ଆଇପିଏଲ୍‍ ୨୦୨୧ର ପ୍ରଥମ ମୁକାବିଲା, ଟସ୍ ଜିତି ବାଙ୍ଗାଲୋରର ବୋଲିଂ ନିଷ୍ପତ୍ତି

ଚେନ୍ନାଇ:  ବିଶ୍ୱର ସବୁଠାରୁ ଲୋକପ୍ରିୟ ଟି-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍‍ ପ୍ରିମିୟର ଲିଗ (ଆଇପିଏଲ୍‍)ର ୧୪ତମ ସଂସ୍କରଣ ଆଜିଠାରୁ ଆରମ୍ଭ  ହୋଇଯାଇଛି। ଆଇପିଏଲର ପ୍ରଥମ ମ୍ୟାଚରେ ମୁମ୍ବାଇ-ବାଙ୍ଗାଲୋର ମୁହାଁମୁହିଁ ହୋଇଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କୋଭିଡ୍‍ କଟକଣା ଅନୁଯାୟୀ ବିନା ଦର୍ଶକରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯାଉଛି।  

ଚେନ୍ନାଇ:  ବିଶ୍ୱର ସବୁଠାରୁ ଲୋକପ୍ରିୟ ଟି-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍‍ ପ୍ରିମିୟର ଲିଗ (ଆଇପିଏଲ୍‍)ର ୧୪ତମ ସଂସ୍କରଣ ଆଜିଠାରୁ ଆରମ୍ଭ  ହୋଇଯାଇଛି। ଆଇପିଏଲର ପ୍ରଥମ ମ୍ୟାଚରେ ମୁମ୍ବାଇ-ବାଙ୍ଗାଲୋର ମୁହାଁମୁହିଁ ହୋଇଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

କୋଭିଡ୍‍ କଟକଣା ଅନୁଯାୟୀ ବିନା ଦର୍ଶକରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯାଉଛି।

 

About The Author: The Sakala