ଏସୀୟ କ୍ରୀଡ଼ା: ପୁରୁଷ ତୀରନ୍ଦାଜୀରେ ଭାରତକୁ ମିଳିଲା ଆଉ ଏକ ସ୍ବର୍ଣ୍ଣ

The Sakala Picture
Published On

ହାଙ୍ଗଝୋ: ଏସୀୟ କ୍ରୀଡ଼ାରେ ଭାରତକୁ ମିଳିଛି ଆଉ ଏକ ସ୍ବର୍ଣ୍ଣ ପଦକ । ମହିଳାଙ୍କ ପରେ ପୁରୁଷ କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଫାଇନାଲରେ ଅଭିଷେକ, ଓଜସ୍ ଏବଂ ପ୍ରଥମେଶଙ୍କ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ ସହ କୋରିଆକୁ ୨୩୫-୨୩୦ରେ ହରାଇ ଏହି ସଫଳତା ହାସଲ କରିଛନ୍ତି । ଚଳିତ ଏସୀୟ କ୍ରୀଡ଼ାରେ ଏହା ହେଉଛି ଭାରତର ୨୧ତମ ସ୍ୱର୍ଣ୍ଣ ପଦକ। ଏହାକୁ ମିଶାଇ ଭାରତ ଏ ପର୍ଯ୍ୟନ୍ତ ମୋଟ […]

ହାଙ୍ଗଝୋ: ଏସୀୟ କ୍ରୀଡ଼ାରେ ଭାରତକୁ ମିଳିଛି ଆଉ ଏକ ସ୍ବର୍ଣ୍ଣ ପଦକ । ମହିଳାଙ୍କ ପରେ ପୁରୁଷ କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଫାଇନାଲରେ ଅଭିଷେକ, ଓଜସ୍ ଏବଂ ପ୍ରଥମେଶଙ୍କ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ ସହ କୋରିଆକୁ ୨୩୫-୨୩୦ରେ ହରାଇ ଏହି ସଫଳତା ହାସଲ କରିଛନ୍ତି । ଚଳିତ ଏସୀୟ କ୍ରୀଡ଼ାରେ ଏହା ହେଉଛି ଭାରତର ୨୧ତମ ସ୍ୱର୍ଣ୍ଣ ପଦକ। ଏହାକୁ ମିଶାଇ ଭାରତ ଏ ପର୍ଯ୍ୟନ୍ତ ମୋଟ ୮୪ଟି ପଦକ ଜିତିସାରିଲାଣି। ଏଥିରେ ୨୧ଟି ସ୍ୱର୍ଣ୍ଣ, ୩୧ଟି ରୌପ୍ୟ ଓ ୩୨ଟି ବ୍ରୋଞ୍ଜ ପଦକ ଅଛି।

ଆହୁରି ପଢ଼ନ୍ତୁ: ଫିଫା ବିଶ୍ୱକପ୍ ଫାଇନାଲ୍ ପରାଜୟ ପରେ ମେସିଙ୍କ ଅବସର ଚର୍ଚ୍ଚା: ପ୍ରତିକ୍ରିୟା ରଖିଲେ କୋଚ୍ ଲିଓନେଲ୍ ସ୍କାଲୋନି

ଆଜି ୩ଟି ସ୍ୱର୍ଣ୍ଣ ପଦକ ଜିତିଛି ଭାରତ। ସ୍କ୍ଵାସ୍‌ର ମିକ୍ସଡ ଡବଲ୍ସରେ ଭାରତ ସ୍ୱର୍ଣ୍ଣ ଜିତିଥିବା ବେଳେ ତୀରନ୍ଦାଜୀରେ ମହିଳା କମ୍ପାଉଣ୍ଡ୍‌ ଟିମ୍‌କୁ ସ୍ୱର୍ଣ୍ଣ ମିଳିଛି। ଜ୍ୟୋତି, ଅଦିତି ଓ ପରନୀତ କୌର ଗୋଲ୍ଡ ମେଡାଲ ଜିତିଛନ୍ତି। ଚୀନର ହାଙ୍ଗଝୌଠାରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଭାରତ ପଦକ ତାଲିକାର ଚତୁର୍ଥ ସ୍ଥାନରେ ରହିଛି।

ଆହୁରି ପଢ଼ନ୍ତୁ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିକଳ୍ପ ସାଜିବାକୁ ନୀତୀଶ ରେଡ୍ଡୀଙ୍କ ଉପରେ ଚାପ! ସ୍କାନରରେ ବିସିସିଆଇ 'CoE'ର କାର୍ଯ୍ୟପ୍ରଣାଳୀ

05 Oct 2023 By The Sakala

ଏସୀୟ କ୍ରୀଡ଼ା: ପୁରୁଷ ତୀରନ୍ଦାଜୀରେ ଭାରତକୁ ମିଳିଲା ଆଉ ଏକ ସ୍ବର୍ଣ୍ଣ

ହାଙ୍ଗଝୋ: ଏସୀୟ କ୍ରୀଡ଼ାରେ ଭାରତକୁ ମିଳିଛି ଆଉ ଏକ ସ୍ବର୍ଣ୍ଣ ପଦକ । ମହିଳାଙ୍କ ପରେ ପୁରୁଷ କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଫାଇନାଲରେ ଅଭିଷେକ, ଓଜସ୍ ଏବଂ ପ୍ରଥମେଶଙ୍କ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ ସହ କୋରିଆକୁ ୨୩୫-୨୩୦ରେ ହରାଇ ଏହି ସଫଳତା ହାସଲ କରିଛନ୍ତି । ଚଳିତ ଏସୀୟ କ୍ରୀଡ଼ାରେ ଏହା ହେଉଛି ଭାରତର ୨୧ତମ ସ୍ୱର୍ଣ୍ଣ ପଦକ। ଏହାକୁ ମିଶାଇ ଭାରତ ଏ ପର୍ଯ୍ୟନ୍ତ ମୋଟ ୮୪ଟି ପଦକ ଜିତିସାରିଲାଣି। ଏଥିରେ ୨୧ଟି ସ୍ୱର୍ଣ୍ଣ, ୩୧ଟି ରୌପ୍ୟ ଓ ୩୨ଟି ବ୍ରୋଞ୍ଜ ପଦକ ଅଛି।

ଆଜି ୩ଟି ସ୍ୱର୍ଣ୍ଣ ପଦକ ଜିତିଛି ଭାରତ। ସ୍କ୍ଵାସ୍‌ର ମିକ୍ସଡ ଡବଲ୍ସରେ ଭାରତ ସ୍ୱର୍ଣ୍ଣ ଜିତିଥିବା ବେଳେ ତୀରନ୍ଦାଜୀରେ ମହିଳା କମ୍ପାଉଣ୍ଡ୍‌ ଟିମ୍‌କୁ ସ୍ୱର୍ଣ୍ଣ ମିଳିଛି। ଜ୍ୟୋତି, ଅଦିତି ଓ ପରନୀତ କୌର ଗୋଲ୍ଡ ମେଡାଲ ଜିତିଛନ୍ତି। ଚୀନର ହାଙ୍ଗଝୌଠାରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଭାରତ ପଦକ ତାଲିକାର ଚତୁର୍ଥ ସ୍ଥାନରେ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର