ଟୋକିଓ ଅଲିମ୍ପିକ୍ସ: ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ବ୍ରୋଞ୍ଜ ପଦକ ଜିତିଲେ ପିଭି ସିନ୍ଧୁ

The Sakala Picture
Published On

ଟୋକିଓ ଅଲିମ୍ପିକ୍ସରେ ରବିବାରେ ବ୍ରୋଞ୍ଜ ପଦକ ଜିତିଛନ୍ତି ପିଭି ସିନ୍ଧୁ । ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ଚୀନ୍ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଛନ୍ତି। ହେ ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨-୦ ସେଟ୍‌ରେ ହରାଇ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଛନ୍ତି ପିଭି ସିନ୍ଧୁ। ଏଥିସହ ଅଲିମ୍ପିକ୍ସରେ ଭାରତକୁ ଦ୍ୱିତୀୟ ମେଡାଲ ଦେଇଛନ୍ତି ପିଭି ସିନ୍ଧୁ ।

ଆହୁରି ପଢ଼ନ୍ତୁ: ଅଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରୁ ବାଦ୍ ପଡିଲେ ବରୁଣ ଚକ୍ରବର୍ତ୍ତୀ, ଏସୀୟ କ୍ରୀଡ଼ା ଖେଳିବା ନେଇ ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର