ମନୋରଞ୍ଜନ
ଓଡ଼ିଶା
ଚାଇନାକୁ ହରାଇ ୫ମ ଥର ପାଇଁ ଏସିଆନ ଚାମ୍ପିଅନ୍ସ ଟ୍ରଫିକୁ କବଜା କଲା ଭାରତ
ନୂଆଦିଲ୍ଲୀ: ଚାଇନାକୁ ହରାଇ ୫ମ ଥର ପାଇଁ ଏସିଆନ ଚାମ୍ପିଅନ୍ସ ଟ୍ରଫିକୁ କବଜା କରିଛି ଭାରତ। ଆଜି ଫାଇନାଲରେ ହରମନପ୍ରୀତ ସିଂହଙ୍କ ଭାରତୀୟ ଟିମ କଡ଼ା ସଂଘର୍ଷ ସହ ଚାଇନାକୁ ୧-୦ରେ ହରାଇ ଟ୍ରଫି ଜିତିଛି। ଭାରତ ପକ୍ଷରୁ ଯୁଗରାଜ ସିଂହ ହିଁ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ଏହି ଗୋଲଟି ଶେଷ କ୍ୱାର୍ଟର(୫୧ତମ ମିନିଟ)ରେ ହିଁ ମିଳିଥିଲା। ଚାଇନା ପ୍ରଥମଥର ଫାଇନାଲ ଖେଳୁଥିଲେ ହେଁ ଭାରତକୁ କଡ଼ା ଟକ୍କର ଦେବାକୁ ସକ୍ଷମ ହୋଇଥିଲା। ବିଶେଷ କରି […]
ନୂଆଦିଲ୍ଲୀ: ଚାଇନାକୁ ହରାଇ ୫ମ ଥର ପାଇଁ ଏସିଆନ ଚାମ୍ପିଅନ୍ସ ଟ୍ରଫିକୁ କବଜା କରିଛି ଭାରତ। ଆଜି ଫାଇନାଲରେ ହରମନପ୍ରୀତ ସିଂହଙ୍କ ଭାରତୀୟ ଟିମ କଡ଼ା ସଂଘର୍ଷ ସହ ଚାଇନାକୁ ୧-୦ରେ ହରାଇ ଟ୍ରଫି ଜିତିଛି। ଭାରତ ପକ୍ଷରୁ ଯୁଗରାଜ ସିଂହ ହିଁ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ଏହି ଗୋଲଟି ଶେଷ କ୍ୱାର୍ଟର(୫୧ତମ ମିନିଟ)ରେ ହିଁ ମିଳିଥିଲା। ଚାଇନା ପ୍ରଥମଥର ଫାଇନାଲ ଖେଳୁଥିଲେ ହେଁ ଭାରତକୁ କଡ଼ା ଟକ୍କର ଦେବାକୁ ସକ୍ଷମ ହୋଇଥିଲା। ବିଶେଷ କରି ଚାଇନାର ଗୋଲ କିପର ଏକାଧିକ ଗୋଲକୁ ରୋକିବାକୁ ସକ୍ଷମ ହୋଇଥିଲେ।