ପାରାଲିମ୍ପିକ୍ସରେ ଭାରତର ଦବଦବା ଜାରି: ସୁଟିଂରେ ସିଂହରାଜ ଅଧନାଙ୍କୁ ବ୍ରୋଞ୍ଜ, ମୋଟ ପଦକ ସଂଖ୍ଯା ୮କୁ ବୃଦ୍ଧି

The Sakala Picture
Published On

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ଆଜି ପୁଣି ଆଉ ଏକ ପଦକ ଭାରତକୁ ମିଳିଛି। ପୁରୁଷ ସୁଟିଂରେ ସିଂହରାଜ ଅଧନା ବ୍ରୋଞ୍ଜ ପଦକ ଜିତିଛନ୍ତି। ୧୦ ମିଟର ଏୟାର ପିସ୍ତଲରେ ସେ ଏହି ବ୍ରୋଞ୍ଜ ପଦକ ଜିତିଛନ୍ତି। ଏଥି ସହିତ ପାରାଲିମ୍ପିକ୍ସରେ ଭାରତର ମୋଟ ପଦକ ସଂଖ୍ୟା ୮କୁ ବୃଦ୍ଧି ଘଟିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର