କରୋନା ପାଇଁ ବାତିଲ ହେଲା ଆଇପିଏଲର ୧୪ତମ ସଂସ୍କରଣ

The Sakala Picture
Published On

ନୂଆଦିଲ୍ଲୀ: ଆଇପିଏଲର ୨୦୨୧ ସଂସ୍କରଣରେ କରୋନାର ଆତଙ୍କ। ବାତିଲ ହେଲା ଆଇପିଏଲ । ବିଭିନ୍ନ ଦଳର ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆଇପିଏଲକୁ ବାତିଲ କରାଯାଇଛି । ଏନେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳା ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଜଣ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ସୋମବାର କେକେଆର ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର […]

ନୂଆଦିଲ୍ଲୀ: ଆଇପିଏଲର ୨୦୨୧ ସଂସ୍କରଣରେ କରୋନାର ଆତଙ୍କ। ବାତିଲ ହେଲା ଆଇପିଏଲ । ବିଭିନ୍ନ ଦଳର ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆଇପିଏଲକୁ ବାତିଲ କରାଯାଇଛି । ଏନେଇ ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ସୂଚନା ଅନୁଯାୟୀ, ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଜଣ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ସୋମବାର କେକେଆର ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବାକୁ ଥିବା ମୁକାବିଲା ସ୍ଥଗିତ ରଖା ଯାଇଥିଲା। ଏହା ବ୍ୟତୀତ ଚେନ୍ନାଇ ସୁପରକିଙ୍ଗ୍ସର ତିନି ସଦସ୍ୟ କରୋନା ସଂକ୍ରମିତ ହୋଇଛନ୍ତି।ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍ ପୂର୍ବରୁ ହାଇଦ୍ରାବାଦର ୨ ଖେଳାଳି ପଜିଟିଭ୍ ଚିହ୍ନଟ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇ ବିନା ଦର୍ଶକରେ ଏଥର ଆଇପିଏଲ କରାଯାଉଥିଲେ ମଧ୍ୟ ଖେଳାଳିମାନଙ୍କ ମଧ୍ୟରେ ସଂକ୍ରମଣ ଆରମ୍ଭ ହେବା ଯୋଗୁ ଆଇପିଏଲକୁ ବାତିଲ କରାଯାଇଛି।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର