Tuesday Horosocpe - The Sakala
ମଙ୍ଗଳବାର ରାଶିଫଳ ( ୦୯-୦୯-୨୦୨୫ )
ମେଷ: ଆଶା ପୂରଣ ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହୋଇପାରେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିିିତି ମଜଭୁତ୍‌ ହେବ।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗରେ ଆଗକୁ ବଢ଼ିବେ।
କର୍କଟ: ଲୋକ ସମ୍ପର୍କ ବୃଦ୍ଧି ପାଇବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ଯେକୌଣସି ପରିସ୍ଥିତିକୁ ମୁକାବିଲା କରିବା ଶିଖନ୍ତୁ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ମାନ ସମ୍ମାନ ବୃଦ୍ଧି ପାଇବ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଅତିଥି ସତ୍କାର କରିବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ। ଆୟ ଓ ବ୍ୟୟ ସମାନ ରହିବ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।
ମଙ୍ଗଳବାର ରାଶିଫଳ ( ୧୯-୦୮-୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।
ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।
ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।
କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମଙ୍ଗଳବାର ରାଶିଫଳ ( ୧୨-୦୮-୨୦୨୫ )
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।
ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ।
ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ ସହ ମୂଲ୍ୟବାନ ସମୟ କଟାଇବେ।
କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହ ଭୁଲ୍‌ବୁଝାମଣା ହୋଇପାରେ।
ସିଂହ: ଗୁରୁଜନଙ୍କ ପରାମର୍ଶ ନେଇ କାମ ଆରମ୍ଭ କରିବେ। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ରହିଛି। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କନ୍ୟା: କ୍ୟାରିୟର ପାଇଁ ନୂତନ ଦିଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ। ନୂତନ ଜମିକ୍ରୟ କରିପାରନ୍ତି।
ବିଛା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମାନସିକ ଅବସାଦ ବଢ଼ିବ। ପରୀକ୍ଷାର୍ଥୀଙ୍କ ପାଇଁ ଦିନଟି ବହୁତ ଭଲ।
ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ପାଇବାର କିଛି ସୁଯୋଗ ପାଇବେ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ିବ।
ମକର: ପରିବାର ସହିତ ଆନନ୍ଦଭରା ସମୟକୁ ଅତିବାହିତ କରିବେ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଉଧାର ଟଙ୍କା ଫେରିପାଇବେ।
ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। ଉଧାର ଟଙ୍କା ଫେରି ପାଇବେ।
ମଙ୍ଗଳବାର ରାଶିଫଳ ( ୦୫-୦୮- ୨୦୨୫ )
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।
ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ।
ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ ସହ ମୂଲ୍ୟବାନ ସମୟ କଟାଇବେ।
କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହ ଭୁଲ୍‌ବୁଝାମଣା ହୋଇପାରେ।
ସିଂହ: ଗୁରୁଜନଙ୍କ ପରାମର୍ଶ ନେଇ କାମ ଆରମ୍ଭ କରିବେ। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ରହିଛି। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କନ୍ୟା: କ୍ୟାରିୟର ପାଇଁ ନୂତନ ଦିଗନ୍ତ ପାଇବେ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ। ନୂତନ ଜମିକ୍ରୟ କରିପାରନ୍ତି।
ବିଛା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମାନସିକ ଅବସାଦ ବଢ଼ିବ। ପରୀକ୍ଷାର୍ଥୀଙ୍କ ପାଇଁ ଦିନଟି ବହୁତ ଭଲ।
ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ପାଇବାର କିଛି ସୁଯୋଗ ପାଇବେ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ିବ।
ମକର: ପରିବାର ସହିତ ଆନନ୍ଦଭରା ସମୟକୁ ଅତିବାହିତ କରିବେ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଉଧାର ଟଙ୍କା ଫେରିପାଇବେ।
ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। ଉଧାର ଟଙ୍କା ଫେରି ପାଇବେ।
ମଙ୍ଗଳବାର ରାଶିଫଳ ( ୨୪- ୦୬- ୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।
ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
ସିଂହ:ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ମଙ୍ଗଳବାର ରାଶିଫଳ (୦୩-୦୬ -୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଉଧାର ଟଙ୍କା ଫେରିପାଇବେ।
ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ।
ମିଥୁନ: ଯାନବାହାନ କିଣିବା ଯୋଗ ଅଛି। ପରିବାରକୁ ସମୟ ଦେବେ। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ। ପିଲାଙ୍କ ବଦମାସ ସ୍ବଭାବରେ ପିତାମାତା ବିରକ୍ତି ହୋଇପାରନ୍ତି।
କର୍କଟ: ଦିନଟି ମିଶ୍ରିତଫଳ ପ୍ରଦାନ କରିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାରର ଦାୟିତ୍ବଭାର ବଢ଼ିବ। ବ୍ୟବସାୟ ଆରମ୍ଭ କରିବା ପାଇଁ ଅଧÒକ ଅର୍ଥର ଆବଶ୍ୟକ ହେବ।
ସିଂହ: ପାରିବାରିକ ବ୍ୟବସାୟକୁ ଆଗକୁ ନେବେ। ସମ୍ମାନ ହାନି ଯୋଗ ଅଛି। ଚାଷ କ୍ଷେତ୍ରରେ ଲାଭ ମିଳିବ। ଘରେ ପୂଜାପାଠ ଆୟୋଜନ କରିବେ। ଚକ୍ଷୁ ସମସ୍ୟା ହୋଇପାରେ।
କନ୍ୟା: ଅଚାନକ ଖୁସି ଖବର ପାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେବ।
ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ନୂତନ ଯାନବାହନ କିଣିପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଦୀର୍ଘ ଦିନର ଆଶା ପୂରଣ ହେବ।
ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ଆଳସ୍ୟ ଅନୁଭବ କରିପାରନ୍ତି। ପ୍ରେମରେ ବିଫଳ ହୋଇପାରନ୍ତି।
ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିପାରନ୍ତି।
ମକର: କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳିବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ। ଭବିଷ୍ୟତ ପାଇଁ ଚିନ୍ତା ବଢ଼ିବ। ନୂଆ ଯୋଜନା କରିପାରନ୍ତି। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ।
ମୀନ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଧାର କରଜରୁ ଦୂରେଇ ରହିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।
ମଙ୍ଗଳବାର ରାଶିଫଳ ( ୨୭- ୦୫- ୨୦୨୫ )
ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।
ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ।
ମଙ୍ଗଳବାର ରାଶିଫଳ ( ୨୦-୦୫-୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ: ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।
ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।
ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।
କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମଙ୍ଗଳବାର ରାଶିଫଳ (୨୨- ୦୪- ୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।
ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।
ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।
କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମେଷ: ବ୍ୟବସାୟରୁ ସଫଳତା ମିଳିବ। ସନ୍ତାନଙ୍କ ପ୍ରଗତିରେ ଅଭିଭାବକ ଖୁସି ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବନ୍ଧୁମିଳନ ଯୋଗ ରହିଛି।
ବୃଷ: ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ।
ମିଥୁନ: କୌଣସି କ୍ଷେତ୍ରରୁ ଆଘାତ ପାଇପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।
ସିଂହ: ଶତ୍ରୁଙ୍କୁ ଦୁର୍ବଳ ମନେ କରନ୍ତୁନି। ଅଟକି ଥିବା କାର୍ଯ୍ୟ ସମାପନ ହେବ। ବିଦ୍ୟାର୍ଥୀମାନେ ଖେଳମନସ୍କ ହେବେ। ବ୍ୟବସାୟ ଦୃଷ୍ଟିରୁ ଦିନଟି ବହୁତ ଭଲ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ: ଜୀବନସାଥୀଙ୍କ ସାନ୍ନିଧ୍ୟ ମିଳିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାରବର୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରଭୁ ମହାଦେବଙ୍କ ଆରାଧନା କରନ୍ତୁ।
କନ୍ୟା: ପ୍ରେମ ବ୍ୟାପାରରେ ସମସ୍ୟା ଦେଖାଦେବ। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ କାର୍ଯ୍ୟରେ ଯୋଗ ଦିଅନ୍ତୁ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।
ତୁଳା: ଭୂମି, ଯାନବାହନ କିଣିବାର ଅଧିକ ସମ୍ଭାବନା ରହିଛି। ଅଭିଭାବକମାନେ ସନ୍ତାନଙ୍କ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପ୍ରତିକୂଳ ପରିସ୍ଥିତିରେ ଧୈର୍ଯ୍ୟହରା ହୁଅନ୍ତୁନି।
ବିଛା:ସ୍ବାସ୍ଥ୍ୟ ଭଲ ରହିବ। ସନ୍ତାନଙ୍କ ଖୁସିରେ ଖୁସି ହେବେ। ଅଚାନକ ଖୁସି ଖବର ମିଳିବ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
ଧନୁ: ସୃଜନାଶୀଳତା ବୃଦ୍ଧି ପାଇବ। ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରେମ ବ୍ୟାପାରରେ ସଫଳ ହେବେ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ମିଳିପାରେ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ।
ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ାପ୍ରତି ଅଧିକ ଧ୍ୟାନ ଦେବେ । ଦିନଟି ବେଶ୍‌ ହସଖୁସିରେ ବିତିବ।
କୁମ୍ଭ: ଅଚାନକ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ଜମି କିଣାବିକା ଯୋଗ ରହିଛି। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ପାରିବାରିକ ସମସ୍ୟା ସମାଧାନ ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ମଙ୍ଗଳବାର ରାଶିଫଳ ( ୨୪- ୧୨- ୨୦୨୪ )
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାରକରଜରୁ ଦୂରେଇ ରହିବେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସମ୍ପତ୍ତି ବିବାଦ ସମାଧାନ ହେବ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ମଙ୍ଗଳବାର ରାଶିଫଳ (୨୦-୦୮-୨୦୨୪)
ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବୃଷ: ଦିନଟି ଚିନ୍ତାଜନକ ରହିବ। କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।
ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ଶତ୍ରୁଙ୍କଠାରୁ ଦୂରତ୍ବ ରକ୍ଷା କରିବେ।
ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।
କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।
ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।
ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।
ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ। ଅଫିସ୍‌ରେ ନୂଆ ଦାୟିତ୍ବ ତୁଲାଇବେ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।
କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।
ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।