୦୧ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଡେଭିଡ ଓ୍ବାର୍ଣ୍ଣରଙ୍କ ଓ୍ବିକେଟ ହରାଇ ସଂକଟରେ ପଡ଼ିଥିଲା । ପରେ ଦଳ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇଚାଲିଥିଲା । କୌଣସି ବ୍ୟାଟ୍ସମ୍ୟାନ ବଡ଼ ସ୍କୋର କରିପାରିନଥିଲେ । କେବଳ ଗ୍ଲେନ ମାକ୍ସଓ୍ବେଲ ସର୍ବାଧିକ ୨୮ ରନ କରିଥିଲେ । ପ୍ୟାଟ୍ କମିନ୍ସ ୨୧ରନ କରିଥିଲେ । ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ ସାଉଥି ଓ ମିଚେଲ ସାଣ୍ଟନର ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

https://www.thesakala.in/sports/in-the-first-match-of-the-t20-world-cup-hosts-australia-defeated-new-zealand-by-89-runs/article-15954
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର