ଶିଖର ଧାୱନଙ୍କ ନେତୃତ୍ବରେ ଶ୍ରୀଲଙ୍କା ବିପକ୍ଷ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ୬ ନୂଆ ଖେଳାଳୀ ସାମିଲ୍

ମୁମ୍ବାଇ: ଶ୍ରୀଲଙ୍କା ବିପକ୍ଷରେ ଉଭୟ ଟି-ଟ୍ବେଣ୍ଟି ଓ ଦିନିକିଆ ସିରିଜ ପାଇଁ  ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି । ଶିଖର ଧାୱନଙ୍କୁ ଦଳର ନେତୃତ୍ୱ ଭାର ପ୍ରଦାନ କରାଯାଇଛି । ଭାରତ ଏହି ଗସ୍ତରେ ୩ଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ ଖେଳିବ। ଏଥର ଭାରତୀୟ ଦଳରେ ୬ ନୂଆ ମୁହଁ ସାମିଲ ହେଇଛନ୍ତି।  ଦେବଦତ ପାଡିକଲ, ରୁତୁରାଜ ଗାଏକ୍ୱାଡ, ନୀତିଶ ରାଣା, କେ ଗୋଥାମ, ଚେତନ ସାକରିଆ ଓ ବରୁଣ ଚକ୍ରବର୍ତିଙ୍କୁ ଦଳରେ […]

ମୁମ୍ବାଇ: ଶ୍ରୀଲଙ୍କା ବିପକ୍ଷରେ ଉଭୟ ଟି-ଟ୍ବେଣ୍ଟି ଓ ଦିନିକିଆ ସିରିଜ ପାଇଁ  ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି । ଶିଖର ଧାୱନଙ୍କୁ ଦଳର ନେତୃତ୍ୱ ଭାର ପ୍ରଦାନ କରାଯାଇଛି । ଭାରତ ଏହି ଗସ୍ତରେ ୩ଟି ଦିନିକିଆ ଓ ୩ଟି ଟି-୨୦ ମ୍ୟାଚ ଖେଳିବ।

ଏଥର ଭାରତୀୟ ଦଳରେ ୬ ନୂଆ ମୁହଁ ସାମିଲ ହେଇଛନ୍ତି।  ଦେବଦତ ପାଡିକଲ, ରୁତୁରାଜ ଗାଏକ୍ୱାଡ, ନୀତିଶ ରାଣା, କେ ଗୋଥାମ, ଚେତନ ସାକରିଆ ଓ ବରୁଣ ଚକ୍ରବର୍ତିଙ୍କୁ ଦଳରେ ସାମିଲ କରାଯାଇଛି ।

ଟିମ୍ ଇଣ୍ଡିଆ: ଶିଖର ଧାୱନ(ଅଧିନାୟକ), ପୃଥ୍ୱୀ ଶ, ଦେବଦତ ପାଡିକଲ, ରୁତୁରାଜ ଗାଏକ୍ୱାଡ, ସୂର୍ୟ୍ୟକୁମାର ଯାଦବ, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ନୀତିଶ ରାଣା, ଈଶାନ କିଶାନ, ସଞ୍ଜୁ ସାମସନ, ୟୁଜଭେନ୍ଦ୍ର ଚହଲ, କେ ଗୋଥାମ, କୃଣାଳ ପାଣ୍ଡ୍ୟା, କୂଲଦୀପ ଯାଦବ, ଭୁବନେଶ୍ୱର କୁମାର, ଚେତନ ସାକରିଆ, ବରୁଣ ଚକ୍ରବର୍ତି, ଦୀପକ ଚହର, ନବଦୀପ ସାଇନି ।

About The Author: The Sakala