ଭାରତ -ଅଷ୍ଟ୍ରେଲିଆ ପଞ୍ଚମ ଟି-୨୦: ଅଷ୍ଟ୍ରେଲିଆକୁ ୬ ରନରେ ହରାଇବା ସହ ୪ -୧ ରେ ସିରିଜ କବଜା କଲା ଭାରତ

The Sakala Picture
Published On

ବେଙ୍ଗାଲୁରୁ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍‌‌ ସ୍ଥାନୀୟ ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌‌ରେ ଆଜି ଖେଳାଯାଇଥିଲା। ଆଜିର ମ୍ୟାଚର ଟସ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରି ୮ ୱିକଟ ହରାଇ ୧୬୦ରନ କରିଥିଲା। ଏହି ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୧୬୧ ରନର ଆବଶ୍ୟକତା ରହିଥିଲା। ହେଲେ ଅଷ୍ଟ୍ରେଲିଆ ୮ ୱିକେଟ ହରାଇ ୧୫୪ ରନ କରିଥିଲା । ଫଳରେ ଭାରତ ଆଜିର ମ୍ୟାଚ ୬ […]

ବେଙ୍ଗାଲୁରୁ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍‌‌ ସ୍ଥାନୀୟ ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌‌ରେ ଆଜି ଖେଳାଯାଇଥିଲା। ଆଜିର ମ୍ୟାଚର ଟସ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରି ୮ ୱିକଟ ହରାଇ ୧୬୦ରନ କରିଥିଲା। ଏହି ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୧୬୧ ରନର ଆବଶ୍ୟକତା ରହିଥିଲା। ହେଲେ ଅଷ୍ଟ୍ରେଲିଆ ୮ ୱିକେଟ ହରାଇ ୧୫୪ ରନ କରିଥିଲା । ଫଳରେ ଭାରତ ଆଜିର ମ୍ୟାଚ ୬ ରନରେ ଜିତି ନେଇଛି। ଏଥିସହ ୪ -୧ରେ ସିରିଜ କବଜା କରିଛି ଭାରତ ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଭାରତ ପକ୍ଷରୁ ମୁକେଶ କୁମାର ସର୍ବାଧିକ ୩ଟି ୱିକେଟ ନେଇଥିଲେ। ରବି ବିଷ୍ଣୋଇ ଓ ଅର୍ଶଦୀପ ସିଂ ୨ଟି ଲେଖାଏଁ  ୱିକେଟ ନେଇଥିବା ବେଳେ ଅକ୍ଷର ପଟେଲ ଗୋଟିଏ ୱିକେଟ ନେଇଥିଲେ ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

 

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର