ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହାତେଇଲେ ସ୍ବର୍ଣ୍ଣ ପଦକ

The Sakala Picture
Published On

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି । ସେମିଫାଇନାଲରେ […]

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି । ସେମିଫାଇନାଲରେ ଜାପାନର ଫୁଜିହାରାଙ୍କୁ ହରାଇ ସିଙ୍ଗଲସ ଏସଏଲ-୩ ଫାଇନାଲରେ ପ୍ରବେଶ କରିଛନ୍ତି ଭଗତ । ଜାପାନର ଡାଇସୁକି ଫୁଜିହାରାଙ୍କୁ ୨୧-୧୧, ୨୧-୧୬ସେଟରେ ହରାଇଛନ୍ତି ଭଗତ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

04 Sep 2021 By The Sakala

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହାତେଇଲେ ସ୍ବର୍ଣ୍ଣ ପଦକ

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି । ସେମିଫାଇନାଲରେ ଜାପାନର ଫୁଜିହାରାଙ୍କୁ ହରାଇ ସିଙ୍ଗଲସ ଏସଏଲ-୩ ଫାଇନାଲରେ ପ୍ରବେଶ କରିଛନ୍ତି ଭଗତ । ଜାପାନର ଡାଇସୁକି ଫୁଜିହାରାଙ୍କୁ ୨୧-୧୧, ୨୧-୧୬ସେଟରେ ହରାଇଛନ୍ତି ଭଗତ ।

https://www.thesakala.in/sports/oriya-boy-pramod-bhagat-won-the-gold-medal-at-the-tokyo-paralympics/article-5175
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର