ଏସୀୟ କ୍ରୀଡ଼ା ୨୦୨୩: ମହିଳା ଜାଭଲିନ ଥ୍ରୋରେ ଭାରତର ଅନୁ ରାଣୀଙ୍କୁ ସ୍ୱର୍ଣ୍ଣ

The Sakala Picture
Published On

ହାଙ୍ଗଝୋଉ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ଏସୀୟ କ୍ରୀଡ଼ା ମହିଳା ଜାଭଲିନ ଥ୍ରୋରେ ଭାରତ ସ୍ୱର୍ଣ୍ଣ ପଦକ ହାସଲ କରିଛି। ସ୍ୱର୍ଣ୍ଣ ଜିତିଲେ ଗୋଲ୍ଡେନ ଗାର୍ଲ ଅନୁ ରାଣୀ । ୬୨.୯୨ ମିଟର ଦୂରତାକୁ ଜାଭଲିନ ଫିଙ୍ଗି ଅନୁ ରାଣୀ ସ୍ୱର୍ଣ୍ଣ ଜିତିଛନ୍ତି। ସେହିପରି ୯୨ କେଜି ପୁରୁଷ ବକ୍ସିଂରେ ନରେନ୍ଦର ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

ହାଙ୍ଗଝୋଉ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ଏସୀୟ କ୍ରୀଡ଼ା ମହିଳା ଜାଭଲିନ ଥ୍ରୋରେ ଭାରତ ସ୍ୱର୍ଣ୍ଣ ପଦକ ହାସଲ କରିଛି। ସ୍ୱର୍ଣ୍ଣ ଜିତିଲେ ଗୋଲ୍ଡେନ ଗାର୍ଲ ଅନୁ ରାଣୀ । ୬୨.୯୨ ମିଟର ଦୂରତାକୁ ଜାଭଲିନ ଫିଙ୍ଗି ଅନୁ ରାଣୀ ସ୍ୱର୍ଣ୍ଣ ଜିତିଛନ୍ତି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ସେହିପରି ୯୨ କେଜି ପୁରୁଷ ବକ୍ସିଂରେ ନରେନ୍ଦର ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର