କାନପୁର ଟେଷ୍ଟ: ବାଂଲାଦେଶକୁ ୭ ଓ୍ବିକେଟରେ ହରାଇ ସିରିଜ୍ କ୍ଲିନ୍ ସୁଇପ୍ କଲା ଭାରତ

The Sakala Picture
Published On

କାନପୁର: ଗ୍ରୀନପାର୍କ କାନପୁର ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଅନ୍ତିମ ଟେଷ୍ଟକୁ ୭ ଓ୍ବିକେଟରେ ଜିତି ନେଇ ସିରିଜ୍ କ୍ଲିନ୍ ସୁଇପ୍ କରିଛି ଭାରତୀୟ ଦଳ । ରବିଚନ୍ଦ୍ରନ ଅଶ୍ବୀନ ମ୍ୟାଚ୍ ଅଫ ଦି ଟୁର୍ଣ୍ଣାମେଣ୍ଟ ହୋଇଛନ୍ତି । ଦ୍ବିତୀୟ ଇନିଂସରେ ବାଂଲାଦେଶ ମାତ୍ର ୧୪୬ ରନ୍ କରି ଅଲଆଉଟ୍ ହୋଇଥିଲା । ଫଳରେ ଟିମ୍ ଇଣ୍ଡିଆକୁ ଦ୍ବିତୀୟ ଇନିଂସରେ ୯୫ରନର ଟାର୍ଗେଟ୍ ମିଳିଥିଲା । ରୋହିତ୍ ବାହିନୀରେ ମାତ୍ର ଦୁଇ ଓ୍ବିକେଟ୍ ହରାଇ […]

କାନପୁର: ଗ୍ରୀନପାର୍କ କାନପୁର ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଅନ୍ତିମ ଟେଷ୍ଟକୁ ୭ ଓ୍ବିକେଟରେ ଜିତି ନେଇ ସିରିଜ୍ କ୍ଲିନ୍ ସୁଇପ୍ କରିଛି ଭାରତୀୟ ଦଳ । ରବିଚନ୍ଦ୍ରନ ଅଶ୍ବୀନ ମ୍ୟାଚ୍ ଅଫ ଦି ଟୁର୍ଣ୍ଣାମେଣ୍ଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବିସିସିଆଇର ବଡ଼ ନିଷ୍ପତ୍ତି: ପ୍ରଜ୍ଞାନ ଓଝା ହେଲେ ନୂଆ ମୁଖ୍ୟ ଚୟନକର୍ତ୍ତା

ଦ୍ବିତୀୟ ଇନିଂସରେ ବାଂଲାଦେଶ ମାତ୍ର ୧୪୬ ରନ୍ କରି ଅଲଆଉଟ୍ ହୋଇଥିଲା । ଫଳରେ ଟିମ୍ ଇଣ୍ଡିଆକୁ ଦ୍ବିତୀୟ ଇନିଂସରେ ୯୫ରନର ଟାର୍ଗେଟ୍ ମିଳିଥିଲା । ରୋହିତ୍ ବାହିନୀରେ ମାତ୍ର ଦୁଇ ଓ୍ବିକେଟ୍ ହରାଇ ଲକ୍ଷ୍ୟକୁ ହାସଲ କରି ନେଇଛି । ପ୍ରଥମ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିଲା ଯଶସ୍ବୀ ଜୈସ୍ବାଲର ଦ୍ବିତୀୟ ପାଳିରେ ମଧ୍ୟ ଅର୍ଦ୍ଧଶତକ ମାରି ଟିମ୍ ଇଣ୍ଡିଆକୁ ବିଜୟ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର