ଏସୀୟ କ୍ରୀଡ଼ା ୨୦୨୩: ଦକ୍ଷିଣ କୋରିଆକୁ ପରାସ୍ତ କରି ଫାଇନାଲରେ ଭାରତୀୟ ପୁରୁଷ ହକି ଦଳ

The Sakala Picture
Published On

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳ ଫାଇନାଲରେ ପ୍ରବେଶ କରିଛି । ସେମିଫାଇନାଲରେ ଭାରତ ୫-୩ ଗୋଲରେ କୋରିଆକୁ ପରାସ୍ତ କରିଛି । ମ୍ୟାଚ୍ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଭାରତ କୋରିଆ ଉପରେ ଅଗ୍ରଣୀ ବଜାୟ ରଖି ଫାଇନାଲ୍ ଟିକେଟ୍ ହାସଲ କରିଥିଲା। ଭାରତୀୟ ଦଳର ନଜର ଏବେ ସ୍ୱର୍ଣ୍ଣ ପଦକ ଉପରେ ରହିଛି। ଅନ୍ୟପପକ୍ଷରେ ଏସୀୟ କ୍ରୀଡ଼ାରେ ଭାରତର ମହିଳା କବାଡି ଦଳ ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ଏହା ସହ ଭାରତ […]

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳ ଫାଇନାଲରେ ପ୍ରବେଶ କରିଛି । ସେମିଫାଇନାଲରେ ଭାରତ ୫-୩ ଗୋଲରେ କୋରିଆକୁ ପରାସ୍ତ କରିଛି । ମ୍ୟାଚ୍ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଭାରତ କୋରିଆ ଉପରେ ଅଗ୍ରଣୀ ବଜାୟ ରଖି ଫାଇନାଲ୍ ଟିକେଟ୍ ହାସଲ କରିଥିଲା। ଭାରତୀୟ ଦଳର ନଜର ଏବେ ସ୍ୱର୍ଣ୍ଣ ପଦକ ଉପରେ ରହିଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଅନ୍ୟପପକ୍ଷରେ ଏସୀୟ କ୍ରୀଡ଼ାରେ ଭାରତର ମହିଳା କବାଡି ଦଳ ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ଏହା ସହ ଭାରତ ମଧ୍ୟ କବାଡି ରେ ସେମିଫାଇନାଲକୁ ଟିକେଟ୍ ହାସଲ କରିଛି।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

 

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର