ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍‌ ଘୋଷଣା, ସୂର୍ଯ୍ୟ କୁମାର ଟି-୨୦ ଅଧିନାୟକ

The Sakala Picture
Published On

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍‌ ଘୋଷଣା କରିଛି ବିସିସିଆଇ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦିନିକିଆ ଦଳକୁ ଫେରିଥିବାବେଳେ ରୋହିତ ଦିନିକିଆ ଦଳର ଅଧିନାୟକ ହେବେ। ଅନ୍ୟପଟେ ସୂର୍ଯ୍ୟକୁମାର ଯାଦବଙ୍କୁ ଟି -୨୦ ଦଳର ଅଧିନାୟକ ଦାୟିତ୍ୱ ଦେଇଛି ବିସିସିଆଇ । ଶୁଭମନ ଗିଲ ଉଭୟ ଟି-୨୦ ଏବଂ ଦିନିକିଆ ଦଳର ଉପ-ଅଧିନାୟକ ରହିଛନ୍ତି । ରିୟାନ ପରାଗ, ଶିବମ ଦୁବେ ଓ ରିଙ୍କୁ ସିଂଙ୍କୁ ଦଳରେ ସୁଯୋଗ ମିଳିଛି। […]

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍‌ ଘୋଷଣା କରିଛି ବିସିସିଆଇ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦିନିକିଆ ଦଳକୁ ଫେରିଥିବାବେଳେ ରୋହିତ ଦିନିକିଆ ଦଳର ଅଧିନାୟକ ହେବେ। ଅନ୍ୟପଟେ ସୂର୍ଯ୍ୟକୁମାର ଯାଦବଙ୍କୁ ଟି -୨୦ ଦଳର ଅଧିନାୟକ ଦାୟିତ୍ୱ ଦେଇଛି ବିସିସିଆଇ । ଶୁଭମନ ଗିଲ ଉଭୟ ଟି-୨୦ ଏବଂ ଦିନିକିଆ ଦଳର ଉପ-ଅଧିନାୟକ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

ରିୟାନ ପରାଗ, ଶିବମ ଦୁବେ ଓ ରିଙ୍କୁ ସିଂଙ୍କୁ ଦଳରେ ସୁଯୋଗ ମିଳିଛି। କେଏଲ ରାହୁଲ ଓ ଋଷଭ ପନ୍ତଙ୍କ ଭାରତୀୟ ଦିନିକିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ନୂତନ ଖେଳାଳି ଭାବେ କୋଲକାତା ନାଇଟ ରାଡର୍ସର ଦ୍ରୁତ ବୋଲର ହର୍ଷିତ ରାଣାଙ୍କୁ ଚୟନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଉଭୟ ଶ୍ରୀଲଙ୍କା ବିପକ୍ଷ ଦିନିକିଆରେ ବିଶ୍ରାମ ନେବେ ବୋଲି କୁହାଯାଉଥିଲା। କିନ୍ତୁ ବାଂଲାଦେଶ ଓ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜ ପାଇଁ ଉଭୟଙ୍କୁ ବିସିସିଆଇ ଫିଟ ରଖିବାକୁ ଚାହୁଁଛି। ସେପ୍ଟେମ୍ବରରୁ ନଭେମ୍ବର ମଧ୍ୟରେ ଏହି ଟେଷ୍ଟ ସିରିଜ ଖେଳାଯିବ। ତେଣୁ ବିରାଟ ଓ ରୋହିତଙ୍କୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ଖେଳିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଟି -୨୦ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଶୁଭମନ ଗିଲ (ଉପ-ଅଧିନାୟକ), ଯଶସ୍ୱୀ ଜୈସୱାଲ, ରିଙ୍କୁ ସିଂ, ରିୟାନ ପରାଗ, ରୁଷଭ ପନ୍ତ (ୱିକେଟ୍ କିପର), ସଞ୍ଜୁ ସାମସନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ୍ ଦୁବେ, ଅକ୍ଷର ପଟେଲ, ୱାଶିଂଟନ୍ ସୁନ୍ଦର , ରବି ବିଷ୍ଣୋଇ, ଅର୍ଶଦୀପ ସିଂ, ଖଲିଲ ଅହମ୍ମଦ, ମହମ୍ମଦ ସିରାଜ |

ଦିନିକିଆ ଦଳ: ରୋହିତ ଶର୍ମା(ଅଧିନାୟକ), ଶୁବମନ ଗିଲ (ଉପ ଅଧିନାୟକ), ବିରାଟ କୋହଲି, କେଏଲ ରାହୁଲ, ଋଷଭ ପନ୍ତ, ଶ୍ରେୟସ ଆୟର, ଶିବମ ଦୁବେ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ୱାଶିଂଟନ ସୁନ୍ଦର, ଅର୍ଶଦୀପ ସିଂହ, ରିୟାନ ପରାଗ, ଅକ୍ଷର ପଟେଲ, ଖଲୀଲ ଅହମଦ ଓ ହର୍ଷିତ ରାଣା।

18 Jul 2024 By The Sakala

ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍‌ ଘୋଷଣା, ସୂର୍ଯ୍ୟ କୁମାର ଟି-୨୦ ଅଧିନାୟକ

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍‌ ଘୋଷଣା କରିଛି ବିସିସିଆଇ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦିନିକିଆ ଦଳକୁ ଫେରିଥିବାବେଳେ ରୋହିତ ଦିନିକିଆ ଦଳର ଅଧିନାୟକ ହେବେ। ଅନ୍ୟପଟେ ସୂର୍ଯ୍ୟକୁମାର ଯାଦବଙ୍କୁ ଟି -୨୦ ଦଳର ଅଧିନାୟକ ଦାୟିତ୍ୱ ଦେଇଛି ବିସିସିଆଇ । ଶୁଭମନ ଗିଲ ଉଭୟ ଟି-୨୦ ଏବଂ ଦିନିକିଆ ଦଳର ଉପ-ଅଧିନାୟକ ରହିଛନ୍ତି ।

ରିୟାନ ପରାଗ, ଶିବମ ଦୁବେ ଓ ରିଙ୍କୁ ସିଂଙ୍କୁ ଦଳରେ ସୁଯୋଗ ମିଳିଛି। କେଏଲ ରାହୁଲ ଓ ଋଷଭ ପନ୍ତଙ୍କ ଭାରତୀୟ ଦିନିକିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ନୂତନ ଖେଳାଳି ଭାବେ କୋଲକାତା ନାଇଟ ରାଡର୍ସର ଦ୍ରୁତ ବୋଲର ହର୍ଷିତ ରାଣାଙ୍କୁ ଚୟନ କରାଯାଇଛି।

ଉଭୟ ଶ୍ରୀଲଙ୍କା ବିପକ୍ଷ ଦିନିକିଆରେ ବିଶ୍ରାମ ନେବେ ବୋଲି କୁହାଯାଉଥିଲା। କିନ୍ତୁ ବାଂଲାଦେଶ ଓ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜ ପାଇଁ ଉଭୟଙ୍କୁ ବିସିସିଆଇ ଫିଟ ରଖିବାକୁ ଚାହୁଁଛି। ସେପ୍ଟେମ୍ବରରୁ ନଭେମ୍ବର ମଧ୍ୟରେ ଏହି ଟେଷ୍ଟ ସିରିଜ ଖେଳାଯିବ। ତେଣୁ ବିରାଟ ଓ ରୋହିତଙ୍କୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ଖେଳିବାକୁ କୁହାଯାଇଛି।

ଟି -୨୦ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଶୁଭମନ ଗିଲ (ଉପ-ଅଧିନାୟକ), ଯଶସ୍ୱୀ ଜୈସୱାଲ, ରିଙ୍କୁ ସିଂ, ରିୟାନ ପରାଗ, ରୁଷଭ ପନ୍ତ (ୱିକେଟ୍ କିପର), ସଞ୍ଜୁ ସାମସନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ୍ ଦୁବେ, ଅକ୍ଷର ପଟେଲ, ୱାଶିଂଟନ୍ ସୁନ୍ଦର , ରବି ବିଷ୍ଣୋଇ, ଅର୍ଶଦୀପ ସିଂ, ଖଲିଲ ଅହମ୍ମଦ, ମହମ୍ମଦ ସିରାଜ |

ଦିନିକିଆ ଦଳ: ରୋହିତ ଶର୍ମା(ଅଧିନାୟକ), ଶୁବମନ ଗିଲ (ଉପ ଅଧିନାୟକ), ବିରାଟ କୋହଲି, କେଏଲ ରାହୁଲ, ଋଷଭ ପନ୍ତ, ଶ୍ରେୟସ ଆୟର, ଶିବମ ଦୁବେ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ୱାଶିଂଟନ ସୁନ୍ଦର, ଅର୍ଶଦୀପ ସିଂହ, ରିୟାନ ପରାଗ, ଅକ୍ଷର ପଟେଲ, ଖଲୀଲ ଅହମଦ ଓ ହର୍ଷିତ ରାଣା।

https://www.thesakala.in/sports/teamindias-squad-for-3-t20is-and-3-odis-against-sri-lanka-announced-by-bcci/article-33720
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର