୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ନାଁ ସୁପାରିସ: ଖେଳରତ୍ନ ପରୁସ୍କାର ଦୌଡରେ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ

The Sakala Picture
Published On

ନୂଆଦିଲ୍ଲୀ: ୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ଉଲ୍ଲେଖନୀୟ କ୍ରୀଡ଼ାବିତ୍‌ଙ୍କ ନାମ ସୁପାରିଶ କରିଛି ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି । ଖେଳରତ୍ନ ପାଇଁ ମୋଟ ୧୧ ଜଣଙ୍କ ନାମ ସୁପାରିଶ କରିଥିବା ବେଳେ ୩୫ କ୍ରୀଡ଼ାବିତ୍‌ଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ସୁପାରିଶ କରାଯାଇଥିବା ଜଣାପଡ଼ିଛି । ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳୀ ତଥା ପାରାଅଲିମ୍ପିକ୍‌ ଗୋଲ୍ଡ ବିଜେତା ପ୍ରମୋଦ ଭଗତଙ୍କ ନାମ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି । ସୁନୀଲ୍‌ ଛେତ୍ରୀ, ମିତାଲି ରାଜ୍‌, […]

ନୂଆଦିଲ୍ଲୀ: ୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ଉଲ୍ଲେଖନୀୟ କ୍ରୀଡ଼ାବିତ୍‌ଙ୍କ ନାମ ସୁପାରିଶ କରିଛି ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି । ଖେଳରତ୍ନ ପାଇଁ ମୋଟ ୧୧ ଜଣଙ୍କ ନାମ ସୁପାରିଶ କରିଥିବା ବେଳେ ୩୫ କ୍ରୀଡ଼ାବିତ୍‌ଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ସୁପାରିଶ କରାଯାଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ବିଶ୍ୱ ଚାମ୍ପିଅନସିପ୍‌ରୁ ବିଦାୟ ନେଲେ ସିନ୍ଧୁ: ଭାଙ୍ଗିଲା ଚୀନ୍ ବିପକ୍ଷ ଅପରାଜେୟ ରେକର୍ଡ

ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳୀ ତଥା ପାରାଅଲିମ୍ପିକ୍‌ ଗୋଲ୍ଡ ବିଜେତା ପ୍ରମୋଦ ଭଗତଙ୍କ ନାମ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି । ସୁନୀଲ୍‌ ଛେତ୍ରୀ, ମିତାଲି ରାଜ୍‌, ନୀରଜ ଚୋପ୍ରାଙ୍କ ନାମ ମଧ୍ୟ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ: କୁଲଦୀପ ଯାଦବଙ୍କୁ ବାଦ୍ ନଦେବାକୁ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୂଜାରା

27 Oct 2021 By The Sakala

୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ନାଁ ସୁପାରିସ: ଖେଳରତ୍ନ ପରୁସ୍କାର ଦୌଡରେ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ

ନୂଆଦିଲ୍ଲୀ: ୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ଉଲ୍ଲେଖନୀୟ କ୍ରୀଡ଼ାବିତ୍‌ଙ୍କ ନାମ ସୁପାରିଶ କରିଛି ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି । ଖେଳରତ୍ନ ପାଇଁ ମୋଟ ୧୧ ଜଣଙ୍କ ନାମ ସୁପାରିଶ କରିଥିବା ବେଳେ ୩୫ କ୍ରୀଡ଼ାବିତ୍‌ଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ସୁପାରିଶ କରାଯାଇଥିବା ଜଣାପଡ଼ିଛି ।

ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳୀ ତଥା ପାରାଅଲିମ୍ପିକ୍‌ ଗୋଲ୍ଡ ବିଜେତା ପ୍ରମୋଦ ଭଗତଙ୍କ ନାମ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି । ସୁନୀଲ୍‌ ଛେତ୍ରୀ, ମିତାଲି ରାଜ୍‌, ନୀରଜ ଚୋପ୍ରାଙ୍କ ନାମ ମଧ୍ୟ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର