ଆଇପିଏଲ-୨୦୨୨: ଜାରି ହେଲା କ୍ରୀଡାସୂଚୀ, ପ୍ରଥମ ମ୍ୟାଚ୍‌ରେ ମୁହାଁମୁହିଁ ହେବେ ଚେନ୍ନାଇ ଓ କୋଲକାତା

The Sakala Picture
Published On

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)-୨୦୨୨ର କ୍ରୀଡାସୂଚୀ ଜାରି ହୋଇଛି। ମାର୍ଚ୍ଚ ୨୬ରେ ପ୍ରଥମ ମ୍ୟାଚ୍‌ ଚାମ୍ପିଅନ ଚେନ୍ନାଇ ସୁପରକିଙ୍ଗ୍ସ ଏବଂ ରନର୍ସଅପ୍ କୋଲକାତା ନାଇଟ୍ ରାଇଡର୍ସ ମଧ୍ଯରେ ଅନୁଷ୍ଠିତ ହେବ। ଏହି ମ୍ୟାଚ୍ ମୁମ୍ବାଇର ଓ୍ଵାଙ୍ଖେଡେ ଷ୍ଟାଡିୟମରେ ସନ୍ଧ୍ୟା ୭ଟା୩୦ରୁ ଖେଳାଯିବ।  ଏଥର ଆଇପିଏଲ ୧୦ଟି ଦଳକୁ ନେଇ ମୋଟ୍ ୭୪ଟି ମ୍ୟାଚ୍ ଖେଳାଯିବ। ଏଥିରୁ ୭୦ ଲିଗ୍ ମ୍ୟାଚ୍ ରହିଛି। ୧୦ଟି ଦଳକୁ ଦୁଇଟି ଗ୍ରୁପରେ ବିଭକ୍ତ କରାଯାଇଛି। ଫାଇନାଲ୍ ମ୍ୟାଚ୍ ମେ ୨୨ରେ ଖେଳାଯିବ। […]

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)-୨୦୨୨ର କ୍ରୀଡାସୂଚୀ ଜାରି ହୋଇଛି। ମାର୍ଚ୍ଚ ୨୬ରେ ପ୍ରଥମ ମ୍ୟାଚ୍‌ ଚାମ୍ପିଅନ ଚେନ୍ନାଇ ସୁପରକିଙ୍ଗ୍ସ ଏବଂ ରନର୍ସଅପ୍ କୋଲକାତା ନାଇଟ୍ ରାଇଡର୍ସ ମଧ୍ଯରେ ଅନୁଷ୍ଠିତ ହେବ। ଏହି ମ୍ୟାଚ୍ ମୁମ୍ବାଇର ଓ୍ଵାଙ୍ଖେଡେ ଷ୍ଟାଡିୟମରେ ସନ୍ଧ୍ୟା ୭ଟା୩୦ରୁ ଖେଳାଯିବ।  ଏଥର ଆଇପିଏଲ ୧୦ଟି ଦଳକୁ ନେଇ ମୋଟ୍ ୭୪ଟି ମ୍ୟାଚ୍ ଖେଳାଯିବ। ଏଥିରୁ ୭୦ ଲିଗ୍ ମ୍ୟାଚ୍ ରହିଛି। ୧୦ଟି ଦଳକୁ ଦୁଇଟି ଗ୍ରୁପରେ ବିଭକ୍ତ କରାଯାଇଛି। ଫାଇନାଲ୍ ମ୍ୟାଚ୍ ମେ ୨୨ରେ ଖେଳାଯିବ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

୧୦ଟି ଦଳ ମୋଟ୍ ୧୪ ଲିଗ୍ ମ୍ୟାଚ୍ ଖେଳିବେ। ସାତୋଟି ମ୍ୟାଚ୍ ଘରୋଇ ଏବଂ ସାତୋଟି ବାହାରେ ଖେଳିବେ। ୭୦ଟି ଲିଗ୍ ପରେ ୪ ପ୍ଲେଅଫ ମ୍ୟାଚ୍ ଖେଳାଯିବ। ୨୦୨୨ ମାର୍ଚ୍ଚ ୨୬ରୁ ଆଇପିଏଲ ୨୦୨୨ ଆରମ୍ଭ ହେବ ଏବଂ ଫାଇନାଲ୍ ମୁକାବିଲା ମେ ୨୯ରେ ଖେଳାଯିବ। ପ୍ଲେଅଫ ମ୍ୟାଚ୍‌ର ସ୍ଥାନ ପରେ ସ୍ଥିର କରାଯିବ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର