ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର

The Sakala Picture
Published On

ନୂଆଦିଲ୍ଲୀ: ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର । ଷଷ୍ଠ ଭାରତୀୟ ଭାବେ ହେଲେ ଆଇସିସି କ୍ରିକେଟର ଅଫ୍ ଦି ଇୟର ହୋଇଛନ୍ତି। ପ୍ରଥମ ଭାରତୀୟ ପେସ୍‌ ବୋଲର ଭାବେ ବୁମରା ସମ୍ମାନୀତ ହୋଇଛନ୍ତି। ୨୦୨୪ରେ ୧୩ଟି ଟେଷ୍ଟ ମ୍ୟାଚରୁ ୭୧ଟି ୱିକେଟ ନେଇଛନ୍ତି ବୁମରା । ସେହିପରୁ ସ୍ମୃତି ମନ୍ଧାନା ଆଇସିସି ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ହୋଇଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ଆଇସିସି ସମ୍ମାନ […]

ନୂଆଦିଲ୍ଲୀ: ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର । ଷଷ୍ଠ ଭାରତୀୟ ଭାବେ ହେଲେ ଆଇସିସି କ୍ରିକେଟର ଅଫ୍ ଦି ଇୟର ହୋଇଛନ୍ତି। ପ୍ରଥମ ଭାରତୀୟ ପେସ୍‌ ବୋଲର ଭାବେ ବୁମରା ସମ୍ମାନୀତ ହୋଇଛନ୍ତି। ୨୦୨୪ରେ ୧୩ଟି ଟେଷ୍ଟ ମ୍ୟାଚରୁ ୭୧ଟି ୱିକେଟ ନେଇଛନ୍ତି ବୁମରା ।

ଆହୁରି ପଢ଼ନ୍ତୁ: ଖରାପ ଫର୍ମ ପାଇଁ ସୂର୍ଯ୍ୟକୁମାରଙ୍କ ସ୍ଥାନ ସଙ୍କଟରେ: ଅଧିନାୟକ ପଦ ହରାଇପାରନ୍ତି 'ମିଷ୍ଟର ୩୬୦'

ସେହିପରୁ ସ୍ମୃତି ମନ୍ଧାନା ଆଇସିସି ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ହୋଇଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ଆଇସିସି ସମ୍ମାନ ଜିତିଛନ୍ତି ମନ୍ଧାନା । ୨୦୨୪ରେ ୪ ଶତକ ସହ ୭୯୪ ରନ୍ କରିଛନ୍ତି ମନ୍ଧାନା ।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

27 Jan 2025 By The Sakala

ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର

ନୂଆଦିଲ୍ଲୀ: ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର । ଷଷ୍ଠ ଭାରତୀୟ ଭାବେ ହେଲେ ଆଇସିସି କ୍ରିକେଟର ଅଫ୍ ଦି ଇୟର ହୋଇଛନ୍ତି। ପ୍ରଥମ ଭାରତୀୟ ପେସ୍‌ ବୋଲର ଭାବେ ବୁମରା ସମ୍ମାନୀତ ହୋଇଛନ୍ତି। ୨୦୨୪ରେ ୧୩ଟି ଟେଷ୍ଟ ମ୍ୟାଚରୁ ୭୧ଟି ୱିକେଟ ନେଇଛନ୍ତି ବୁମରା ।

ସେହିପରୁ ସ୍ମୃତି ମନ୍ଧାନା ଆଇସିସି ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ହୋଇଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ଆଇସିସି ସମ୍ମାନ ଜିତିଛନ୍ତି ମନ୍ଧାନା । ୨୦୨୪ରେ ୪ ଶତକ ସହ ୭୯୪ ରନ୍ କରିଛନ୍ତି ମନ୍ଧାନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର