ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି: ଚାଇନାକୁ ହରାଇ ଭାରତ ଚାମ୍ପିୟନ, ହକି ଟିମକୁ ଶୁଭେଚ୍ଛା ଜଣାଇଲେ ନବୀନ

The Sakala Picture
Published On

ଭୁବନେଶ୍ୱର : ଦେଶ ପାଇଁ ଗୌରବ ଆଣିଛନ୍ତି ଭାରତୀୟ ମହିଳା ହକି ଦଳ। ଚାଇନାକୁ ୧-୦ ଗୋଲରେ ହରାଇ ଏସିଆନ୍ ଚାମ୍ପିୟନ୍ସ ଟ୍ରଫି ରାଜଗିର ୨୦୨୪ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ । ଆଜି ଫାଇନାଲରେ ଭାରତୀୟ ମହିଳା ଦଳ ଚାଇନାକୁ ୧-୦ରେ ହରାଇ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇଛି। ୨୦୨୩ରେ ଦଳ ଜାପାନକୁ ୪-୦ ଗୋଲରେ ହରାଇ ରାଞ୍ଚିରେ ଏହି ଟ୍ରଫି ଜିତିଥିଲା ଭାରତ। ଏଥିପାଇଁ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି […]

ଭୁବନେଶ୍ୱର : ଦେଶ ପାଇଁ ଗୌରବ ଆଣିଛନ୍ତି ଭାରତୀୟ ମହିଳା ହକି ଦଳ। ଚାଇନାକୁ ୧-୦ ଗୋଲରେ ହରାଇ ଏସିଆନ୍ ଚାମ୍ପିୟନ୍ସ ଟ୍ରଫି ରାଜଗିର ୨୦୨୪ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ । ଆଜି ଫାଇନାଲରେ ଭାରତୀୟ ମହିଳା ଦଳ ଚାଇନାକୁ ୧-୦ରେ ହରାଇ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇଛି। ୨୦୨୩ରେ ଦଳ ଜାପାନକୁ ୪-୦ ଗୋଲରେ ହରାଇ ରାଞ୍ଚିରେ ଏହି ଟ୍ରଫି ଜିତିଥିଲା ଭାରତ। ଏଥିପାଇଁ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।  ‘ଜାରି ରହୁ ବିଜୟ ଯାତ୍ରା’ ବୋଲି କହିଛନ୍ତି ନବୀନ । ୩ୟ ଥର ପାଇଁ ଭାରତୀୟ ଦଳ ଏସିଆନ୍ ଚାମ୍ପିୟନ୍ସ ଟଫ୍ରି ଜିତିଥିବାରୁ ସେ ଅତ୍ୟନ୍ତ ଖୁସି ବୋଲି ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି । ଆହୁରି ମଧ୍ୟ ସେ ଦଳର ଉତ୍କର୍ଷତା ଜାରି ରହୁ ଏବଂ ଦେଶ ପାଇଁ ଏଭଳି ଆହୁରି ପୁରସ୍କାର ଆଣନ୍ତୁ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

20 Nov 2024 By The Sakala

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି: ଚାଇନାକୁ ହରାଇ ଭାରତ ଚାମ୍ପିୟନ, ହକି ଟିମକୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର : ଦେଶ ପାଇଁ ଗୌରବ ଆଣିଛନ୍ତି ଭାରତୀୟ ମହିଳା ହକି ଦଳ। ଚାଇନାକୁ ୧-୦ ଗୋଲରେ ହରାଇ ଏସିଆନ୍ ଚାମ୍ପିୟନ୍ସ ଟ୍ରଫି ରାଜଗିର ୨୦୨୪ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ । ଆଜି ଫାଇନାଲରେ ଭାରତୀୟ ମହିଳା ଦଳ ଚାଇନାକୁ ୧-୦ରେ ହରାଇ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇଛି। ୨୦୨୩ରେ ଦଳ ଜାପାନକୁ ୪-୦ ଗୋଲରେ ହରାଇ ରାଞ୍ଚିରେ ଏହି ଟ୍ରଫି ଜିତିଥିଲା ଭାରତ। ଏଥିପାଇଁ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।  ‘ଜାରି ରହୁ ବିଜୟ ଯାତ୍ରା’ ବୋଲି କହିଛନ୍ତି ନବୀନ । ୩ୟ ଥର ପାଇଁ ଭାରତୀୟ ଦଳ ଏସିଆନ୍ ଚାମ୍ପିୟନ୍ସ ଟଫ୍ରି ଜିତିଥିବାରୁ ସେ ଅତ୍ୟନ୍ତ ଖୁସି ବୋଲି ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି । ଆହୁରି ମଧ୍ୟ ସେ ଦଳର ଉତ୍କର୍ଷତା ଜାରି ରହୁ ଏବଂ ଦେଶ ପାଇଁ ଏଭଳି ଆହୁରି ପୁରସ୍କାର ଆଣନ୍ତୁ ବୋଲି ସେ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର