ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ; ଶିଖର ଧାୱନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

The Sakala Picture
Published On

ଲକ୍ଷ୍ନୌ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ । ତିନି ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଆଜି ଲକ୍ଷ୍ନୌରେ ଖେଳାଯିବ । ଶିଖର ଧାୱନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ଦକ୍ଷିଣ ଆଫ୍ରିକା ବିରୋଧରେ ଟି-୨୦ ସିରିଜ ବିଜୟ ପରେ ଆଜି ଦିନିକିଆ ଅଭିଯାନ ଆରମ୍ଭ କରିବ ଭାରତ । ଦିନ ୧ଟା ୩୦ରେ ଆରମ୍ଭ ହେବ ମ୍ୟାଚ୍ । ଯୁବ ବାହିନୀଙ୍କୁ ନେଇ ଦକ୍ଷିଣ ଆଫ୍ରିକା ବିରୋଧରେ ମ୍ୟାଚ୍ ଖେଳିବ ଭାରତ […]

ଲକ୍ଷ୍ନୌ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ । ତିନି ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଆଜି ଲକ୍ଷ୍ନୌରେ ଖେଳାଯିବ । ଶିଖର ଧାୱନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ଦକ୍ଷିଣ ଆଫ୍ରିକା ବିରୋଧରେ ଟି-୨୦ ସିରିଜ ବିଜୟ ପରେ ଆଜି ଦିନିକିଆ ଅଭିଯାନ ଆରମ୍ଭ କରିବ ଭାରତ । ଦିନ ୧ଟା ୩୦ରେ ଆରମ୍ଭ ହେବ ମ୍ୟାଚ୍ । ଯୁବ ବାହିନୀଙ୍କୁ ନେଇ ଦକ୍ଷିଣ ଆଫ୍ରିକା ବିରୋଧରେ ମ୍ୟାଚ୍ ଖେଳିବ ଭାରତ । ଭାରତୀୟ ଦଳରେ ଧାଓ୍ୱନଙ୍କ ବ୍ୟତୀତ ସଞ୍ଜୁ ସାମସନ, ଶୁଭମନ ଗିଲ୍, ଶ୍ରେୟର ଆୟର, ଇଶାନ କିଶାନ, ଦିପକ ଚହର, ମହମ୍ମଦ ସିରାଜଙ୍କ ଭଳି ଖେଳାଳି ରହିଛନ୍ତି । ଟି-୨୦ ଭଳି ଦିନିକିଆରେ ବି ଭାରତ ଭଲ ପ୍ରଦର୍ଶନ କରିବ ବୋଲି ଆଶା ରଖାଯାଉଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଏକଦିବସୀୟ ଶୃଙ୍ଖଳା ଟି-୨୦ ବିଶ୍ଵକପର ଷ୍ଟାଣ୍ଡବାଇ ଖେଳାଳିଙ୍କ ପାଇଁ ନିଜକୁ ସାବ୍ୟସ୍ତ କରିବାର ଭଲ ସୁଯୋଗ ମିଳିବ ବୋଲି ଶିଖର ଧାଓ୍ୱନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସେପଟେ ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଗସ୍ତ କରିଛି ଟିମ୍ ଇଣ୍ଡିଆ । ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୪ ଜଣିଆ ଟିମ୍ ଅଷ୍ଟ୍ରେଲିଆ ଯାଇଛି । ଆସନ୍ତା ୧୬ରୁର ଆରମ୍ଭ ହେବାକୁ ଥିବା ଟି-୨୦ ବିଶ୍ୱକପରେ ଭାରତ ତା’ର ଅଭିଯାନ ଅକ୍ଟୋବର ୨୩ରୁ ଆରମ୍ଭ କରିବ । ଅକ୍ଟୋବର ୨୩ରେ ଭାରତ ତା’ର ପାରମ୍ପାରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

06 Oct 2022 By The Sakala

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ; ଶିଖର ଧାୱନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

ଲକ୍ଷ୍ନୌ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ । ତିନି ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଆଜି ଲକ୍ଷ୍ନୌରେ ଖେଳାଯିବ । ଶିଖର ଧାୱନଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ଦକ୍ଷିଣ ଆଫ୍ରିକା ବିରୋଧରେ ଟି-୨୦ ସିରିଜ ବିଜୟ ପରେ ଆଜି ଦିନିକିଆ ଅଭିଯାନ ଆରମ୍ଭ କରିବ ଭାରତ । ଦିନ ୧ଟା ୩୦ରେ ଆରମ୍ଭ ହେବ ମ୍ୟାଚ୍ । ଯୁବ ବାହିନୀଙ୍କୁ ନେଇ ଦକ୍ଷିଣ ଆଫ୍ରିକା ବିରୋଧରେ ମ୍ୟାଚ୍ ଖେଳିବ ଭାରତ । ଭାରତୀୟ ଦଳରେ ଧାଓ୍ୱନଙ୍କ ବ୍ୟତୀତ ସଞ୍ଜୁ ସାମସନ, ଶୁଭମନ ଗିଲ୍, ଶ୍ରେୟର ଆୟର, ଇଶାନ କିଶାନ, ଦିପକ ଚହର, ମହମ୍ମଦ ସିରାଜଙ୍କ ଭଳି ଖେଳାଳି ରହିଛନ୍ତି । ଟି-୨୦ ଭଳି ଦିନିକିଆରେ ବି ଭାରତ ଭଲ ପ୍ରଦର୍ଶନ କରିବ ବୋଲି ଆଶା ରଖାଯାଉଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଏକଦିବସୀୟ ଶୃଙ୍ଖଳା ଟି-୨୦ ବିଶ୍ଵକପର ଷ୍ଟାଣ୍ଡବାଇ ଖେଳାଳିଙ୍କ ପାଇଁ ନିଜକୁ ସାବ୍ୟସ୍ତ କରିବାର ଭଲ ସୁଯୋଗ ମିଳିବ ବୋଲି ଶିଖର ଧାଓ୍ୱନ କହିଛନ୍ତି ।

ସେପଟେ ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଗସ୍ତ କରିଛି ଟିମ୍ ଇଣ୍ଡିଆ । ରୋହିତ ଶର୍ମାଙ୍କ ନେତୃତ୍ୱରେ ୧୪ ଜଣିଆ ଟିମ୍ ଅଷ୍ଟ୍ରେଲିଆ ଯାଇଛି । ଆସନ୍ତା ୧୬ରୁର ଆରମ୍ଭ ହେବାକୁ ଥିବା ଟି-୨୦ ବିଶ୍ୱକପରେ ଭାରତ ତା’ର ଅଭିଯାନ ଅକ୍ଟୋବର ୨୩ରୁ ଆରମ୍ଭ କରିବ । ଅକ୍ଟୋବର ୨୩ରେ ଭାରତ ତା’ର ପାରମ୍ପାରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ ।

https://www.thesakala.in/sports/india-vs-south-africa-1st-odi-today-in-lucknow/article-15491
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର