ବର୍ଡର-ଗାଭାସ୍କର ଟ୍ରଫି: ୧୦୪ରେ ଅଷ୍ଟ୍ରେଲିଆ ଅଲ୍ ଆଉଟ୍, ୪୬ ରନରେ ଆଗୁଆ ଭାରତ

The Sakala Picture
Published On

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପର୍ଥରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ କମାଲ୍ କରିଛନ୍ତି ବୋଲର୍। ୧୦୪ରେ ଘରୋଇ ଦଳକୁ ଅଲ୍ ଆଉଟ୍ କରିଛି ଟିମ୍ ଇଣ୍ଡିଆ। ଗତକାଲି ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ମାତ୍ର ୧୫୦ ରନ୍ କରି ଅଲ୍ ଆଉଟ୍ ହୋଇ ଯାଇଥିଲା ଟିମ୍ ଇଣ୍ଡିଆ। ଏହାପରେ ମାତ୍ର ୧୦୪ ରନରେ ଅଲ୍ ଆଉଟ୍ ହୋଇ ଯାଇଛନ୍ତି କଙ୍ଗାରୁ ବାହିନୀ। ଫଳରେ ଭରତ ୪୬ ରନ୍ […]

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପର୍ଥରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ କମାଲ୍ କରିଛନ୍ତି ବୋଲର୍। ୧୦୪ରେ ଘରୋଇ ଦଳକୁ ଅଲ୍ ଆଉଟ୍ କରିଛି ଟିମ୍ ଇଣ୍ଡିଆ। ଗତକାଲି ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ମାତ୍ର ୧୫୦ ରନ୍ କରି ଅଲ୍ ଆଉଟ୍ ହୋଇ ଯାଇଥିଲା ଟିମ୍ ଇଣ୍ଡିଆ। ଏହାପରେ ମାତ୍ର ୧୦୪ ରନରେ ଅଲ୍ ଆଉଟ୍ ହୋଇ ଯାଇଛନ୍ତି କଙ୍ଗାରୁ ବାହିନୀ। ଫଳରେ ଭରତ ୪୬ ରନ୍ ଆଗରେ ରହିଛି। ଗତକାଲି ଷ୍ଟମ୍ପ୍ ଅପସାରଣ ପୂର୍ବରୁ ଅଷ୍ଟ୍ରେଲିଆ ୭ ୱିକେଟ ହରାଇ ୬୭ ରନ୍ କରିଥିଲା। ଆଜି ଦ୍ୱିତୀୟ ଦିନ ଖେଳରେ ଅବଶିଷ୍ଟ ୱିକେଟ୍ ହରାଇ ୩୭ ରନ୍ କରିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଭାରତ ପକ୍ଷରୁ ଯଶପ୍ରୀତ ବୁମରା ସର୍ବାଧିକ ୫ଟି ୱିକେଟ୍ ନେଇ ଥିବାବେଳେ ହର୍ଷିତ ରାଣା ୩ଟି ଏବଂ ମହମ୍ମଦ ସିରାଜ ୨ଟି ଲେଖାଏଁ ୱିକେଟ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

 

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର