ଭାରତ- ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍: ଟସ୍ ଜିତି ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ନିଷ୍ପତ୍ତି

The Sakala Picture
Published On

କେପଟାଉନ: ଆଜିଠାରୁ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେଉଛି ଦିନିକିଆ ସିରିଜ୍ । ଟେଷ୍ଟ ମ୍ୟାଚରେ ୨-୧ରେ ପରାଜୟ ପରେ ଦିନିକିଆରେ ବଦଲା ନେବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ । ଆଜି ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛି । ଦିନିକିଆରୁ ବିରାଟ କୋହଲିଙ୍କୁ ଅଧିନାୟକ ପଦରୁ ହଟାଇବା ପରେ ରୋହିତ ଶର୍ମାଙ୍କୁ ଅଧିନାୟକ ଦାୟିତ୍ୱ ମିଳିଥିଲା । କିନ୍ତୁ ଆହତ କାରଣରୁ ରାହୁଲ ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି […]

କେପଟାଉନ: ଆଜିଠାରୁ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେଉଛି ଦିନିକିଆ ସିରିଜ୍ । ଟେଷ୍ଟ ମ୍ୟାଚରେ ୨-୧ରେ ପରାଜୟ ପରେ ଦିନିକିଆରେ ବଦଲା ନେବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ । ଆଜି ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛି । ଦିନିକିଆରୁ ବିରାଟ କୋହଲିଙ୍କୁ ଅଧିନାୟକ ପଦରୁ ହଟାଇବା ପରେ ରୋହିତ ଶର୍ମାଙ୍କୁ ଅଧିନାୟକ ଦାୟିତ୍ୱ ମିଳିଥିଲା । କିନ୍ତୁ ଆହତ କାରଣରୁ ରାହୁଲ ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ପ୍ରଥମ ମ୍ୟାଚରେ ଭାରତ ପକ୍ଷରୁ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର ଭେଙ୍କଟେଶ ଆୟର । ସେହପରି ଭାବରେ ଭାରତ ପକ୍ଷରୁ ଚତୁର୍ଥ ସ୍ଥାନରେ ଖେଳିବା ପାଇଁ ଶ୍ରେୟସ ଆୟରଙ୍କୁ ସୁଯୋଗ ମିଳିଛି ।

ଆହୁରି ପଢ଼ନ୍ତୁ: ଟିମ୍ ଇଣ୍ଡିଆ ପାଇଁ ୧୩୧ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

19 Jan 2022 By The Sakala

ଭାରତ- ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍: ଟସ୍ ଜିତି ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ନିଷ୍ପତ୍ତି

କେପଟାଉନ: ଆଜିଠାରୁ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେଉଛି ଦିନିକିଆ ସିରିଜ୍ । ଟେଷ୍ଟ ମ୍ୟାଚରେ ୨-୧ରେ ପରାଜୟ ପରେ ଦିନିକିଆରେ ବଦଲା ନେବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ । ଆଜି ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛି । ଦିନିକିଆରୁ ବିରାଟ କୋହଲିଙ୍କୁ ଅଧିନାୟକ ପଦରୁ ହଟାଇବା ପରେ ରୋହିତ ଶର୍ମାଙ୍କୁ ଅଧିନାୟକ ଦାୟିତ୍ୱ ମିଳିଥିଲା । କିନ୍ତୁ ଆହତ କାରଣରୁ ରାହୁଲ ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ପ୍ରଥମ ମ୍ୟାଚରେ ଭାରତ ପକ୍ଷରୁ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର ଭେଙ୍କଟେଶ ଆୟର । ସେହପରି ଭାବରେ ଭାରତ ପକ୍ଷରୁ ଚତୁର୍ଥ ସ୍ଥାନରେ ଖେଳିବା ପାଇଁ ଶ୍ରେୟସ ଆୟରଙ୍କୁ ସୁଯୋଗ ମିଳିଛି ।

https://www.thesakala.in/sports/ndia-vs-south-africa-1st-odi-match/article-8575
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp