ବାରବାଟୀକୁ ପୁଣି ଫେରିଲା ଟି-୨୦ ମ୍ଯାଚ୍

The Sakala Picture
Published On

କଟକ: ବାରବାଟୀକୁ ପୁଣି ଫେରିଲା ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ । ଜୁନ୍ ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ । ଏନେଇ ବିସିସିଆଇ ଘୋଷଣା କରିଛି । ଭାରତ-ଦକ୍ଷିଣ ଆଫ୍ରିକା ବିପକ୍ଷରେ କେଳାଯିବାକୁ ଥିବା ଥିବା ଏହି ମ୍ୟାଚ ପ୍ରଥମେ ବେଙ୍ଗାଲୁରୁରେ ଖେଳାଯିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ ଓଡ଼ିଶା କ୍ରିକେଟ ଆସୋସିଏସନର ସମ୍ପାଦକ ସଞ୍ଜୟ ବେହେରା ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦେବାକୁ ବିସିସିଆଇକୁ ଅନୁରୋଧ କରିଥିଲେ । […]

କଟକ: ବାରବାଟୀକୁ ପୁଣି ଫେରିଲା ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ । ଜୁନ୍ ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ । ଏନେଇ ବିସିସିଆଇ ଘୋଷଣା କରିଛି । ଭାରତ-ଦକ୍ଷିଣ ଆଫ୍ରିକା ବିପକ୍ଷରେ କେଳାଯିବାକୁ ଥିବା ଥିବା ଏହି ମ୍ୟାଚ ପ୍ରଥମେ ବେଙ୍ଗାଲୁରୁରେ ଖେଳାଯିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ ଓଡ଼ିଶା କ୍ରିକେଟ ଆସୋସିଏସନର ସମ୍ପାଦକ ସଞ୍ଜୟ ବେହେରା ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦେବାକୁ ବିସିସିଆଇକୁ ଅନୁରୋଧ କରିଥିଲେ । ଓସିଏର ଅନୁରୋଧ ପରେ ଏହି ମ୍ୟାଚକୁ ରିସିଡ୍ୟୁଲ କରାଯାଇ ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦିଆଯାଇଥିଲା ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର ନିଆଁ: ବ୍ୟାରେଲ ପିଛା ୧୦୦ ଡଲାର ଟପିଲା ଅଶୋଧିତ ତୈଳ ଦର, ଖସିଲା ଟଙ୍କାର ମୂଲ୍ୟ

ଏହା ପୂର୍ବରୁ ମଧ୍ୟ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ କଟକକୁ ମିଳିଥିଲା । ଭାରତ-ଓ୍ୱେଷ୍ଟଇଣ୍ଡିଜ୍ ମଧ୍ୟରେ ହୋଇଥିବା ଟି-୨୦ ସିରିଜର ଏକ ମ୍ୟାଚ ବାରବାଟୀକୁ ମିଳିଥିଲା । କିନ୍ତୁ କରୋନା ମହାମାରୀ ପାଇଁ ଏହାକୁ କୋଲକତାର ଇଡେନ ଗାର୍ଡେନକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଏବେ ପୁଣି ଥରେ ବାରବାଟୀକୁ ଆଉ ଏକ ମ୍ୟାଚ ମିଳିଥିବାରୁ ବେଶ୍ ଉତ୍ସାହିତ ଅଛନ୍ତି କ୍ରିକେଟ ପ୍ରେମୀ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

03 Mar 2022 By The Sakala

ବାରବାଟୀକୁ ପୁଣି ଫେରିଲା ଟି-୨୦ ମ୍ଯାଚ୍

କଟକ: ବାରବାଟୀକୁ ପୁଣି ଫେରିଲା ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ । ଜୁନ୍ ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ । ଏନେଇ ବିସିସିଆଇ ଘୋଷଣା କରିଛି । ଭାରତ-ଦକ୍ଷିଣ ଆଫ୍ରିକା ବିପକ୍ଷରେ କେଳାଯିବାକୁ ଥିବା ଥିବା ଏହି ମ୍ୟାଚ ପ୍ରଥମେ ବେଙ୍ଗାଲୁରୁରେ ଖେଳାଯିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ ଓଡ଼ିଶା କ୍ରିକେଟ ଆସୋସିଏସନର ସମ୍ପାଦକ ସଞ୍ଜୟ ବେହେରା ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦେବାକୁ ବିସିସିଆଇକୁ ଅନୁରୋଧ କରିଥିଲେ । ଓସିଏର ଅନୁରୋଧ ପରେ ଏହି ମ୍ୟାଚକୁ ରିସିଡ୍ୟୁଲ କରାଯାଇ ଏହି ମ୍ୟାଚକୁ ବାରବାଟୀ ଷ୍ଟାଡିୟମକୁ ଦିଆଯାଇଥିଲା ।

ଏହା ପୂର୍ବରୁ ମଧ୍ୟ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ କଟକକୁ ମିଳିଥିଲା । ଭାରତ-ଓ୍ୱେଷ୍ଟଇଣ୍ଡିଜ୍ ମଧ୍ୟରେ ହୋଇଥିବା ଟି-୨୦ ସିରିଜର ଏକ ମ୍ୟାଚ ବାରବାଟୀକୁ ମିଳିଥିଲା । କିନ୍ତୁ କରୋନା ମହାମାରୀ ପାଇଁ ଏହାକୁ କୋଲକତାର ଇଡେନ ଗାର୍ଡେନକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଏବେ ପୁଣି ଥରେ ବାରବାଟୀକୁ ଆଉ ଏକ ମ୍ୟାଚ ମିଳିଥିବାରୁ ବେଶ୍ ଉତ୍ସାହିତ ଅଛନ୍ତି କ୍ରିକେଟ ପ୍ରେମୀ ।

https://www.thesakala.in/sports/india-vs-south-africa-t20-match-played-in-barabati-stadium-ctc/article-9645
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର