ଭାରତ ଓ ଇଂଲଣ୍ଡ ୩ୟ ଦିନିକିଆ: ଇଂଲଣ୍ଡକୁ ୩୫୭ ରନର ଟାର୍ଗେଟ ଦେଲା ଭାରତ…

The Sakala Picture
Published On

ଅହମଦାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲା ବୁଧବାର ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଛି । ଫଳରେ ଇଂଲଣ୍ଡ ଆଗରେ ୩୫୭ ରନର ବିଜୟ ଲକ୍ଷ୍ୟ ରହିଛି […]

ଅହମଦାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲା ବୁଧବାର ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଛି । ଫଳରେ ଇଂଲଣ୍ଡ ଆଗରେ ୩୫୭ ରନର ବିଜୟ ଲକ୍ଷ୍ୟ ରହିଛି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଏହି ଇନିଂସରେ ଭୁବମନ ଗିଲ ଶତକ ହାସଲ କରିଥିବା ବେଳେ ଅର୍ଦ୍ଧ ଶତକ କରିଛନ୍ତି ବିରାଟ କୋହଲି ଓ ଶ୍ରେୟସ ଆୟର । ଶୁଭମନ ଗିଲ ୧୦୨ ବଲରେ ୧୧୨ ରନ ସଂଗ୍ରହ କରିଛନ୍ତି । ବିରାଟ ୫୫ ବଲରେ ୫୨ ରନ କରିଥିବା ବେଳେ ଶ୍ରେୟସ ଆୟର ୬୪ ବଲରେ ୭୮ ରନ ସଂଗ୍ରହ କରିଛନ୍ତି । ରୋହିତ ଶର୍ମା ଏକ ରନ କରି ଆଉଟ ହୋଇଯାଇଥଇବା ବେଳେ  କେଏଲ ରାହୁଲ ୪୦, ହାର୍ଦ୍ଦିକ ପାଣ୍ଡ୍ୟା ୧୭, ଅକ୍ଷର ପଟେଲ ୧୩, ଓ୍ବାସିଙ୍ଗଟନ ସୁନ୍ଦର ୧୪, ହର୍ଷିତ ରାଣା ୧୩, ଅର୍ଶଦୀପ ସିଂ ୨ ଓ କୁଲଦୀନ ଯାଦବ ଗୋଟିଏ ରନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପାନୀୟ ଜଳ ଯୋଗାଣକୁ ନେଇ ଗୃହରେ ହଙ୍ଗାମା, ଶାସକ-ବିରୋଧୀ ମୁହାଁମୁହିଁ

ଅନ୍ୟପଟେ ଇଂଲଣ୍ଡର ଆଦିଲ ରସିଦ ୪ଟି ଓ୍ବିକେଟ୍, ମାର୍କ ଉଡ୍‌ ଦୁଇଟି ଓ୍ବିକେଟ ନେଇଥିବା ବେଳେ ସକିବ ମହମୁଦ,  ଗୁସ ଆଟକିନସନ ଓ ଜୋ ରୁଟ୍ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

12 Feb 2025 By The Sakala

ଭାରତ ଓ ଇଂଲଣ୍ଡ ୩ୟ ଦିନିକିଆ: ଇଂଲଣ୍ଡକୁ ୩୫୭ ରନର ଟାର୍ଗେଟ ଦେଲା ଭାରତ…

ଅହମଦାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲା ବୁଧବାର ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଛି । ଫଳରେ ଇଂଲଣ୍ଡ ଆଗରେ ୩୫୭ ରନର ବିଜୟ ଲକ୍ଷ୍ୟ ରହିଛି ।

ଏହି ଇନିଂସରେ ଭୁବମନ ଗିଲ ଶତକ ହାସଲ କରିଥିବା ବେଳେ ଅର୍ଦ୍ଧ ଶତକ କରିଛନ୍ତି ବିରାଟ କୋହଲି ଓ ଶ୍ରେୟସ ଆୟର । ଶୁଭମନ ଗିଲ ୧୦୨ ବଲରେ ୧୧୨ ରନ ସଂଗ୍ରହ କରିଛନ୍ତି । ବିରାଟ ୫୫ ବଲରେ ୫୨ ରନ କରିଥିବା ବେଳେ ଶ୍ରେୟସ ଆୟର ୬୪ ବଲରେ ୭୮ ରନ ସଂଗ୍ରହ କରିଛନ୍ତି । ରୋହିତ ଶର୍ମା ଏକ ରନ କରି ଆଉଟ ହୋଇଯାଇଥଇବା ବେଳେ  କେଏଲ ରାହୁଲ ୪୦, ହାର୍ଦ୍ଦିକ ପାଣ୍ଡ୍ୟା ୧୭, ଅକ୍ଷର ପଟେଲ ୧୩, ଓ୍ବାସିଙ୍ଗଟନ ସୁନ୍ଦର ୧୪, ହର୍ଷିତ ରାଣା ୧୩, ଅର୍ଶଦୀପ ସିଂ ୨ ଓ କୁଲଦୀନ ଯାଦବ ଗୋଟିଏ ରନ କରିଛନ୍ତି ।

ଅନ୍ୟପଟେ ଇଂଲଣ୍ଡର ଆଦିଲ ରସିଦ ୪ଟି ଓ୍ବିକେଟ୍, ମାର୍କ ଉଡ୍‌ ଦୁଇଟି ଓ୍ବିକେଟ ନେଇଥିବା ବେଳେ ସକିବ ମହମୁଦ,  ଗୁସ ଆଟକିନସନ ଓ ଜୋ ରୁଟ୍ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଛନ୍ତି ।

https://www.thesakala.in/sports/india-vs-england-3rd-odi-india-set-england-a-target-of-357-runs/article-38646
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର