ଭାରତ- ଇଂଲଣ୍ଡ ୩ୟ ଟେଷ୍ଟ: ପ୍ରଥମ ଦିନରେ ରୋହିତ ଓ ଜାଡେଜାଙ୍କ ଶତକୀୟ ଇଂନିସ

The Sakala Picture
Published On

ରାଜକୋଟ: ରାଜକୋଟରେ ଖେଳାଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ୟ ଟେଷ୍ଟ । ଟସ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଏହି ୩ୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୫ ଓ୍ବିକେଟରେ ୩୨୬ ରନ କରିଛି। ପ୍ରଥମ ଦିନରେ ଭାରତ ପକ୍ଷରୁ ରୋହିତ ଶର୍ମା ଓ ରବୀନ୍ଦ୍ର ଜାଡେଜାଙ୍କ ବ୍ୟାଟରୁ ଶତକୀୟ ଇଂନିସ ଦେଖିବାକୁ ମିଳିଥିଲା। ସହିପରି ସରଫରାଜ ଖାଁ ୬୨ ରନ କରି ରନଆଉଟ ହୋଇଥିଲେ । ଭରତ ପକ୍ଷରୁ […]

ରାଜକୋଟ: ରାଜକୋଟରେ ଖେଳାଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ୟ ଟେଷ୍ଟ । ଟସ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଏହି ୩ୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୫ ଓ୍ବିକେଟରେ ୩୨୬ ରନ କରିଛି। ପ୍ରଥମ ଦିନରେ ଭାରତ ପକ୍ଷରୁ ରୋହିତ ଶର୍ମା ଓ ରବୀନ୍ଦ୍ର ଜାଡେଜାଙ୍କ ବ୍ୟାଟରୁ ଶତକୀୟ ଇଂନିସ ଦେଖିବାକୁ ମିଳିଥିଲା। ସହିପରି ସରଫରାଜ ଖାଁ ୬୨ ରନ କରି ରନଆଉଟ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ବିସିସିଆଇର ବଡ଼ ନିଷ୍ପତ୍ତି: ପ୍ରଜ୍ଞାନ ଓଝା ହେଲେ ନୂଆ ମୁଖ୍ୟ ଚୟନକର୍ତ୍ତା

ଭରତ ପକ୍ଷରୁ ଯଶସ୍ବୀ ଜୟସ୍ବାଲ ମାତ୍ର ୧୦ ରନ କରି ଆଉଟ ହୋଇଥିଲେ । ଏହା ପରେ ପରେ ଶୁଭମନ ଗିଲ ଓ ରଜତ ପଟିଦାର ଯଥାକ୍ରମେ ୦ ଓ ୫ ରନ କରି ଆଉଟ ହୋଇଥିଲେ । ତେବେ ରୋହିତ ଓ ରବୀନ୍ଦ୍ର ଜାଦେଜା ଏକ ଭଲ ପାର୍ଟନରସିପ କରିଥିଲେ । ରୋହିତ ୧୩୧ ରନ କରି ଆଉଟ ହୋଇଥିବାବେଳେ ଜାଦେଜା ୧୧୦ ରନ କରି ଅପରାଜିତ ଅଛନ୍ତି । ତାଙ୍କ ସହ କ୍ରିଜରେ ଅଛନ୍ତି କୂଳଦୀପ ଯାଦବ । ସରଫରାଜ ଖାଁ ୬୨ ରନ କରି ରନଆଉଟ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର