ଆଇପିଏଲ – ୨୦୨୧: ସେପ୍ଟେମ୍ବର ୧୯ରୁ ୟୁଏଇରେ ଖେଳାଯିବ ଅବଶିଷ୍ଟ ମ୍ୟାଚ୍

The Sakala Picture
Published On

ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ସ୍ଥଗିତ ଥିବା ଆଇପିଏଲ – ୨୦୨୧ର ଅବଶିଷ୍ଟ ମ୍ୟାଚ୍  ଆସନ୍ତା ସେପ୍ଟେମ୍ବର ମାସ ୧୯ ତାରିଖରୁ ଖେଳାଯିବ। ୟୁଏଇରେ ସମସ୍ତ ବଳକା ମ୍ଯାଚ ଗୁଡିକ ଖେଳାଯିବ। ସେହିପରି ଅକ୍ଟୋବର ୧୫ ତାରିଖରେ ଆଇପିଏଲର ଚଳିତ ସିଜିନର ଫାଇନାଲ୍ ମ୍ଯାଚ ଅନୁଷ୍ଠିତ ହେବ। ସୂଚନା ଅନୁଯାୟୀ, କରୋନା ପାଇଁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରିବାକୁ ପଡିଥିଲା । ବିଭିନ୍ନ ଟିମର ଖେଳାଳି ଓ କୋଚ୍ କରୋନାରେ ସଂକ୍ରମିତ ହେବା କାରଣରୁ ଏହାକୁ  […]

ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ସ୍ଥଗିତ ଥିବା ଆଇପିଏଲ – ୨୦୨୧ର ଅବଶିଷ୍ଟ ମ୍ୟାଚ୍  ଆସନ୍ତା ସେପ୍ଟେମ୍ବର ମାସ ୧୯ ତାରିଖରୁ ଖେଳାଯିବ। ୟୁଏଇରେ ସମସ୍ତ ବଳକା ମ୍ଯାଚ ଗୁଡିକ ଖେଳାଯିବ। ସେହିପରି ଅକ୍ଟୋବର ୧୫ ତାରିଖରେ ଆଇପିଏଲର ଚଳିତ ସିଜିନର ଫାଇନାଲ୍ ମ୍ଯାଚ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ସୂଚନା ଅନୁଯାୟୀ, କରୋନା ପାଇଁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରିବାକୁ ପଡିଥିଲା । ବିଭିନ୍ନ ଟିମର ଖେଳାଳି ଓ କୋଚ୍ କରୋନାରେ ସଂକ୍ରମିତ ହେବା କାରଣରୁ ଏହାକୁ  ସ୍ଥଗିତ ରଖାଯାଇଥିଲା ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

 

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର