ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦

The Sakala Picture
Published On

ନୂଆଦିଲ୍ଲୀ: ଆଜିଠୁ ଭାରତ-ଓ୍ବେଷ୍ଟଇଣ୍ଡିଜ ଟି-ଟ୍ବେଣ୍ଟି ସିରିଜ। ୫ ଟିକିଆ ସିରିଜର ଆଜି ପ୍ରଥମ ମ୍ୟାଚ ଖେଳାଯିବ। ଭାରତୀୟ ସମୟ ରାତି ୮ଟାରୁ ଖେଳ ଆରମ୍ଭ ହେବ। ଟେଷ୍ଟ ଓ ଦିନିକିଆ ପରେ ଟି-ଟ୍ବେଣ୍ଟି ସିରିଜ କବଜା କରିବା ଲକ୍ଷ୍ୟ ନେଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ଶେଷ ଦିନିକିଆରେ ବିଶାଳ ସ୍କୋର କରି ବିଜୟ ଲାଭ କରିଥିବାରୁ ଟିମ୍ ଇଣ୍ଡିଆର ମନୋବଳ ଦୃଢ ରହିଛି। ନିୟମିତ ଅଧିନାୟକ ରୋହିତ ଶର୍ମା ଓ ବ୍ୟାଟ୍ସମ୍ୟାନ […]

ନୂଆଦିଲ୍ଲୀ: ଆଜିଠୁ ଭାରତ-ଓ୍ବେଷ୍ଟଇଣ୍ଡିଜ ଟି-ଟ୍ବେଣ୍ଟି ସିରିଜ। ୫ ଟିକିଆ ସିରିଜର ଆଜି ପ୍ରଥମ ମ୍ୟାଚ ଖେଳାଯିବ। ଭାରତୀୟ ସମୟ ରାତି ୮ଟାରୁ ଖେଳ ଆରମ୍ଭ ହେବ। ଟେଷ୍ଟ ଓ ଦିନିକିଆ ପରେ ଟି-ଟ୍ବେଣ୍ଟି ସିରିଜ କବଜା କରିବା ଲକ୍ଷ୍ୟ ନେଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ଶେଷ ଦିନିକିଆରେ ବିଶାଳ ସ୍କୋର କରି ବିଜୟ ଲାଭ କରିଥିବାରୁ ଟିମ୍ ଇଣ୍ଡିଆର ମନୋବଳ ଦୃଢ ରହିଛି। ନିୟମିତ ଅଧିନାୟକ ରୋହିତ ଶର୍ମା ଓ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଆଇପିଏଲରେ ଭଲ ପ୍ରଦର୍ଶନ କରିଥିବା ଯଶସ୍ୱୀ ଜୟସ୍ବାଲ ଓ ତିଲକ ବର୍ମାଙ୍କୁ ଟି-ଟ୍ବେଣ୍ଟିରେ ସୁଯୋଗ ମିଳିଛି। ସେପଟେ ଭାରତ ବିରୋଧରେ ରଣନୀତି କରିଛି ଘରୋଇ ଟିମ୍ । ଦିନିକିଆ ସିରିଜ ପରାଜୟର ବଦଲା ନେବାକୁ ଜୋରଦାର ପ୍ରସ୍ତୁତି କରିଛି ଓ୍ୱେଷ୍ଟଇଣ୍ଡିଜ୍।

ଆହୁରି ପଢ଼ନ୍ତୁ: U-19 ବିଶ୍ବ ଚାମ୍ପିୟନ ଭାରତୀୟ ଦଳ ପାଇଁ ୭.୫କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp