Subhadra Online Apply

ଏପ୍ରିଲ ୧ରୁ ଆରମ୍ଭ ହେବ ନୂଆ ସୁଭଦ୍ରା ପଞ୍ଜୀକରଣ, ୩୦ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ । ଏପ୍ରିଲ ୧ରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ରେ ନୂତନ ଆବେଦନ ଗ୍ରହଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ନୂତନ ଆବେଦନ ପାଇଁ...
ଓଡ଼ିଶା  ବଡ ଖବର 

ଆଜିଠୁ ଖୋଲିବ ସୁଭଦ୍ରା ପୋର୍ଟାଲ, ନୂଆପଡ଼ା ବ୍ୟତୀତ ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ନୂତନ ପଞ୍ଜୀକରଣ

ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲ ଆଜିଠାରୁ ପୁଣି ଥରେ ଖୋଲିବ। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ‘ସୁଭଦ୍ରା ଯୋଜନା’ରେ ସାମିଲ ହେବାକୁ ନୂତନ ପଞ୍ଜୀକରଣ ଆରମ୍ଭ ହେବ। ବୟସ କମ୍‌ କାରଣରୁ ଗତଥର ଯେଉଁମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରି ନ ଥିଲେ, ସେମାନେ ଆଜିଠାରୁ ଆବେଦନ କରିପାରିବେ। ଏଥିପାଇଁ ଅବେଦନକାରୀଙ୍କ ବୟସ ୧ ଅପ୍ରେଲ, ୨୦୨୫...
ଓଡ଼ିଶା  ବଡ ଖବର 

ସୁଭଦ୍ରା ଫର୍ମ ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଅଭିଯୋଗ, ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ବର୍ତ୍ତମାନ କ୍ରେଜ୍‌ ଜାରି ରହିଛି। ସୁଭଦ୍ରା ଆବେଦନ ହେଉ ଅବା ଅଧାରରେ ମୋବାଇଲ ନମ୍ବର ଲିଙ୍କ୍‌ ପାଇଁ ହେଉ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ପ୍ରବଳ ଗହଳି ଲାଗିରହିଛି। ତେବେ ଏହାରି ମଧ୍ୟରେ ରାଜ୍ୟର କିଛି ସ୍ଥାନରୁ ସୁଭଦ୍ରା ଫର୍ମ ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ମାଗଣା ସୁଭଦ୍ରା ଫର୍ମ ଯୋଗାଇବା ବ୍ୟବସ୍ଥା କରିଥିଲେ ମଧ୍ୟ […]
ଓଡ଼ିଶା  ବଡ ଖବର 

ଏମିତି ଭରନ୍ତୁ ସୁଭଦ୍ରା ଫର୍ମ, ଜମାରୁ ହେବନି ରିଜେକ୍ଟ । ମୋବାଇଲ ନମ୍ବର ଲିଙ୍କ୍ ନ ଥିଲେ…

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହୋଇଛି ଆବେଦନ। ଏହି ଫର୍ମଟି ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମିଳୁଛି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ ସଚେତନ କରାଯାଉଛି। ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ। ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିପାରିବେ। ଜନ୍ମ […]
ଓଡ଼ିଶା  ବଡ ଖବର