ଜାଭେଲିନ୍ ଥ୍ରୋରେ ଭାରତକୁ ସ୍ୱର୍ଣ୍ଣ ଭେଟି ଦେଇଛନ୍ତି ନୀରଜ ଚୋପ୍ରା

The Sakala Picture
Published On

ଟୋକିଓ: ୧୨୧ ବର୍ଷର ସଂଘର୍ଷ ପରେ ଜାଭେଲିନ୍ ଥ୍ରୋରେ ଭାରତକୁ ସ୍ୱର୍ଣ୍ଣ ଭେଟି ଦେଇଛନ୍ତି ନୀରଜ ଚୋପ୍ରା । ୮୭.୫୮ ମିଟର ବେଷ୍ଟ ଜାଭେଲିନ୍ ଥ୍ରୋ ସହ ନୀରଜଙ୍କୁ ଏହି ସଫଳତା ମିଳିଛି । ପ୍ରଥମଥର ପାଇଁ ଭାରତକୁ ଜାଭେଲିନ୍ ଥ୍ରୋରେ ପଦକ ମିଳିଛି, ତାହା ପୁଣି ସ୍ୱର୍ଣ୍ଣ । ୧୯୨୦ ମସିହାରେ ପ୍ରଥମ ଥର ପାଇଁ ଅଲମ୍ପିକ ଜାଭେଲିନ୍ ଥ୍ରୋରେ ଭାରତ ଭାଗ ନେଇଥିଲା । ସେବେଠୁ କେବେ ଭାରତ ଜାଭେଲିନ୍ ଥ୍ରୋରେ ପଦକ ପାଇନଥିଲା […]

ଟୋକିଓ: ୧୨୧ ବର୍ଷର ସଂଘର୍ଷ ପରେ ଜାଭେଲିନ୍ ଥ୍ରୋରେ ଭାରତକୁ ସ୍ୱର୍ଣ୍ଣ ଭେଟି ଦେଇଛନ୍ତି ନୀରଜ ଚୋପ୍ରା । ୮୭.୫୮ ମିଟର ବେଷ୍ଟ ଜାଭେଲିନ୍ ଥ୍ରୋ ସହ ନୀରଜଙ୍କୁ ଏହି ସଫଳତା ମିଳିଛି । ପ୍ରଥମଥର ପାଇଁ ଭାରତକୁ ଜାଭେଲିନ୍ ଥ୍ରୋରେ ପଦକ ମିଳିଛି, ତାହା ପୁଣି ସ୍ୱର୍ଣ୍ଣ । ୧୯୨୦ ମସିହାରେ ପ୍ରଥମ ଥର ପାଇଁ ଅଲମ୍ପିକ ଜାଭେଲିନ୍ ଥ୍ରୋରେ ଭାରତ ଭାଗ ନେଇଥିଲା । ସେବେଠୁ କେବେ ଭାରତ ଜାଭେଲିନ୍ ଥ୍ରୋରେ ପଦକ ପାଇନଥିଲା । ୧୨୧ ବର୍ଷର ଅଧୁରା ସ୍ୱପ୍ନକୁ ପୂରଣ କରିଛନ୍ତି ନୀରଜ ଚୋପ୍ରା । ଜାଭେଲିନ୍ ଥ୍ରୋରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଆଣିଛନ୍ତି ।

ଆହୁରି ପଢ଼ନ୍ତୁ: ଆହତ କାରଣରୁ ଆଫଗାନିସ୍ତାନ ଦିନିକିଆରୁ ବାଦ୍ ପଡିଲେ ବିରାଟ କୋହଲି, ପ୍ରତ୍ୟାବର୍ତ୍ତନରେ ଲାଗିଲା ବ୍ରେକ୍

ନୀରଜଙ୍କ ସଫଳତାକୁ ନେଇ ଦେଶ ସାରା ଉତ୍ସାହ ଖେଳି ଯାଇଛି । ଏଥିସହ ଚଳିତ ଅଲମ୍ପିକରେ ଭାରତର ପଦକ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଟୋକିଓ ଅଲମ୍ପିକରେ ଭାରତକୁ ଗୋଟିଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୪ଟି କାଂସ୍ୟ ମିଳିଛି । ଜାଭେଲିନ୍ ଥ୍ରୋରେ ନୀରଜ ପ୍ରଥମ ରାଉଣ୍ଡରେ ୮୭.୦୩, ଦ୍ୱିତୀୟ ରାଉଣ୍ଡରେ ୮୭.୫୮ ଓ ତୃତୀୟ ରାଉଣ୍ଡରେ ୭୬.୭୯ ମିଟର ଜାଭେଲିନ୍ ଥ୍ରୋ କରିଥିଲେ । ଚତୁର୍ଥ ଓ ପଞ୍ଚମ ରାଉଣ୍ଡ ଜାଭେଲିନ୍ ଥ୍ରୋ ଗଣତି ହୋଇ ନଥିଲା । ଫାଇନାଲରେ ନୀରଜଙ୍କ ସହ ୧୨ ଜଣ ଖେଳାଳି ଭାଗ ନେଇଥିଲେ । ସମସ୍ତଙ୍କୁ ମାତ୍ ଦେଇ ନୀରଜ ସ୍ୱର୍ଣ୍ଣ ପଦକ ଆଣିଛନ୍ତି ।

ଆହୁରି ପଢ଼ନ୍ତୁ: ୨୦୨୬ ଏସିଆନ୍ ଗେମ୍ସ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ

07 Aug 2021 By The Sakala

ଜାଭେଲିନ୍ ଥ୍ରୋରେ ଭାରତକୁ ସ୍ୱର୍ଣ୍ଣ ଭେଟି ଦେଇଛନ୍ତି ନୀରଜ ଚୋପ୍ରା

ଟୋକିଓ: ୧୨୧ ବର୍ଷର ସଂଘର୍ଷ ପରେ ଜାଭେଲିନ୍ ଥ୍ରୋରେ ଭାରତକୁ ସ୍ୱର୍ଣ୍ଣ ଭେଟି ଦେଇଛନ୍ତି ନୀରଜ ଚୋପ୍ରା । ୮୭.୫୮ ମିଟର ବେଷ୍ଟ ଜାଭେଲିନ୍ ଥ୍ରୋ ସହ ନୀରଜଙ୍କୁ ଏହି ସଫଳତା ମିଳିଛି । ପ୍ରଥମଥର ପାଇଁ ଭାରତକୁ ଜାଭେଲିନ୍ ଥ୍ରୋରେ ପଦକ ମିଳିଛି, ତାହା ପୁଣି ସ୍ୱର୍ଣ୍ଣ । ୧୯୨୦ ମସିହାରେ ପ୍ରଥମ ଥର ପାଇଁ ଅଲମ୍ପିକ ଜାଭେଲିନ୍ ଥ୍ରୋରେ ଭାରତ ଭାଗ ନେଇଥିଲା । ସେବେଠୁ କେବେ ଭାରତ ଜାଭେଲିନ୍ ଥ୍ରୋରେ ପଦକ ପାଇନଥିଲା । ୧୨୧ ବର୍ଷର ଅଧୁରା ସ୍ୱପ୍ନକୁ ପୂରଣ କରିଛନ୍ତି ନୀରଜ ଚୋପ୍ରା । ଜାଭେଲିନ୍ ଥ୍ରୋରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଆଣିଛନ୍ତି ।

ନୀରଜଙ୍କ ସଫଳତାକୁ ନେଇ ଦେଶ ସାରା ଉତ୍ସାହ ଖେଳି ଯାଇଛି । ଏଥିସହ ଚଳିତ ଅଲମ୍ପିକରେ ଭାରତର ପଦକ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଟୋକିଓ ଅଲମ୍ପିକରେ ଭାରତକୁ ଗୋଟିଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୪ଟି କାଂସ୍ୟ ମିଳିଛି । ଜାଭେଲିନ୍ ଥ୍ରୋରେ ନୀରଜ ପ୍ରଥମ ରାଉଣ୍ଡରେ ୮୭.୦୩, ଦ୍ୱିତୀୟ ରାଉଣ୍ଡରେ ୮୭.୫୮ ଓ ତୃତୀୟ ରାଉଣ୍ଡରେ ୭୬.୭୯ ମିଟର ଜାଭେଲିନ୍ ଥ୍ରୋ କରିଥିଲେ । ଚତୁର୍ଥ ଓ ପଞ୍ଚମ ରାଉଣ୍ଡ ଜାଭେଲିନ୍ ଥ୍ରୋ ଗଣତି ହୋଇ ନଥିଲା । ଫାଇନାଲରେ ନୀରଜଙ୍କ ସହ ୧୨ ଜଣ ଖେଳାଳି ଭାଗ ନେଇଥିଲେ । ସମସ୍ତଙ୍କୁ ମାତ୍ ଦେଇ ନୀରଜ ସ୍ୱର୍ଣ୍ଣ ପଦକ ଆଣିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର