ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଟିମ୍ ଘୋଷଣା

The Sakala Picture
Published On

ମୁମ୍ବାଇ: ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଟିମ ଘୋଷଣା ହୋଇଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ସେହିପର୍ ଯଶସ୍ବୀ ଜୟସ୍ବାଲ ଓ ତିଲକ ବର୍ମାଙ୍କୁ ସୁଯୋଗ ଦିଆଯାଇଛି । ଟିମର ନିୟମିତ ଅଧିନାୟକ ରୋହିତ ଶର୍ମା, ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ସମେତ ବରିଷ୍ଠ ଖେଳାଳିଙ୍କୁ ଦଳରେ ବିଶ୍ରାମ ଦିଆଯାଇଛି। ଅଗଷ୍ଟ ୩ରୁ ଏହି ଟି-୨୦ ସିରିଜ୍ ଆରମ୍ଭ ହେବ। ଇଶାନ କିଶନ(ୱିକେଟକିପର), ଶୁଭମନ ଗିଲ, ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମା, […]

ମୁମ୍ବାଇ: ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଟିମ ଘୋଷଣା ହୋଇଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ସେହିପର୍ ଯଶସ୍ବୀ ଜୟସ୍ବାଲ ଓ ତିଲକ ବର୍ମାଙ୍କୁ ସୁଯୋଗ ଦିଆଯାଇଛି । ଟିମର ନିୟମିତ ଅଧିନାୟକ ରୋହିତ ଶର୍ମା, ତାରକା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ସମେତ ବରିଷ୍ଠ ଖେଳାଳିଙ୍କୁ ଦଳରେ ବିଶ୍ରାମ ଦିଆଯାଇଛି। ଅଗଷ୍ଟ ୩ରୁ ଏହି ଟି-୨୦ ସିରିଜ୍ ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଇଶାନ କିଶନ(ୱିକେଟକିପର), ଶୁଭମନ ଗିଲ, ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ (ଉପଅଧିନାୟକ), ସଞ୍ଜୁ ସାମସନ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଅକ୍ଷର ପଟେଲ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ରବି ବିଷ୍ନୋଇ, ଅର୍ଶଦୀପ ସିଂହ, ଉମରାନ ମଲ୍ଲିକ, ଅଭେସ ଖାନ, ମୁକେଶ କୁମାର ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ସୂଚନାଯୋଗ୍ୟ ଯେ, ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତ ୨ଟି ଟେଷ୍ଟ, ୩ଟି ଦିନିକିଆ ଓ ୫ଟି ଟି-୨୦ ମ୍ୟାଚ ଖେଳିବ ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର