ଦିନିକିଆ ବିଶ୍ବକପ ପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା

The Sakala Picture
Published On

ନୂଆଦିଲ୍ଲୀ: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବ ଆଇସିସି ଦିନିକିଆ ବିଶ୍ୱକପ୍ । ଏଥିପାଇଁ ଆଜି ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ରୋହିତଙ୍କ ନେତୃତ୍ବରେ ଭାରତୀୟ ଦଳ ପଡିଆକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ ଭାର ଦିଆଯାଇଛି। ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚ୍ ୮ ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଅଭିଯାନ ଆରମ୍ଭ କରିବ । ଘୋଷଣା କରାଯାଇଥିବା ଭାରତୀୟ ୧୫ ଜଣିଆ ସ୍କ୍ବାର୍ଡ- ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, […]

ନୂଆଦିଲ୍ଲୀ: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବ ଆଇସିସି ଦିନିକିଆ ବିଶ୍ୱକପ୍ । ଏଥିପାଇଁ ଆଜି ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ରୋହିତଙ୍କ ନେତୃତ୍ବରେ ଭାରତୀୟ ଦଳ ପଡିଆକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ ଭାର ଦିଆଯାଇଛି। ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚ୍ ୮ ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଅଭିଯାନ ଆରମ୍ଭ କରିବ ।

ଆହୁରି ପଢ଼ନ୍ତୁ: ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ; ଥାନାରେ ଅଭିଯୋଗ ପରେ ବିଷ ପିଇ ପିଇଦେଲେ PEO

ଆହୁରି ପଢ଼ନ୍ତୁ: ଲୋକସଭାରେ ପୁଣି ହଟ୍ଟଗୋଳ: ରାହୁଲ ଗାନ୍ଧୀଙ୍କ ଚୀନ ପ୍ରସଙ୍ଗ ଓ ନରୱଣେଙ୍କ ବହିକୁ ନେଇ ଗୃହ ମୁଲତବୀ

ଘୋଷଣା କରାଯାଇଥିବା ଭାରତୀୟ ୧୫ ଜଣିଆ ସ୍କ୍ବାର୍ଡ- ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟାଶ ଆୟାର, ଈଶାନ କିଶାନ,  କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା (ଉପ ଅଧିନାୟକ), ସୂର୍ଯ୍ୟକୁମାର ଯାଦବ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରାହ, ମହମ୍ମଦ ସାମି, ମହମ୍ମଦ ସିରାଜ ଓ କୂଲଦୀପ ଯାଦବ।

ଆହୁରି ପଢ଼ନ୍ତୁ: ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ଆସିଷ୍ଟାଣ ପ୍ରଫେସର ନିଲମ୍ବିତ

ସୂଚନା ଅନୁଯାୟୀ, ଅକ୍ଟୋବର ୫ ତାରିଖରେ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ଆରମ୍ଭ ହେବ । ପ୍ରଥମ ମ୍ୟାଚ୍‌ ପୂର୍ବ ଚାମ୍ପିଅନ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp