ଭାରତ -ଇଂଲଣ୍ଡ ପ୍ରଥମ ଟି-୨୦: ଭାରତକୁ ୧୩୩ ରନର ଟାର୍ଗେଟ ଦେଲା ଇଂଲଣ୍ଡ

The Sakala Picture
Published On

କୋଲକାତା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ୍ସରେ ଆରମ୍ଭ ହୋଇଛି। ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।  ଇଂଲଣ୍ଡ ଦଳ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ୱିକେଟ ହରାଇ ୧୩୨ ରନ କରିଥିଲା। ଫଳରେ ଭାରତ ଆଗରେ ବିଜୟ ପାଇଁ ୧୩୩ ରନର ଟାର୍ଗେଟ ରହିଛି। ଇଂଲଣ୍ଡ ପକ୍ଷରୁ ଅଧିନାୟକ ଜୋସ୍ ବଟ୍ଟଲର ୪୪ ବଲରେ ୬୮ […]

କୋଲକାତା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ୍ସରେ ଆରମ୍ଭ ହୋଇଛି। ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।  ଇଂଲଣ୍ଡ ଦଳ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ୱିକେଟ ହରାଇ ୧୩୨ ରନ କରିଥିଲା। ଫଳରେ ଭାରତ ଆଗରେ ବିଜୟ ପାଇଁ ୧୩୩ ରନର ଟାର୍ଗେଟ ରହିଛି।

ଆହୁରି ପଢ଼ନ୍ତୁ: "ଖେଳାଳିଙ୍କୁ ମାରିଦିଅନି", ବିସିସିଆଇର ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ନେଇ ବର୍ଷିଲେ ଲଳିତ ମୋଦୀ

ଇଂଲଣ୍ଡ ପକ୍ଷରୁ ଅଧିନାୟକ ଜୋସ୍ ବଟ୍ଟଲର ୪୪ ବଲରେ ୬୮ ରନ କରି ଆଉଟ ହୋଇଥିବାବେଳେ ହ୍ୟାରୀ ବ୍ରୁକ୍ ୧୪ ବଲରେ ୧୭ରନ କରି ଆଉଟ ହୋଇଥିଲେ। ଜୋଫ୍ରା ଆର୍ଚର ୧୦ ବଲରେ ୧୨ ରନ କରି ଆଉଟ ହୋଇଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ୨ ଅଙ୍କ ଛୁଇଁ ପାରି ନ ଥିଲେ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୬: ଧୋନିଙ୍କ ଆହତ ସମସ୍ୟାର ଅପଡେଟ୍, କେବେ ପଡ଼ିଆକୁ ଫେରିବେ ମାହି?

ସେହିପରି ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୩ ଟି ୱିକେଟ ନେଇଥିବାବେଳେ ଅର୍ଶଦୀପ ସିଂହ, ହାର୍ଦ୍ଦିକ ପାଣ୍ଡ୍ଯ ଓ ଅକ୍ଷର ପଟେଲ ୨ଟି ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ମ୍ୟାଚ୍ ବିଜୟୀ ପ୍ରଦର୍ଶନ ପରେ ଗୁଜରାଟର ଶିକ୍ଷା ମନ୍ତ୍ରୀଙ୍କୁ ପୁରସ୍କାର ଉତ୍ସର୍ଗ କଲେ ରବୀନ୍ଦ୍ର ଜାଡେଜା

22 Jan 2025 By The Sakala

ଭାରତ -ଇଂଲଣ୍ଡ ପ୍ରଥମ ଟି-୨୦: ଭାରତକୁ ୧୩୩ ରନର ଟାର୍ଗେଟ ଦେଲା ଇଂଲଣ୍ଡ

କୋଲକାତା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ୍ସରେ ଆରମ୍ଭ ହୋଇଛି। ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।  ଇଂଲଣ୍ଡ ଦଳ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ୱିକେଟ ହରାଇ ୧୩୨ ରନ କରିଥିଲା। ଫଳରେ ଭାରତ ଆଗରେ ବିଜୟ ପାଇଁ ୧୩୩ ରନର ଟାର୍ଗେଟ ରହିଛି।

ଇଂଲଣ୍ଡ ପକ୍ଷରୁ ଅଧିନାୟକ ଜୋସ୍ ବଟ୍ଟଲର ୪୪ ବଲରେ ୬୮ ରନ କରି ଆଉଟ ହୋଇଥିବାବେଳେ ହ୍ୟାରୀ ବ୍ରୁକ୍ ୧୪ ବଲରେ ୧୭ରନ କରି ଆଉଟ ହୋଇଥିଲେ। ଜୋଫ୍ରା ଆର୍ଚର ୧୦ ବଲରେ ୧୨ ରନ କରି ଆଉଟ ହୋଇଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ୨ ଅଙ୍କ ଛୁଇଁ ପାରି ନ ଥିଲେ।

ସେହିପରି ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୩ ଟି ୱିକେଟ ନେଇଥିବାବେଳେ ଅର୍ଶଦୀପ ସିଂହ, ହାର୍ଦ୍ଦିକ ପାଣ୍ଡ୍ଯ ଓ ଅକ୍ଷର ପଟେଲ ୨ଟି ଲେଖାଏଁ ୱିକେଟ ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp