ରାଜ୍ୟ ଗୋଷ୍ଠୀ କ୍ରୀଡ଼ା ୨୦୨୨: ଭାରତକୁ ଆଉ ୨ ପଦକ

The Sakala Picture
Published On

ବର୍ମିଂହାମ: ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ସପ୍ତମ ଦିନରେ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାତେଇଛି । ପୁରୁଷ ହେଭିୱେଟ ପାରା ପାଓ୍ୱାରଲିଫ୍ଟ ଇଭେଣ୍ଟରେ ଭାରତର ସୁଧୀର ସ୍ୱର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି । ସେହିପରି ଆଥଲେଟିକ୍ସର ପୁରୁଷ ବର୍ଗ ଲଙ୍ଗ୍ ଜମ୍ପରେ ରୌପ୍ୟ ଆଣିଛନ୍ତି ଭାରତର ମୁରଲୀ ଶ୍ରୀଶଙ୍କର । ଏଯାବତ ୬ ଟି ସ୍ୱର୍ଣ୍ଣ, ୭ ରୌପ୍ୟ ଓ ୭ ବ୍ରୋଞ୍ଜ ସହ ଭାରତ ୨୦ଟି ପଦକ ହାତେଇବାରେ […]

ବର୍ମିଂହାମ: ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ସପ୍ତମ ଦିନରେ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାତେଇଛି । ପୁରୁଷ ହେଭିୱେଟ ପାରା ପାଓ୍ୱାରଲିଫ୍ଟ ଇଭେଣ୍ଟରେ ଭାରତର ସୁଧୀର ସ୍ୱର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି । ସେହିପରି ଆଥଲେଟିକ୍ସର ପୁରୁଷ ବର୍ଗ ଲଙ୍ଗ୍ ଜମ୍ପରେ ରୌପ୍ୟ ଆଣିଛନ୍ତି ଭାରତର ମୁରଲୀ ଶ୍ରୀଶଙ୍କର । ଏଯାବତ ୬ ଟି ସ୍ୱର୍ଣ୍ଣ, ୭ ରୌପ୍ୟ ଓ ୭ ବ୍ରୋଞ୍ଜ ସହ ଭାରତ ୨୦ଟି ପଦକ ହାତେଇବାରେ ସକ୍ଷମ ହେଲାଣି।

ଆହୁରି ପଢ଼ନ୍ତୁ: ବିଶ୍ୱକପ୍ ଫାଇନାଲ୍ ୨୦୨୬: ଆର୍ଜେଣ୍ଟିନାକୁ ମାତ୍ ଦେଇ ଟାଇଟଲ୍ ହାତେଇଲା ସ୍ପେନ୍, ମେସିଙ୍କ ଯାଦୁ ଫିକା

ଗତ ରାତିରେ ପ୍ରଥମେ ମୁରଲୀ ଶ୍ରୀଶଙ୍କର ଲଙ୍ଗ ଜମ୍ପ ଇଭେଣ୍ଟରେ ଭାରତ ପାଇଁ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲ ମ୍ୟାଚରେ ମୁରଲୀ ୮.୦୮ ମିଟର ଡିଆଁ ମାରି ଏହି ରାଙ୍କ ହାସଲ କରିଛନ୍ତି । ଚଳିତ କମନୱେଲଥ୍‌ ଗେମ୍ସର ଆଥଲେଟିକ୍ସ ଇଭେଣ୍ଟରେ ଭାରତର ଏହା ଦ୍ୱିତୀୟ ମଡେଲ । ଏହା ପୂର୍ବରୁ ତେଜସ୍ୱିନୀ ଶଙ୍କର ହାଇ ଜମ୍ପରେ ବ୍ରୋଞ୍ଚ ମେଡାଲ ହାସଲ କରିଥିଲେ।

ଆହୁରି ପଢ଼ନ୍ତୁ: ଫିଫା ବିଶ୍ୱକପ୍ ଫାଇନାଲ୍ ପରାଜୟ ପରେ ମେସିଙ୍କ ଅବସର ଚର୍ଚ୍ଚା: ପ୍ରତିକ୍ରିୟା ରଖିଲେ କୋଚ୍ ଲିଓନେଲ୍ ସ୍କାଲୋନି

ଏହାର କିଛି ସମୟ ପରେ ହେଭିୱେଟ ପାରା ପାଓ୍ୱାରଲିଫ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ସୁଧୀର । ଦ୍ୱିତୀୟ ପ୍ରୟାସରେ ସୁଧୀର ୨୧୨ କେଜି ଓଜନ ଉଠାଇ ରେକର୍ଡ ୧୩୪.୫ ଅଙ୍କ ହାସଲ କରି ସ୍ୱର୍ଣ୍ଣ ପଦକ ବିଜେତା ଘୋଷିତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିକଳ୍ପ ସାଜିବାକୁ ନୀତୀଶ ରେଡ୍ଡୀଙ୍କ ଉପରେ ଚାପ! ସ୍କାନରରେ ବିସିସିଆଇ 'CoE'ର କାର୍ଯ୍ୟପ୍ରଣାଳୀ

05 Aug 2022 By The Sakala

ରାଜ୍ୟ ଗୋଷ୍ଠୀ କ୍ରୀଡ଼ା ୨୦୨୨: ଭାରତକୁ ଆଉ ୨ ପଦକ

ବର୍ମିଂହାମ: ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ସପ୍ତମ ଦିନରେ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାତେଇଛି । ପୁରୁଷ ହେଭିୱେଟ ପାରା ପାଓ୍ୱାରଲିଫ୍ଟ ଇଭେଣ୍ଟରେ ଭାରତର ସୁଧୀର ସ୍ୱର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି । ସେହିପରି ଆଥଲେଟିକ୍ସର ପୁରୁଷ ବର୍ଗ ଲଙ୍ଗ୍ ଜମ୍ପରେ ରୌପ୍ୟ ଆଣିଛନ୍ତି ଭାରତର ମୁରଲୀ ଶ୍ରୀଶଙ୍କର । ଏଯାବତ ୬ ଟି ସ୍ୱର୍ଣ୍ଣ, ୭ ରୌପ୍ୟ ଓ ୭ ବ୍ରୋଞ୍ଜ ସହ ଭାରତ ୨୦ଟି ପଦକ ହାତେଇବାରେ ସକ୍ଷମ ହେଲାଣି।

ଗତ ରାତିରେ ପ୍ରଥମେ ମୁରଲୀ ଶ୍ରୀଶଙ୍କର ଲଙ୍ଗ ଜମ୍ପ ଇଭେଣ୍ଟରେ ଭାରତ ପାଇଁ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲ ମ୍ୟାଚରେ ମୁରଲୀ ୮.୦୮ ମିଟର ଡିଆଁ ମାରି ଏହି ରାଙ୍କ ହାସଲ କରିଛନ୍ତି । ଚଳିତ କମନୱେଲଥ୍‌ ଗେମ୍ସର ଆଥଲେଟିକ୍ସ ଇଭେଣ୍ଟରେ ଭାରତର ଏହା ଦ୍ୱିତୀୟ ମଡେଲ । ଏହା ପୂର୍ବରୁ ତେଜସ୍ୱିନୀ ଶଙ୍କର ହାଇ ଜମ୍ପରେ ବ୍ରୋଞ୍ଚ ମେଡାଲ ହାସଲ କରିଥିଲେ।

ଏହାର କିଛି ସମୟ ପରେ ହେଭିୱେଟ ପାରା ପାଓ୍ୱାରଲିଫ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ସୁଧୀର । ଦ୍ୱିତୀୟ ପ୍ରୟାସରେ ସୁଧୀର ୨୧୨ କେଜି ଓଜନ ଉଠାଇ ରେକର୍ଡ ୧୩୪.୫ ଅଙ୍କ ହାସଲ କରି ସ୍ୱର୍ଣ୍ଣ ପଦକ ବିଜେତା ଘୋଷିତ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର