୧୯ ବର୍ଷରୁ କମ ବିଶ୍ଵ କପ୍‌: ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତୀୟ ଦଳ

The Sakala Picture
Published On

ବେନୋନି: ୧୯ ବର୍ଷରୁ କମ ବିଶ୍ଵ କପ୍‌ରେ ଭାରତୀୟ ଦଳର ଦମଦାର ପ୍ରଦର୍ଶନ। ପ୍ରଥମ ସେମି ଫାଇନାଲ୍‌ରେ ଖେଳା ଯାଇଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତୀୟ ଦଳ। ଅଧିନାୟକ ଉଦୟ ଶରଣଙ୍କ ଅଧିନାୟକତ୍ଵ ଇନିଂସ ଓ ସଚିନ ଧାସଙ୍କ ଦମଦାର ଅର୍ଦ୍ଧଶତକ ବଳରେ ୧୯ ବର୍ଷରୁ କମ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୨ ଓ୍ଵିକେଟ୍‌ରେ ପରାସ୍ତ କରିଛି। ଏଥିସହ ଭାରତ କ୍ରମାଗତ ୩ ଥର ଫାଇନାଲ୍‌ରେ ପ୍ରବେଶ କରିଥିବା ବେଳେ […]

ବେନୋନି: ୧୯ ବର୍ଷରୁ କମ ବିଶ୍ଵ କପ୍‌ରେ ଭାରତୀୟ ଦଳର ଦମଦାର ପ୍ରଦର୍ଶନ। ପ୍ରଥମ ସେମି ଫାଇନାଲ୍‌ରେ ଖେଳା ଯାଇଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତୀୟ ଦଳ। ଅଧିନାୟକ ଉଦୟ ଶରଣଙ୍କ ଅଧିନାୟକତ୍ଵ ଇନିଂସ ଓ ସଚିନ ଧାସଙ୍କ ଦମଦାର ଅର୍ଦ୍ଧଶତକ ବଳରେ ୧୯ ବର୍ଷରୁ କମ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୨ ଓ୍ଵିକେଟ୍‌ରେ ପରାସ୍ତ କରିଛି। ଏଥିସହ ଭାରତ କ୍ରମାଗତ ୩ ଥର ଫାଇନାଲ୍‌ରେ ପ୍ରବେଶ କରିଥିବା ବେଳେ ମୋଟ୍ ନବମ ଥର ଫାଇନାଲ୍ ମୁକାବିଲା ଖେଳିବାକୁ ଯାଉଛି।

ଆହୁରି ପଢ଼ନ୍ତୁ: ବିଶ୍ୱକପ୍ ଫାଇନାଲ୍ ୨୦୨୬: ଆର୍ଜେଣ୍ଟିନାକୁ ମାତ୍ ଦେଇ ଟାଇଟଲ୍ ହାତେଇଲା ସ୍ପେନ୍, ମେସିଙ୍କ ଯାଦୁ ଫିକା

ଏହି ମ୍ୟାଚରେ ଭାରତୀୟ ଦଳ ଟସ ଜିତି ପ୍ରଥମେ ବୋଲିଂ କରିଥିଲା । ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୪୪ରନ କରିଥିଲା । ୨୪୫ ରନର ଲକ୍ଷ୍ୟର ପିଛା କରିଥିବା ଭାରତ ଆରମ୍ଭରୁ ଓ୍ବିକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ମାତ୍ର ୩୨ରନରେ ୪ଟି ଓ୍ବିକେଟ ହରାଇଥିଲା ଭାରତ । ତେବେ ଉଦୟ ସାହାରନ ଓ ସଚିନ ଧାସଙ୍କ ମଧ୍ୟରେ ଏକ ବଡ଼ ପାର୍ଟନରସିପ ଦେଖିବାକୁ ମିଳିଥିଲା । ସାହାରନ ୮୧ ରନ କରିଥିବା ବେଳେ ଧାସ ୯୬ ରନ କରିଥିଲେ । ଭାରତ ୪୮.୫ ତମ ଓଭରରେ ୮ଟି ଓ୍ବିକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା ।

ଆହୁରି ପଢ଼ନ୍ତୁ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିକଳ୍ପ ସାଜିବାକୁ ନୀତୀଶ ରେଡ୍ଡୀଙ୍କ ଉପରେ ଚାପ! ସ୍କାନରରେ ବିସିସିଆଇ 'CoE'ର କାର୍ଯ୍ୟପ୍ରଣାଳୀ

ଆହୁରି ପଢ଼ନ୍ତୁ: ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଅଧିନାୟକ ଶ୍ରେୟସ ଆୟରଙ୍କ ବଡ଼ ବୟାନ, ଦଳକୁ ଦେଲେ 'ନିର୍ଭୀକ' ମନ୍ତ୍ର

06 Feb 2024 By The Sakala

୧୯ ବର୍ଷରୁ କମ ବିଶ୍ଵ କପ୍‌: ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତୀୟ ଦଳ

ବେନୋନି: ୧୯ ବର୍ଷରୁ କମ ବିଶ୍ଵ କପ୍‌ରେ ଭାରତୀୟ ଦଳର ଦମଦାର ପ୍ରଦର୍ଶନ। ପ୍ରଥମ ସେମି ଫାଇନାଲ୍‌ରେ ଖେଳା ଯାଇଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତୀୟ ଦଳ। ଅଧିନାୟକ ଉଦୟ ଶରଣଙ୍କ ଅଧିନାୟକତ୍ଵ ଇନିଂସ ଓ ସଚିନ ଧାସଙ୍କ ଦମଦାର ଅର୍ଦ୍ଧଶତକ ବଳରେ ୧୯ ବର୍ଷରୁ କମ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୨ ଓ୍ଵିକେଟ୍‌ରେ ପରାସ୍ତ କରିଛି। ଏଥିସହ ଭାରତ କ୍ରମାଗତ ୩ ଥର ଫାଇନାଲ୍‌ରେ ପ୍ରବେଶ କରିଥିବା ବେଳେ ମୋଟ୍ ନବମ ଥର ଫାଇନାଲ୍ ମୁକାବିଲା ଖେଳିବାକୁ ଯାଉଛି।

ଏହି ମ୍ୟାଚରେ ଭାରତୀୟ ଦଳ ଟସ ଜିତି ପ୍ରଥମେ ବୋଲିଂ କରିଥିଲା । ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୪୪ରନ କରିଥିଲା । ୨୪୫ ରନର ଲକ୍ଷ୍ୟର ପିଛା କରିଥିବା ଭାରତ ଆରମ୍ଭରୁ ଓ୍ବିକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ମାତ୍ର ୩୨ରନରେ ୪ଟି ଓ୍ବିକେଟ ହରାଇଥିଲା ଭାରତ । ତେବେ ଉଦୟ ସାହାରନ ଓ ସଚିନ ଧାସଙ୍କ ମଧ୍ୟରେ ଏକ ବଡ଼ ପାର୍ଟନରସିପ ଦେଖିବାକୁ ମିଳିଥିଲା । ସାହାରନ ୮୧ ରନ କରିଥିବା ବେଳେ ଧାସ ୯୬ ରନ କରିଥିଲେ । ଭାରତ ୪୮.୫ ତମ ଓଭରରେ ୮ଟି ଓ୍ବିକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର