ହକି ବିଶ୍ବକପ ୨୦୨୩: କ୍ରସଓଭର ମ୍ୟାଚରେ ମାଲେସିଆକୁ ହରାଇ କ୍ବାଟରକୁ ଗଲା ସ୍ପେନ୍

The Sakala Picture
Published On

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ମାଲେସିଆ ଓ ସ୍ପେନ୍‌ ମଧ୍ୟରେ ରବିବାର ହକି ବିଶ୍ବକପ୍‌ରେ କ୍ରସ୍‌ ଓଭର ମ୍ୟାଚ୍‌ ଖେଳାଯାଇଥିଲା। ମାଲେସିଆ ଓ ସ୍ପେନ୍‌ ମଧ୍ଯରେ ଏକ ରୋମାଞ୍ଚକର ମ୍ଯାଚ ଦେଖିବାକୁ ମିଳିଥିଲା।  ସୁଟ୍‌ଆଉଟ୍‌ରେ ମାଲେସିଆକୁ ସ୍ପେନ୍‌ ପରାସ୍ତ କରିବା ସହ ପ୍ରଥମ ଟିମ୍‌ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଛି। ସ୍ପେନ୍‌ ଆସନ୍ତା ୨୪ ତାରିଖରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମ୍‌ରେ ଖେଳାଯିବ। ଏହା ପୂର୍ବରୁ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ୨-୨ରେ ଶେଷ ହୋଇଥିଲା। […]

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ମାଲେସିଆ ଓ ସ୍ପେନ୍‌ ମଧ୍ୟରେ ରବିବାର ହକି ବିଶ୍ବକପ୍‌ରେ କ୍ରସ୍‌ ଓଭର ମ୍ୟାଚ୍‌ ଖେଳାଯାଇଥିଲା। ମାଲେସିଆ ଓ ସ୍ପେନ୍‌ ମଧ୍ଯରେ ଏକ ରୋମାଞ୍ଚକର ମ୍ଯାଚ ଦେଖିବାକୁ ମିଳିଥିଲା।  ସୁଟ୍‌ଆଉଟ୍‌ରେ ମାଲେସିଆକୁ ସ୍ପେନ୍‌ ପରାସ୍ତ କରିବା ସହ ପ୍ରଥମ ଟିମ୍‌ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଛି। ସ୍ପେନ୍‌ ଆସନ୍ତା ୨୪ ତାରିଖରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମ୍‌ରେ ଖେଳାଯିବ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଏହା ପୂର୍ବରୁ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ୨-୨ରେ ଶେଷ ହୋଇଥିଲା। ଫଳରେ ସୁଟ୍‌ଆଉଟ୍‌ ଖେଳାଯାଇଥିଲା। କିନ୍ତୁ ପ୍ରଥମ ସୁଟ୍‌ଆଉଟ୍‌ ୩-୩ରେ ଶେଷ ହୋଇଥିଲା। ଫଳରେ ଦ୍ବିତୀୟ ସୁଟ୍‌ଆଉଟ୍‌ର ସହାୟତା ନିଆଯାଇଥିଲା। ‌ସୁଟ୍‌ଆଉଟ୍‌ରେ ସ୍ପେନ୍‌ ମୋଟ ୪ଟି ଗୋଲ୍‌ ଦେଇଥିଲା ବେଳେ ମାଲେସିଆ ୩ଟି ଦେଇଥିଲା।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

 

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର