ବଦଳିଲା ‘ଖେଳରତ୍ନ ପୁରସ୍କାର’ର ନାଁ, ରାଜୀବ ଗାନ୍ଧୀଙ୍କ ନାଁ ହଟି ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ ହେଲା ଖେଳରତ୍ନ ପୁରସ୍କାର

The Sakala Picture
Published On

ନୂଆଦିଲ୍ଲୀ: ବଦଳିଲା ‘ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର’ର ନାଁ । ରାଜୀବ ଗାନ୍ଧୀଙ୍କ ନାଁ ହଟାଯାଇ ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ ହେଲା ଖେଳରତ୍ନ ପୁରସ୍କାର । ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ଖେଳରତ୍ନ’କୁ ନେଇ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି । ଖେଳରତ୍ନ ପୁରସ୍କାରକୁ ହକି ଯାଦୁକର ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରାଯାଇଛି । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଏହି ଘୋଷଣା କରିଛନ୍ତି […]

ନୂଆଦିଲ୍ଲୀ: ବଦଳିଲା ‘ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର’ର ନାଁ । ରାଜୀବ ଗାନ୍ଧୀଙ୍କ ନାଁ ହଟାଯାଇ ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ ହେଲା ଖେଳରତ୍ନ ପୁରସ୍କାର । ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ଖେଳରତ୍ନ’କୁ ନେଇ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି । ଖେଳରତ୍ନ ପୁରସ୍କାରକୁ ହକି ଯାଦୁକର ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରାଯାଇଛି । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଏହି ଘୋଷଣା କରିଛନ୍ତି । ପୂର୍ବରୁ ଖେଳରତ୍ନ ପୁରସ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ନାମରେ ଥିଲା ।

ଆହୁରି ପଢ଼ନ୍ତୁ: ୨୦୨୬ ଏସିଆନ୍ ଗେମ୍ସ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ

ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ୍ କରି କହିଛନ୍ତି ଯେ, ଦେଶବାସୀଙ୍କ ଭାବନାକୁ ସମ୍ମାନ ଜଣାଇ ଖେଳରତ୍ନ ପୁରସ୍କାରର ନାମ ପରିବର୍ତ୍ତନ କରାଯାଇ ‘ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ’ ପୁରସ୍କାର ରଖାଯାଇଛି । ଖେଳରତ୍ନ ପୁରସ୍କାରକୁ ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରିବା ପାଇଁ ଦେଶର ବହୁ ନାଗରିକ ମୋତେ ଅନୁରୋଧ କରିଥିଲେ । ମତାମତ ପାଇଁ ସେମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି । ସେମାନଙ୍କ ଭାବନାକୁ ସମ୍ମାନ ଜଣାଇ ଖେଳରତ୍ନ ପୁରସ୍କାର ଏବେ ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ ପୁରସ୍କାର ଭାବେ ଜଣାଯିବ । ଜୟ ହିନ୍ଦ୍ ।

ଆହୁରି ପଢ଼ନ୍ତୁ: ଜାତିସଂଘରେ ପାକିସ୍ତାନକୁ ଭାରତର କଡ଼ା ଜବାବ: 'ଫିତନା ଅଲ-ହିନ୍ଦୁସ୍ତାନ' ନାମକରଣକୁ କହିଲା 'ସଂଗଠିତ ଘୃଣାର କାରଖାନା'

ମୋଦି କହିଛନ୍ତି ଯେ, ମେଜର ଧ୍ୟାନ ଚାନ୍ଦ ଭାରତର ସର୍ବପ୍ରଥମ କ୍ରୀଡ଼ାବିତଙ୍କ ମଧ୍ୟରୁ ଅନ୍ୟତମ ଯିଏ ଦେଶ ପାଇଁ ଗୌରବ ଆଣିଥିଲେ । ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରିବା ଯଥାର୍ଥ ହେବ ।

ଆହୁରି ପଢ଼ନ୍ତୁ: ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଆହତ ସମସ୍ୟା କାରଣରୁ ଆଫଗାନିସ୍ତାନ ସିରିଜରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା

06 Aug 2021 By The Sakala

ବଦଳିଲା ‘ଖେଳରତ୍ନ ପୁରସ୍କାର’ର ନାଁ, ରାଜୀବ ଗାନ୍ଧୀଙ୍କ ନାଁ ହଟି ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ ହେଲା ଖେଳରତ୍ନ ପୁରସ୍କାର

ନୂଆଦିଲ୍ଲୀ: ବଦଳିଲା ‘ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର’ର ନାଁ । ରାଜୀବ ଗାନ୍ଧୀଙ୍କ ନାଁ ହଟାଯାଇ ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ ହେଲା ଖେଳରତ୍ନ ପୁରସ୍କାର । ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ଖେଳରତ୍ନ’କୁ ନେଇ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି । ଖେଳରତ୍ନ ପୁରସ୍କାରକୁ ହକି ଯାଦୁକର ମେଜର ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରାଯାଇଛି । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଏହି ଘୋଷଣା କରିଛନ୍ତି । ପୂର୍ବରୁ ଖେଳରତ୍ନ ପୁରସ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ନାମରେ ଥିଲା ।

ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ୍ କରି କହିଛନ୍ତି ଯେ, ଦେଶବାସୀଙ୍କ ଭାବନାକୁ ସମ୍ମାନ ଜଣାଇ ଖେଳରତ୍ନ ପୁରସ୍କାରର ନାମ ପରିବର୍ତ୍ତନ କରାଯାଇ ‘ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ’ ପୁରସ୍କାର ରଖାଯାଇଛି । ଖେଳରତ୍ନ ପୁରସ୍କାରକୁ ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରିବା ପାଇଁ ଦେଶର ବହୁ ନାଗରିକ ମୋତେ ଅନୁରୋଧ କରିଥିଲେ । ମତାମତ ପାଇଁ ସେମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି । ସେମାନଙ୍କ ଭାବନାକୁ ସମ୍ମାନ ଜଣାଇ ଖେଳରତ୍ନ ପୁରସ୍କାର ଏବେ ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ ପୁରସ୍କାର ଭାବେ ଜଣାଯିବ । ଜୟ ହିନ୍ଦ୍ ।

ମୋଦି କହିଛନ୍ତି ଯେ, ମେଜର ଧ୍ୟାନ ଚାନ୍ଦ ଭାରତର ସର୍ବପ୍ରଥମ କ୍ରୀଡ଼ାବିତଙ୍କ ମଧ୍ୟରୁ ଅନ୍ୟତମ ଯିଏ ଦେଶ ପାଇଁ ଗୌରବ ଆଣିଥିଲେ । ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ଧ୍ୟାନ ଚାନ୍ଦଙ୍କ ନାମରେ ନାମିତ କରିବା ଯଥାର୍ଥ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର