ଭାରତ ଓ ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଦକ୍ଷିଣ ଆଫ୍ରିକାର ସହଜ ବିଜୟ

The Sakala Picture
Published On

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥ ମ୍ୟାଚକୁ ଦକ୍ଷିଣ ଆଫ୍ରିକା ଜିତି ନେଇଛି। ଆଜିର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୧୧ ରନ କରିଥିଲା । ଦକ୍ଷିଣ ଆଫ୍ରିକା  ୩ ୱିକେଟ ହରାଇ ୨୧୨ ରନ୍ କରି ସହଜରେ ମ୍ଯାଚକୁ ଜିତିନେଇଛି । ଦକ୍ଷିଣ ଆଫ୍ରିକା ପକ୍ଷରୁ କ୍ବିଣ୍ଟନ ଡିକକ ୧୮ ବଲରେ ୨୨ […]

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥ ମ୍ୟାଚକୁ ଦକ୍ଷିଣ ଆଫ୍ରିକା ଜିତି ନେଇଛି। ଆଜିର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୧୧ ରନ କରିଥିଲା । ଦକ୍ଷିଣ ଆଫ୍ରିକା  ୩ ୱିକେଟ ହରାଇ ୨୧୨ ରନ୍ କରି ସହଜରେ ମ୍ଯାଚକୁ ଜିତିନେଇଛି ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଦକ୍ଷିଣ ଆଫ୍ରିକା ପକ୍ଷରୁ କ୍ବିଣ୍ଟନ ଡିକକ ୧୮ ବଲରେ ୨୨ ରନ କରି ଆଉଟ ହୋଇଥିବ ବେଳେ ଅଧିନାୟକ ଟେମ୍ବା ବାଭୁମାନ ୮ ବଲରେ ୧୦ ରନ କରି ଆଉଟ ହୋଇଥିଲେ। ଡ୍ବେନ ପ୍ରିଟୋରିୟସ ୧୩ ବଲରେ ୨୯ କରି ଆଉଟ ହୋଇଥିଲେ। ଫର୍ମରେଥିବା ଡେଭିଡ ମିଲର ଓ ରାସି ଭାନ ଡେର ଡୁସେନ ଧୂଆଁଦାର ଇଂନିସ ଖେଳି ଦକ୍ଷିଣ ଆଫ୍ରିକାକୁ ବିଜୟ କରାଇଥିଲେ। ମିଲର ରନ୍ ୬୪ କରି ଅପରାଜିତ ରହିଥିବା ବେଳେ ଡୁସେନ ୭୫ରନ୍ କରି ଅପରାଜିତ ଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଭାରତ ପକ୍ଷରୁ ଭୁବନେଶ୍ବ କୁମାର, ହର୍ଶଲ ପଟେଲ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର