ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

The Sakala Picture
Published On

ରାଞ୍ଚି: ଆଜିଠୁ ଆରମ୍ଭ ହେବ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ୩ ଟିକିଆ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳିବ ମେନ୍ ଇନ ବ୍ଲୁ । ଆଜି ସନ୍ଧ୍ୟା ୭ଟାରେ ରାଞ୍ଚିରେ ଖେଳାଯିବ ପ୍ରଥମ ମ୍ୟାଚ୍ ।ସିରିଜରେ ଦଳର ବରିଷ୍ଠ ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦିନିକିଆ ଶୃଙ୍ଖଳା କ୍ଲିନ୍ ସୁଇପ କରି ଭାରତର ମନୋବଳ ଦୃଢ଼ ରହିଛି । ICC […]

ରାଞ୍ଚି: ଆଜିଠୁ ଆରମ୍ଭ ହେବ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ୩ ଟିକିଆ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳିବ ମେନ୍ ଇନ ବ୍ଲୁ । ଆଜି ସନ୍ଧ୍ୟା ୭ଟାରେ ରାଞ୍ଚିରେ ଖେଳାଯିବ ପ୍ରଥମ ମ୍ୟାଚ୍ ।ସିରିଜରେ ଦଳର ବରିଷ୍ଠ ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦିନିକିଆ ଶୃଙ୍ଖଳା କ୍ଲିନ୍ ସୁଇପ କରି ଭାରତର ମନୋବଳ ଦୃଢ଼ ରହିଛି ।

ଆହୁରି ପଢ଼ନ୍ତୁ: ୨୦୨୬ ଏସିଆନ୍ ଗେମ୍ସ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ

ICC ଦିନିକିଆ ମାନ୍ୟତାରେ ଏକ ନମ୍ବର ଦଳ ହୋଇଛି ଟିମ୍ ଇଣ୍ଡିଆ । ଯାହାକି ଭାରତୀୟ ଖେଳାଳିଙ୍କ ମନରେ ଜୋସ୍ ଭରିଛି । ଏଣୁ ମ୍ୟାଚ ଜିତି ଆରମ୍ଭରୁ ସିରିଜକୁ କବଜାକୁ ନେବାକୁ ଉଦ୍ୟମ କରିବ ଭାରତ । ସେପଟେ ତ୍ରୁଟି ସୁଧାରି ଭାରତକୁ ଜବାବ ଦେବାକୁ ରଣନୀତି କରିଛି ନ୍ୟୁଜିଲାଣ୍ଡ । ଦିନିକିଆରେ ଶୋଚନୀୟ ପରାଜୟ ପରେ ଟି-୨୦ ସିରିଜରେ ଭଲ ପ୍ରଦର୍ଶନ ପାଇଁ ଦଳ ଉଦ୍ୟମ କରିବ।

ଆହୁରି ପଢ଼ନ୍ତୁ: ଅବସର ପ୍ରଶ୍ନ ଉପରେ ସାମ୍ବାଦିକଙ୍କୁ ହରମନପ୍ରୀତ କୌରଙ୍କ କଡ଼ା ଜବାବ: 'ଆପଣ ଭାବୁଛନ୍ତି ମୁଁ ଖେଳିବା ଛାଡ଼ିଦେବା ଉଚିତ?'

27 Jan 2023 By The Sakala

ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

ରାଞ୍ଚି: ଆଜିଠୁ ଆରମ୍ଭ ହେବ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ୩ ଟିକିଆ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳିବ ମେନ୍ ଇନ ବ୍ଲୁ । ଆଜି ସନ୍ଧ୍ୟା ୭ଟାରେ ରାଞ୍ଚିରେ ଖେଳାଯିବ ପ୍ରଥମ ମ୍ୟାଚ୍ ।ସିରିଜରେ ଦଳର ବରିଷ୍ଠ ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦିନିକିଆ ଶୃଙ୍ଖଳା କ୍ଲିନ୍ ସୁଇପ କରି ଭାରତର ମନୋବଳ ଦୃଢ଼ ରହିଛି ।

ICC ଦିନିକିଆ ମାନ୍ୟତାରେ ଏକ ନମ୍ବର ଦଳ ହୋଇଛି ଟିମ୍ ଇଣ୍ଡିଆ । ଯାହାକି ଭାରତୀୟ ଖେଳାଳିଙ୍କ ମନରେ ଜୋସ୍ ଭରିଛି । ଏଣୁ ମ୍ୟାଚ ଜିତି ଆରମ୍ଭରୁ ସିରିଜକୁ କବଜାକୁ ନେବାକୁ ଉଦ୍ୟମ କରିବ ଭାରତ । ସେପଟେ ତ୍ରୁଟି ସୁଧାରି ଭାରତକୁ ଜବାବ ଦେବାକୁ ରଣନୀତି କରିଛି ନ୍ୟୁଜିଲାଣ୍ଡ । ଦିନିକିଆରେ ଶୋଚନୀୟ ପରାଜୟ ପରେ ଟି-୨୦ ସିରିଜରେ ଭଲ ପ୍ରଦର୍ଶନ ପାଇଁ ଦଳ ଉଦ୍ୟମ କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର