ଟୋକିଓ ଅଲିମ୍ପିକ୍ସ: ମହିଳା ହକିରେ ଭାରତର ପ୍ରଥମ ବିଜୟ

The Sakala Picture
Published On

ଟୋକିଓ ଅଲିମ୍ପିକ୍ସର ମହିଳା ହକିରେ ଭାରତର ପ୍ରଥମ ବିଜୟ । ଭାରତ ୧-୦ ଗୋଲରେ ଆୟର୍ଲାଣ୍ଡକୁ ହରାଇଛି । ହାଟ୍ରିକ୍ ପରାଜୟ ପରେ ଭାରତୀୟ ମହିଳା ହକି ଦଳର ପ୍ରଥମ ବିଜୟ ଲାଭ କରିଛି । ସୂଚନା ଅନୁଯାୟୀ, ଆଜି  ଆଉ ଏକ ପଦକ ନିଶ୍ଚିତ କରିଛନ୍ତି ବକ୍ସର ଲଭଲିନା । କ୍ୱାର୍ଟର ଫାଇନାଲରେ ତାଇପେଇର ନନ-ଚିନ-ଚେନଙ୍କୁ ହରାଇଛନ୍ତି। ଲଭଲିନା ବୋର୍ଗୋହେଁ ୪-୧ରେ ଚାଇନାକୁ ହରାଇ ୬୯ ବର୍ଗରେ ବିଜୟୀ ହୋଇଛନ୍ତି । ଅଲିମ୍ପିକ୍ସରେ ଭାରତ ପାଇଁ […]

ଟୋକିଓ ଅଲିମ୍ପିକ୍ସର ମହିଳା ହକିରେ ଭାରତର ପ୍ରଥମ ବିଜୟ । ଭାରତ ୧-୦ ଗୋଲରେ ଆୟର୍ଲାଣ୍ଡକୁ ହରାଇଛି । ହାଟ୍ରିକ୍ ପରାଜୟ ପରେ ଭାରତୀୟ ମହିଳା ହକି ଦଳର ପ୍ରଥମ ବିଜୟ ଲାଭ କରିଛି ।

ଆହୁରି ପଢ଼ନ୍ତୁ: ଖରାପ ଫର୍ମ ପାଇଁ ସୂର୍ଯ୍ୟକୁମାରଙ୍କ ସ୍ଥାନ ସଙ୍କଟରେ: ଅଧିନାୟକ ପଦ ହରାଇପାରନ୍ତି 'ମିଷ୍ଟର ୩୬୦'

ସୂଚନା ଅନୁଯାୟୀ, ଆଜି  ଆଉ ଏକ ପଦକ ନିଶ୍ଚିତ କରିଛନ୍ତି ବକ୍ସର ଲଭଲିନା । କ୍ୱାର୍ଟର ଫାଇନାଲରେ ତାଇପେଇର ନନ-ଚିନ-ଚେନଙ୍କୁ ହରାଇଛନ୍ତି। ଲଭଲିନା ବୋର୍ଗୋହେଁ ୪-୧ରେ ଚାଇନାକୁ ହରାଇ ୬୯ ବର୍ଗରେ ବିଜୟୀ ହୋଇଛନ୍ତି । ଅଲିମ୍ପିକ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

30 Jul 2021 By The Sakala

ଟୋକିଓ ଅଲିମ୍ପିକ୍ସ: ମହିଳା ହକିରେ ଭାରତର ପ୍ରଥମ ବିଜୟ

ଟୋକିଓ ଅଲିମ୍ପିକ୍ସର ମହିଳା ହକିରେ ଭାରତର ପ୍ରଥମ ବିଜୟ । ଭାରତ ୧-୦ ଗୋଲରେ ଆୟର୍ଲାଣ୍ଡକୁ ହରାଇଛି । ହାଟ୍ରିକ୍ ପରାଜୟ ପରେ ଭାରତୀୟ ମହିଳା ହକି ଦଳର ପ୍ରଥମ ବିଜୟ ଲାଭ କରିଛି ।

ସୂଚନା ଅନୁଯାୟୀ, ଆଜି  ଆଉ ଏକ ପଦକ ନିଶ୍ଚିତ କରିଛନ୍ତି ବକ୍ସର ଲଭଲିନା । କ୍ୱାର୍ଟର ଫାଇନାଲରେ ତାଇପେଇର ନନ-ଚିନ-ଚେନଙ୍କୁ ହରାଇଛନ୍ତି। ଲଭଲିନା ବୋର୍ଗୋହେଁ ୪-୧ରେ ଚାଇନାକୁ ହରାଇ ୬୯ ବର୍ଗରେ ବିଜୟୀ ହୋଇଛନ୍ତି । ଅଲିମ୍ପିକ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର