Union Minister for Health & Family Welfare - The Sakala

ଦେଶରେ ଯକ୍ଷ୍ମା ନିରାକରଣରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର: ଦେଶରେ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି। ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ରାଜ୍ୟକୁ ଏହି ପୁରସ୍କାର ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନିରଞ୍ଜନ ମିଶ୍ର ଓ ରାଜ୍ୟ ଯକ୍ଷ୍ମା ଅଧିକାରୀ ଡକ୍ଟର ପି. କେ.ହୋତା ।

ସୂଚନାଯୋଗ୍ୟ ଯେ, ଯକ୍ଷ୍ମା ନିରାକରଣ ଦିଗରେ ଶ୍ରେଷ୍ଠ ୧୦ଟି ଜିଲ୍ଲା ମଧ୍ୟରେ ଓଡିଶାର ୪ଟି ଜିଲ୍ଲା ରହିଛି । ସୋନପୁର ଜିଲ୍ଲା ଦ୍ୱିତୀୟରେ ଥିବା ବେଳେ ଦେବଗଡ ତୃତୀୟ, ଜଗତସିଂହପୁର ପଞ୍ଚମ , ବୌଦ୍ଧ ଷଷ୍ଠ ସ୍ଥାନରେ ରହିଛି।