ବିରାଟଙ୍କ ‘ବିରାଟ’ ରେକର୍ଡ: ୪୯ ତମ ଦିନିକିଆ ଶତକ ହାସଲ କରି ସଚିନଙ୍କ ସମକକ୍ଷ ହେଲେ ବିରାଟ କୋହଲି

The Sakala Picture
Published On

କୋଲକାତା: କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ପ୍ରଥମ କରି ମୁହାଁମୁହିଁ ହେଉଛନ୍ତି ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ଦୁଇ ଶକ୍ତିଶାଳୀ ଟିମ୍ ଭାରତ ଏବଂ ଦକ୍ଷିଣ ଆଫ୍ରିକା । ଇଡେନ ଗାର୍ଡେନ୍‌ରେ ବିରାଟଙ୍କ ‘ବିରାଟ’ ଇନିଂସ ଦେଖିବାକୁ ମିଳିଛି। ଦିନିକିଆରେ ଶତକ ହାସଲ କରିବାରେ ସଚିନଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ଦିନିକିଆରେ ହାସଲ କରିଛନ୍ତି ୪୯ ତମ ଶତକ। ନିଜର ଜନ୍ମଦିନରେ କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ […]

କୋଲକାତା: କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ପ୍ରଥମ କରି ମୁହାଁମୁହିଁ ହେଉଛନ୍ତି ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ଦୁଇ ଶକ୍ତିଶାଳୀ ଟିମ୍ ଭାରତ ଏବଂ ଦକ୍ଷିଣ ଆଫ୍ରିକା । ଇଡେନ ଗାର୍ଡେନ୍‌ରେ ବିରାଟଙ୍କ ‘ବିରାଟ’ ଇନିଂସ ଦେଖିବାକୁ ମିଳିଛି। ଦିନିକିଆରେ ଶତକ ହାସଲ କରିବାରେ ସଚିନଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ଦିନିକିଆରେ ହାସଲ କରିଛନ୍ତି ୪୯ ତମ ଶତକ। ନିଜର ଜନ୍ମଦିନରେ କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ କୋହଲି ।   ଆସନ୍ତା ମ୍ୟାଚ୍‌ରେ ଯଦି ଶତକ ହାସଲ କରନ୍ତି ତେବେ ସେ ସଚିନଙ୍କ ରେକର୍ଡ ଭାଙ୍ଗି ହେବେ ବିଶ୍ୱର ନମ୍ବର ୱାନ ସର୍ବାଧିକ ଦିନିକିଆ ଶତକ ହାସଲକାରୀ ବ୍ୟାଟର।

ଆହୁରି ପଢ଼ନ୍ତୁ: ଆହତ କାରଣରୁ ଆଫଗାନିସ୍ତାନ ଦିନିକିଆରୁ ବାଦ୍ ପଡିଲେ ବିରାଟ କୋହଲି, ପ୍ରତ୍ୟାବର୍ତ୍ତନରେ ଲାଗିଲା ବ୍ରେକ୍

ଏଥିସହ ସଚିନ ତେନ୍ଦୁଲକର ମଧ୍ୟ ବିରାଟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କର ୪୯ ତନ ଶତକ ସହ ଆଜି ବିରାଟ ସମକକ୍ଷ ହୋଇଛନ୍ତି। ଏହି ରେକର୍ଡ ଖୁବ ଶୀଘ୍ର ବିରାଟ ଭାଙ୍ଗି ୫୦ତମ ଶତକ ହାସଲ କରିବେ ବୋଲି ସଚିନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

ଆଜି କୋଲକାତାର ଇଡେନ ଗାର୍ଡେନ୍‌ରେ ଭାରତ ତାର ଅଷ୍ଟମ ମ୍ୟାଚ୍ ଖେଳିଥିଲା। ଏହି ମ୍ୟାଚ୍‌ରେ ବିରାଟ ଅନ୍ତର୍ଜାତୀୟ ଦିନିକିଆରେ ୪୯ତମ ଶତକ ହାସଲ କରି ସଚିନଙ୍କ ରେକର୍ଡ ସମକକ୍ଷ ହୋଇଛନ୍ତି। ଏଥିସହିତ ସେ ସଚିନ, ରୋହିତଙ୍କ ପରେ ତୃତୀୟ ଭାରତୀୟ ବ୍ୟାଟର ଭାବେ ଗୋଟିଏ ବିଶ୍ୱକପ୍‌ ସଂସ୍କରଣରେ ୫୦୦ ରନ୍ ପାର୍ କରିଛନ୍ତି।

05 Nov 2023 By The Sakala

ବିରାଟଙ୍କ ‘ବିରାଟ’ ରେକର୍ଡ: ୪୯ ତମ ଦିନିକିଆ ଶତକ ହାସଲ କରି ସଚିନଙ୍କ ସମକକ୍ଷ ହେଲେ ବିରାଟ କୋହଲି

କୋଲକାତା: କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ପ୍ରଥମ କରି ମୁହାଁମୁହିଁ ହେଉଛନ୍ତି ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ଦୁଇ ଶକ୍ତିଶାଳୀ ଟିମ୍ ଭାରତ ଏବଂ ଦକ୍ଷିଣ ଆଫ୍ରିକା । ଇଡେନ ଗାର୍ଡେନ୍‌ରେ ବିରାଟଙ୍କ ‘ବିରାଟ’ ଇନିଂସ ଦେଖିବାକୁ ମିଳିଛି। ଦିନିକିଆରେ ଶତକ ହାସଲ କରିବାରେ ସଚିନଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ଦିନିକିଆରେ ହାସଲ କରିଛନ୍ତି ୪୯ ତମ ଶତକ। ନିଜର ଜନ୍ମଦିନରେ କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ କୋହଲି ।   ଆସନ୍ତା ମ୍ୟାଚ୍‌ରେ ଯଦି ଶତକ ହାସଲ କରନ୍ତି ତେବେ ସେ ସଚିନଙ୍କ ରେକର୍ଡ ଭାଙ୍ଗି ହେବେ ବିଶ୍ୱର ନମ୍ବର ୱାନ ସର୍ବାଧିକ ଦିନିକିଆ ଶତକ ହାସଲକାରୀ ବ୍ୟାଟର।

ଏଥିସହ ସଚିନ ତେନ୍ଦୁଲକର ମଧ୍ୟ ବିରାଟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କର ୪୯ ତନ ଶତକ ସହ ଆଜି ବିରାଟ ସମକକ୍ଷ ହୋଇଛନ୍ତି। ଏହି ରେକର୍ଡ ଖୁବ ଶୀଘ୍ର ବିରାଟ ଭାଙ୍ଗି ୫୦ତମ ଶତକ ହାସଲ କରିବେ ବୋଲି ସଚିନ କହିଛନ୍ତି।

ଆଜି କୋଲକାତାର ଇଡେନ ଗାର୍ଡେନ୍‌ରେ ଭାରତ ତାର ଅଷ୍ଟମ ମ୍ୟାଚ୍ ଖେଳିଥିଲା। ଏହି ମ୍ୟାଚ୍‌ରେ ବିରାଟ ଅନ୍ତର୍ଜାତୀୟ ଦିନିକିଆରେ ୪୯ତମ ଶତକ ହାସଲ କରି ସଚିନଙ୍କ ରେକର୍ଡ ସମକକ୍ଷ ହୋଇଛନ୍ତି। ଏଥିସହିତ ସେ ସଚିନ, ରୋହିତଙ୍କ ପରେ ତୃତୀୟ ଭାରତୀୟ ବ୍ୟାଟର ଭାବେ ଗୋଟିଏ ବିଶ୍ୱକପ୍‌ ସଂସ୍କରଣରେ ୫୦୦ ରନ୍ ପାର୍ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର