monday rasiphala - The Sakala
ସୋମବାର ରାଶିଫଳ ( ୨୦- ୧୦- ୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ। ଅଚାନକ ଖୁସି ଖବର ପାଇପାରନ୍ତି। ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ସକ୍ରିୟ ରହିବେ।ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ:ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ।  ଇଂଜିନିୟରଙ୍କ ପାଇଁ ଦିନଟି ଭଲ। କୋର୍ଟ କଚରୀ ମାମଲାର ଶୁଣାଣି ହେବ। ଲୋକ ସମ୍ପର୍କ ବଢ଼ିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମିଥୁନ: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ।
କର୍କଟ: ସମୟର ସଦୂପଯୋଗ କରନ୍ତୁ। ବୁଝି ବିଚାରି କାମ କରନ୍ତୁ। ପରିବାର ସହିତ ଖୁସିର ସମୟ ଅତିବାହିତ କରିବେ। ଜମି କାରବାରରେ ସଫଳ ହେବେ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ନୂତନ ବ୍ୟବସାୟ ପାଇଁ ଅନୁକୂଳ ସମୟ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ଅଫିସ୍‌ରେ ପଦୋନ୍ନତି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗି ପାରନ୍ତି। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ।
କନ୍ୟା: ଅନ୍ୟମାନଙ୍କୁ ସହଜରେ ବିଶ୍ବାସ କରନ୍ତୁନି। ଅଧÒକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ରହିବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।
ତୁଳା: ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା:  ମାନ ସମ୍ମାନ ବୃଦ୍ଧି ପାଇବ । ଉଧାର ଟଙ୍କା ଫେରି ପାଇବେ। ଯୋଗ ଏବଂ ପ୍ରାଣାୟମ କରନ୍ତୁ। ଯେକୌଣସି ପରିସ୍ଥିତି ସହିତ ଖାପଖୁଆଇ ଚଳନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୂପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହୋଇପାରେ। କଳାକାରଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବୈବାହିକ ଜୀବନ ସୁଖମୟ ହେବ।
ସୋମବାର ରାଶିଫଳ ( ୧୩- ୧୦- ୨୦୨୫ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିବ।
ବୃଷ: ବନ୍ଧୁଙ୍କ ବ୍ୟବହାର ବ୍ୟଥିତ କରିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଅନ୍ୟମାନଙ୍କ ଉପରେ ଅଧିକ ବିଶ୍ବାସ କରନ୍ତୁନି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମିଥୁନ: ସଫଳତା ପାଇଁ କଠିନ ପରିଶ୍ରମ କରିବେ। ବ୍ୟକ୍ତିଗତ କଥାକୁ ଗୋପନୀୟ ରଖନ୍ତୁ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ।  ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
କର୍କଟ: ନୂତନ କାର୍ଯ୍ୟ ପାଇଁ ଯୋଜନା ପ୍ରସ୍ତୁତ କରିବେ। ପରିବାର ଲୋକଙ୍କ ମଧ୍ୟରେ ସମୟ ଅତିବାହିତ କରିବେ।  ଧ୍ୟାନର ସହିତ ନିଜ କାର୍ଯ୍ୟ କରନ୍ତୁ। ତରବରିଆ ଭାବେ ନିବେଶ କରନ୍ତୁ ନାହିଁ।
ସିଂହ: ଦୁଃଖ ତଥା ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ପିଲାଙ୍କ ପଢ଼ା ପାଇଁ ବ୍ୟସ୍ତ ବିବ୍ରତ ହେବେ ନାହିଁ।
କନ୍ୟା: ନିଜ ପାଇଁ ସମୟ ବାହାର କରିବେ। ଦୀର୍ଘ ଦିନର ଆଶା ପୂରଣ  ହେବ।  ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଅବିବାହିତଙ୍କ ପାଇଁ  ବିବାହ ପ୍ରସ୍ତାବ ଆସିପାରେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି।
ତୁଳା: ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଯେକୌଣସି ପରିସ୍ଥ଄ତିରେ ଧୈର୍ଯ୍ୟ ରଖନ୍ତୁ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ସମାଜ ସେବାରେ ସମୟ ଅତିବାହିତ ହେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତାରେ ରହିପାରନ୍ତି। ଅଚାନକ ଖୁସି ଖବର ପାଇବେ।
ଧନୁ: ଆୟ ଅନୁସାରେ ବ୍ୟୟ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହୋଇପାରେ। ଶାରୀରିକ ପୀଡ଼ା ଅନୁଭବ କରିବେ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।
ମକର: ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଲୋକ ସମ୍ପର୍କ ବୃଦ୍ଧ଄ ପାଇବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।
କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଠକାମିର ଶିକାର ହେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ମୀନ: ରାଜନୀତିରେ ଯୋଗ ଦେବେ। ଜୀବନସାଥୀଙ୍କୁ ମନକଥା କହିବେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ମିଳିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାମୁକ୍ତ ରହିବେ।
ସୋମବାର ରାଶିଫଳ ( ୨୫-୦୮-୨୦୨୫ )
ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।
ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ।
ସୋମବାର ରାଶିଫଳ ( ୧୬-୦୬- ୨୦୨୫ )
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ। ଦୀର୍ଘ ଦିନର ଆଶା ପୂରଣ ହେବ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ରାଜନେତାଙ୍କ ପାଇଁ ଭଲ ସମୟ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ।
କନ୍ୟା: ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ । ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିପାରେ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ସୋମବାର ରାଶିଫଳ (୨୮- ୦୪- ୨୦୨୫ )
ମେଷ: ଖୁସି ଖବର ମିଳିପାରେ। ଚାକିରିରେ ସଫଳତା ମିଳିବ। ଅର୍ଥ ନିବେଶ କରିବା ପାଇଁ ଭଲ ସମୟ। ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ। ନିଜ ଭୁଲ୍‌କୁ ସୁଧାରିବାକୁ ଚେଷ୍ଟା କରନ୍ତୁ। ଧାର୍ମିକ ଯାତ୍ରା ଯୋଗ ଅଛି।
ବୃଷ: ଦିନଟିରେ ସଫଳତା ପ୍ରାପ୍ତି ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଆଶା କରିଥିବା ଦିଗରୁ ଧନ ପ୍ରାପ୍ତି ହେବ। ବନ୍ଧୁଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ।
ମିଥୁନ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ହେବେ। ଅତିଥି ସତ୍କାରରେ ସମୟ ବିତିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି କରିବେ।
କର୍କଟ: ବ୍ୟବସାୟରୁ ଲାଭ ମିଳିବ। ଅର୍ଥ ନିବେଶରୁ ଦୂରେଇ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଚାନକ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆଣ୍ଠୁଗଣ୍ଠି ସମସ୍ୟା ବଢ଼ିପାରେ।
ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବ୍ୟବସାୟ ସମ୍ବନ୍ଧିତ ନୂଆ ଯୋଜନାରୁ ବଞ୍ଚିତ ରହିବେ। ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତାରେ ରହିବେ।
କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ସୁଖଦ ଯାତ୍ରା ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଭାଇ, ଭଉଣୀଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟସ୍ତତା ଭିତରେ ସମୟ କଟିବ।
ତୁଳା: ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଛାତ୍ରଛାତ୍ରୀ କର୍ମଚଞ୍ଚଳ ହେବେ। ଆଇନଜୀବୀଙ୍କୁ ସଫଳତା ମିଳିପାରେ। ଜୀବନସାଥୀଙ୍କ ନୂଆ କାମକୁ ନେଇ ଖୁସି ଅନୁଭବ କରିବେ।
ବିଛା: ଘରେ ଧନଧାନ୍ୟ ବୃଦ୍ଧି ହେବ। ବିବାହ ପ୍ରସ୍ତାବ ସ୍ଥିର ହେବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ପରିବାର ସଦସ୍ୟଙ୍କ ମଧ୍ୟରେ ତିକ୍ତତା ଦୂର ହେବ। ପତି-ପତ୍ନୀଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇପାରେ।
ଧନୁ: ଅଫିସ୍‌ରେ ମାନସମ୍ମାନ ବଢ଼ିବ। ଅନ୍‌ଲାଇନ କାର୍ଯ୍ୟରୁ ଲାଭ ମିଳିବ। ଜବୀନସାଥୀଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖା ଦେବ। ନିବେଶ ପୂର୍ବରୁ ଅଭିଜ୍ଞ ଲୋକଙ୍କ ପରାମର୍ଶ ନିଅନ୍ତୁ। ପ୍ରେମ ବ୍ୟାପାରରେ ସଫଳ ହେବେ।
ମକର: ଚାକିରି ନିଷ୍ପତ୍ତି ପାଇଁ ଦ୍ବନ୍ଦ୍ବରେ ରହିବେ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦେଖାଦେବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାନ ଧର୍ମ କରନ୍ତୁ।
କୁମ୍ଭ: କାର୍ଯ୍ୟରେ ବାଧା ଆସିପାରେ। ବ୍ୟବହାରରେ ନିୟନ୍ତ୍ରଣ ରକ୍ଷା କରିବେ। କିଛି କଥାକୁ ନେଇ ଚିନ୍ତାରେ ରହିପାରନ୍ତି। ହଜିଯାଇଥିବା ଜିନିଷ ଫେରିପାଇବେ। ମାନସମ୍ମାନ ବୃଦ୍ଧି ପାଇବ।
ମୀନ: ଘରେ ପୂଜାପାଠ ଆୟୋଜନ କରିବେ। ନିଜ ପସନ୍ଦର କାର୍ଯ୍ୟ କରି ଖୁସି ହେବେ। ପାରିବାରିକ ଜୀବନ ସୁଖମୟ ହେବ। ନିଜ ଲୋକ ଶ୍ରତୁ ସାଜିପାରନ୍ତି। ସଫଳତା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ।
ସୋମବାର ରାଶିଫଳ ( ୨୧- ୧୦ -୨୦୨୪ )
ମେଷ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟାର ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ବୃଷ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ନାଚ, ଗୀତରେ ସଫଳତା ମିଳିବ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ମକର: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ମେଷ: ଧୈର୍ଯ୍ୟ ଓ ସାହସର ସହ ଜଟିଳ ପରିସ୍ଥିତିକୁ ସାମ୍ନା କରିବେ। ବ୍ୟସ୍ତତା ଭିତରେ ଦିନଟି କଟିବ। ସାଙ୍ଗସାଥୀଙ୍କ ସହଯୋଗରେ ଉତ୍ସାହିତ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ।
ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଦେଖାଦେବ। ଜୀବନସାଥୀଙ୍କ ସହ କୌଣସି କଥାକୁ ନେଇ ମତଭେଦ ଦେଖାଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ମିଥୁନ: ଅଟକିଥିବା କାର୍ଯ୍ୟ ପୂରା ହେବ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚକୋଟୀର ପ୍ରଦର୍ଶନ କରିବେ। କ୍ୟାରିୟରରେ ଉନ୍ନତି କରିବା ପାଇଁ ନୂତନ ଅବସର ପ୍ରାପ୍ତି ହେବ। ଦୀର୍ଘଦିନର ସମସ୍ୟାର ଅନ୍ତ ଘଟିବ।
କର୍କଟ: ଦିନଟି ବ୍ୟସ୍ତତା ଭିତରେ କଟିପାରେ। ଦୂରଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ନୂତନତା ଦେଖାଦେବ। ଛାତ୍ରଛାତ୍ରୀ ଭ୍ରମଣପ୍ରିୟ ହେବେ।
ସିଂହ: ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ବାଧାବିଘ୍ନ ସହ କର୍ତ୍ତୃପକ୍ଷଙ୍କର ଚାପ ରହିବ। ରାଜନୀତିରେ ସମସ୍ୟା ଘେରରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଛାତ୍ରଛାତ୍ରୀ ହତୋତ୍ସାହ ହେବେ।
କନ୍ୟା: ପ୍ରତି କାର୍ଯ୍ୟକୁ ସହଜରେ ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଛାତ୍ରଛାତ୍ରୀ ସଫଳ ହେବେ।
ତୁଳା: ସମସ୍ତ କାର୍ଯ୍ୟରେ ବିଳମ୍ବ ହୋଇପାରେ। ଅପ୍ରିତିକର ପରିସ୍ଥିତି ଦେଇ ଗତି କରିବେ। କର୍ମକ୍ଷେତ୍ରରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ପ୍ରିତିଦ୍ବନ୍ଦ୍ବିତା ରହିବ। ଛାତ୍ରଛାତ୍ରୀ ଆଳସ୍ୟ ମନୋବୃତ୍ତି ପାଇ ରହିବେ।
ବିଛା: ଶତ୍ରୁମାନଙ୍କର କୂଟଚକ୍ରାନ୍ତର ଶିକାର ହେବେ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ପୁନଶ୍ଚ ଭାବନ୍ତୁ। ପ୍ରିୟଜନଙ୍କ ସହ ସମ୍ପର୍କରେ ଦୃଢ଼ତା ବଢ଼ିବ।
ଧନୁ: କଠିନ ପରିସ୍ଥିତିର ମୁକାବିଲା କରିବେ। କାର୍ଯ୍ୟକ୍ଷେତ୍ରକୁ ଅଧିକ ଗୁରୁତ୍ବ ଦେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ। ଛାତ୍ରଛାତ୍ରୀ କ୍ୟାରିୟରରେ ଉନ୍ନତି ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ।
ମକର: ବିଭିନ୍ନ ଦିଗରୁ ହତୋତ୍ସାହ ହେବେ। ବାକି ପଡ଼ିଥିବା ଧନ ଫେରି ପାଇବେ। ସମୟ ପୂର୍ବରୁ କାର୍ଯ୍ୟ କରି ପ୍ରଶଂସା ସାଉଁଟିବେ। ନିଜ ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ରହିବେ।
କୁମ୍ଭ: ସହକର୍ମୀଙ୍କ ସହଯୋଗ ପାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ। ନିଜ ମନକଥା ପ୍ରିୟଜନଙ୍କ ଆଗରେ କହି ଆତ୍ମସନ୍ତୋଷ ପାଇବେ।
ମୀନ: ସାଂସାରିକ ଅଶାନ୍ତି ଓ କଳହ ଦେଖାଦେଇ ପାରେ। ବ୍ୟବସାୟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଛାତ୍ରଛାତ୍ରୀମାନେ ହତୋତ୍ସାହ ରହିବେ। ନିଜ ବୁଦ୍ଧି ବଳରେ ନୈରାଶ୍ୟଜନକ ସ୍ଥିତିକୁ ସୁଧାରି ନେବେ।
ସୋମବାର ରାଶିଫଳ ( ୦୬- ୧୧- ୨୦୨୩ )
ମେଷ: ମାନସିକ ଚାପ ଅନୁଭବ କରିପାରନ୍ତି । ପରିବାର ସହ ମୂଲ୍ୟବାନ ସମୟ କଟାଇବେ। ନିଜ ଲକ୍ଷ୍ୟରେ ଧ୍ୟାନ କେନ୍ଦ୍ରିତ କରି ସଫଳତା ପାଇବେ। ବିଦ୍ୟାର୍ଥୀମାନେ ସଫଳ ହେବେ।
ବୃଷ: ମାନସିକ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ଆଧ୍ୟାତ୍ମିକ ଭାବନା ଜୀବନର ସମସ୍ୟାକୁ ଦୂର କରିବାରେ ସହାୟକ ହେବ। ଜୀବନ-ସାଥୀଙ୍କଠାରୁ କିଛି ବିଶେଷ ଖବର ମିଳିବ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।
ମିଥୁନ: କରଜ ନେବାରୁ ଦୂରେଇ ରୁହନ୍ତୁ। ସାମାଜିକ କାର୍ଯ୍ୟରେ ଲିପ୍ତ ରହିବେ। ଗୁପ୍ତ କଥା ଅନ୍ୟ ଆଗରେ ପ୍ରକାଶ କରନ୍ତୁ ନାହିଁ। କର୍ମକ୍ଷେତ୍ରରେ ନିଜ ସୃଜନଶୀଳତାର ପରିଚୟ ଦେବେ।
କର୍କଟ: ନିଜ ଚିନ୍ତାଧାରା ପରିବର୍ତ୍ତନ କରିବା ପାଇଁ ସାମାଜିକ ମିଳାମିଶା ବଢ଼ାନ୍ତୁ। ଆର୍ଥିକ ଅନଟନ ଦେଖାଦେବ। ପରିବାରବର୍ଗଙ୍କୁ ଅଧିକ ସମୟ ଦିଅନ୍ତୁ। ବୈବାହିକ ଜୀବନରେ ତିକ୍ତତା ଦେଖାଦେବ।
ସିଂହ: ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। କର୍ମମୟ ଜୀବନରୁ ବିରତି ନେବା ପାଇଁ ଚେଷ୍ଟା କରିବେ। ଜୀବନସାଥୀଙ୍କ ସହ ସମ୍ପର୍କରେ ମଧୁରତା ବଢ଼ିବ। ଆୟ ଅନୁସାରେ ବ୍ୟୟ ବଢ଼ିବ।
କନ୍ୟା : ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇବା ସହ ଆର୍ଥିକ ଉନ୍ନତି ଦେଖାଦେଇ ପାରେ। ଭବିଷ୍ୟତ ପାଇଁ କରିଥିବା ଯୋଜନାକୁ ଗୁପ୍ତ ରଖନ୍ତୁ। ନିଜ ଭିତରେ କିଛି ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିପାରନ୍ତି।
ତୁଳା: କାର୍ଯ୍ୟକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ଜୀବନସାଥୀଙ୍କ ସହ ଦୂରଯାତ୍ରାରେ ଯାଇପାରନ୍ତି। ବଢୁଥିବା ଖର୍ଚ୍ଚକୁ ରୋକିବାକୁ ଚେଷ୍ଟା କରନ୍ତୁ। ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ।
ବିଛା: ପ୍ରିୟଜନଙ୍କ ସହ ଦୂରଯାତ୍ରା ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଅନ୍ତରଙ୍ଗତା ବୃଦ୍ଧି ପାଇବ। ହଠାତ୍‌ ନୂତନ ସୂତ୍ରରୁ ଲାଭବାନ ହେବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ କରିପାରନ୍ତି । ଅଯଥା ଯୁକ୍ତି କରନ୍ତୁନି।
ଧନୁ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ପାରିବାରିକ ସୁଖସମୃଦ୍ଧି ବୃଦ୍ଧି ପାଇବ। ନୂତନ ନିବେଶ ପାଇଁ ଉତ୍ତମ ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ଆଗୁଆ ରହିବେ।
ମକର: ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ କାର୍ଯ୍ୟଭାର ଅଧିକ ରହିବ। ଗୁରୁଜନଙ୍କଠାରୁ ଆଶୀର୍ବାଦ ପାଇବେ। କୌଣସି କଥା ମନକୁ ବ୍ୟଥିତ କରିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କୁମ୍ଭ: ବହୁ ଚେଷ୍ଟା କରି ସଫଳତା ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ପାଇବେ। ଛାତ୍ରଛାତ୍ରୀମାନେ ଚଳଚଞ୍ଚଳ ରହିବେ।
ମୀନ: ଉଚ୍ଚ ଆଶା ସଫଳ ହେବ। ରାଜନୀତିରେ ସୁନାମ ପାଇବେ। ଚାକିରିରେ ସ୍ବାଧୀନତା ରହିବ। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ବ୍ୟବସାୟରେ କ୍ଷତି ହେବ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସମ୍ପତ୍ତି ବିବାଦ ସମାଧାନ ହେବ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ମେଷ: ବନ୍ଧୁମାନଙ୍କ ସହ ବିବାଦ ଦେଖାଦେଇପାରେ। ବିଭିନ୍ନ କାର୍ଯ୍ୟରେ ବ୍ୟସ୍ତ ରହିବେ। ସନ୍ତାନମାନଙ୍କ ଉନ୍ନତିରେ ଖୁସି ରହିବେ। ଆର୍ଥିକ ଉନ୍ନତି ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ।
ବୃଷ: ଆର୍ଥିକ ସମସ୍ୟା ଲାଗି ରହିବ। ନେଣ-ଦେଣ କରିବା ସମୟରେ ସାବଧାନ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀ ଉତ୍ତମ ଫଳ ପାଇବେ। ମାନସିକ ଚିନ୍ତା ବଢ଼ିବ।
ମିଥୁନ: ବ୍ୟବସାୟକୁ ନେଇ ବ୍ୟସ୍ତ ରହିବେ। ପ୍ରେମ ବ୍ୟାପାରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟଭାର ରହିବ। ନିଜ କ୍ଷମତା ଉପରେ ଧ୍ୟାନ ଦିଅନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ।
କର୍କଟ: ଯୋଜନାମୁତାବକ କାମ କରନ୍ତୁ। ଦୀର୍ଘ ଦିନରୁ ଅଟକି ଥିବା କାମରୁ ସମାଧାନ ଘଟିବ। ପରିବାର ସହ ଅଧିକ ସମୟ କଟାଇବେ। ଧୈର୍ଯ୍ୟର ସହ କାର୍ଯ୍ୟ କରି ସଫଳତା ପାଇବେ।
ସିଂହ:କର୍ମକ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଅବିବାହିତମାନଙ୍କ ପାଇଁ ଭଲ ପ୍ରସ୍ତାବ ଯୋଗ ରହିଛି। ଛାତ୍ରଛାତ୍ରୀ ଆଳସ୍ୟ ଅନୁଭବ କରିବେ। ଗୃହିଣୀମାନେ ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।
କନ୍ୟା: କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ସଂପୂର୍ଣ୍ଣ ସହଯୋଗ ପାଇବେ। ନିଜର ମଧୁର ବ୍ୟବହାର ପାଇଁ ଲୋକପ୍ରିୟତା ହାସଲ କରିବେ। ଛାତ୍ରଛାତ୍ରୀ କ୍ୟାରିୟରରେ ଉନ୍ନତି କରିବେ।
ତୁଳା: କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ଅଯଥା କଥାରେ ମୁଣ୍ଡ ନ ପୂରାଇ ନିଜ ଲକ୍ଷ୍ୟରେ ଧ୍ୟାନ କେନ୍ଦ୍ରିତ କରନ୍ତୁ। ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତି କରିବେ।
ବିଛା: ଅଚାନକ ଧନପ୍ରାପ୍ତି ଯୋଗ ରହିଛି। ଆର୍ଥିକ କ୍ଷେତ୍ରରେ ସୁଦୃଢ଼ ରହିବେ। ମନୋରଞ୍ଜନରେ ସମୟ ଅତିବାହିତ କରିବେ। ସ୍ବାଧୀନ ଭାବରେ କାର୍ଯ୍ୟ କରି ସଫଳତା ପାଇବେ।
ଧନୁ: ଇଚ୍ଛାନୁସାରେ ସମସ୍ତ କାର୍ଯ୍ୟ ହେବ । ମାନସିକ ସ୍ତରରେ ଆପଣ ବହୁତ ହାଲୁକା ଅନୁଭବ କରିବେ। ସରକାରୀ କାର୍ଯ୍ୟରେ ସଫଳତା ପାଇପାରନ୍ତି।
ମକର: ନୂତନ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ। ଆର୍ଥିକସ୍ଥତିରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ।
କୁମ୍ଭ: ଛାତ୍ରଛାତ୍ରୀମାନେ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ଦେଖାଇବେ । ରାଜନୀତି କ୍ଷେତ୍ର ସହିତ ଜଡ଼ିତ ଲୋକମାନେ ସଫଳତା ପାଇବେ । ପରିବାରରେ ଧାର୍ମିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ମୀନ: ଦୀର୍ଘ ଦିନର ସମସ୍ୟାର ସମାଧାନ ହୋଇପାରେ। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ଆର୍ଥିକକ୍ଷେତ୍ର ସୁଦୃଢ଼ ରହିବ। ବ୍ୟବସାୟୀମାନେ ଦୂରଯାତ୍ରା କରିପାରନ୍ତି।
ମେଷ: ନୂତନ ସମ୍ପର୍କ ସ୍ଥାପନା ପୂର୍ବରୁ ବ୍ୟକ୍ତିଙ୍କୁ ଭଲଭାବେ ଜାଣନ୍ତୁ । ବ୍ୟବସାୟିକ କାଗଜପତ୍ରକୁ ସମ୍ଭାଳି ରଖିବା ଭଲ। ଦାମ୍ପତ୍ୟ ସମ୍ପର୍କ ମଜଭୁତ ରହିବ। ଡେଲି ରୁଟିନ୍‌ରେ ଶାରୀରିକ ବ୍ୟାୟାମ ଓ ଯୋଗ ସାମିଲ କରନ୍ତୁ।
ବୃଷ: ବ୍ୟବସାୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ଅତିଥି ଚର୍ଚ୍ଚାରେ ସମୟ ବିତିବ। ପିଲାମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ଆୟ ଅନୁସାରେ ବ୍ୟୟ ବଢ଼ିବ।
ମିଥୁନ: ପିଲାମାନଙ୍କ ସହିତ ଦିନଟି ଭଲରେ କଟିବ। ରାଜନୈତିକ କାର୍ଯ୍ୟକ୍ରମରୁ ଦୂରେଇ ରୁହନ୍ତୁ। କାମ ଚାପରେ ରହିବେ। ଶାରୀରିକ ଏବଂ ମାନସିକ ଥକ୍କା ଅନୁଭବ କରିବେ। ନିଜ ପାଇଁ ସମୟ କାଢ଼ନ୍ତୁ।
କର୍କଟ: ବନ୍ଧୁ ସାକ୍ଷାତ ଯୋଗ ରହିଛି । ପଡ଼ି ରହିଥିବା କାର୍ଯ୍ୟରୁ ସଫଳତା ମିଳିବ। ସମସ୍ୟାରେ ଥିବା ବ୍ୟକ୍ତିଙ୍କୁ ସହଯୋଗ କରିବେ। ବ୍ୟବସାୟ ନିଷ୍ପତ୍ତିକୁ ନିଜେ ନିଅନ୍ତୁ। ଛୋଟ ଛୋଟ କଥାରେ ଚିଡ଼ନ୍ତୁନି।
ସିଂହ: ଧାର୍ମିକ ତଥା ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତାଇବେ। ଜମି କିଣା-ବିକା ଯୋଗ ରହିଛି। ଅନ୍ୟ କାହା ଉପରେ ଭରସା କରନ୍ତୁନି। ପରିବାରର ସହଯୋଗ ରହିବ। ସ୍ବାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ।
କନ୍ୟା: ନକାରାତ୍ମକ ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ସ୍ଥିର ରହିବ। ପରିବାର ସହିତ ସମୟ ବିତାଇବେ। ମୁଣ୍ଡବିନ୍ଧା ଏବଂ ଆଣ୍ଠୁଜନିତ ସମସ୍ୟା ରହିବ।
ତୁଳା: ଦିନଟି ବେଶ୍‌ ସୁଖମୟ ହେବ। ଯେକୌଣସି ପରିସ୍ଥିତିକୁ ସୁଧାରି ନେବେ। ବାଣିଜ୍ୟ ବେପାରରେ ଉନ୍ନତି ଘଟିବ। କଳହ ଯୋଗ ରହିଛି। ଆର୍ଥିକ ପରିସ୍ଥିତିରେ ପରିବର୍ତ୍ତନ ଆସିବ।
ବିଛା: ଲୋକପ୍ରିୟତା ବଢ଼ିବ। ପାରିବାରିକ ସମସ୍ୟାକୁ ନେଇ ଆଦୌ ବିଚଳିତ ହୁଅନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିବେ। ପାରିବାରିକ ସୁଖ ଶାନ୍ତି ବଜାୟ ରହିବ। କାମ ଉପରେ ଧ୍ୟାନ ଦିଅନ୍ତୁ।
ଧନୁ: ଦୀର୍ଘ ଦିନରୁ ପଡ଼ି ରହିଥିବା କାମ ପୂରଣ ହେବ। ସନ୍ତାନଙ୍କ ଉନ୍ନତିରେ ପ୍ରଶଂସିତ ହେବେ। ବୟସ୍କ ଲୋକଙ୍କ ଦେଖାଶୁଣା କରନ୍ତୁ। ଚିନ୍ତା ଓ ଚିଡ଼ିଚିଡ଼ାପଣ ରହିବ। ନିଦ୍ରାହୀନତା ସମସ୍ୟା ରହିବ।
ମକର: ଅତିଥି ସତ୍କାରରେ ଦିନ ବିତିବ। ଉଧାର ଦେଇଥିବା ଟଙ୍କା ଫେରିପାଇବେ। ଅଯଥା ଖର୍ଚ୍ଚ କରନ୍ତୁନି। ମନୋବଳ ଦୃଢ଼ କରି କାମ କରନ୍ତୁ। ବ୍ୟବସାୟରେ ବନ୍ଧୁ ସହଯୋଗ କରିବେ।
କୁମ୍ଭ: ଜରୁରି କାମ ପାଇଁ ଯୋଜନା ବନାନ୍ତୁ। ଆୟ ଅନୁସାରେ ବ୍ୟୟ ଅଧିକ ରହିବ। ମାର୍କେଟିଂ ସମ୍ବନ୍ଧୀୟ କାର୍ଯ୍ୟ ଉପରେ ଅଧିକ ଧ୍ୟାନ ଦିଅନ୍ତୁ। ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବେ।
ମୀନ: ପୈତୃକ ସମ୍ପତ୍ତିକୁ ନେଇ ଝାମେଲା ହେବ। ନୂତନ କାମ କରିବା ପୂର୍ବରୁ ପୂଜାର୍ଚ୍ଚନା କରନ୍ତୁ। ଆରାମ କରିବା ସ୍ବାସ୍ଥ୍ୟପକ୍ଷେ ଫଳପ୍ରଦ। ଅର୍ଥ ସମ୍ବନ୍ଧୀୟ ଚିନ୍ତା ଦୂର ହେବ। ବ୍ୟବସାୟ କରୁଥିଲେ ଧ୍ୟାନ ଦିଅନ୍ତୁ।
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିବ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ।
ବୃଷ: କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ଭାଇ, ଭଉଣୀ ଆର୍ଥିକ ସହଯୋଗ ଆଶା କରିବେ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ। ଆଶାରୁ ଅଧିକ ସଫଳତା ଲାଭ କରିବେ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ଜୀବନସାଥୀଙ୍କଠାରୁ ଭଲ ଖବର ପାଇବେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଅଯଥା କାମରେ ସମୟ ନଷ୍ଟ କରିବେ।
ସିଂହ: ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ପିଲାଙ୍କ ପଢ଼ା ପାଇଁ ବ୍ୟସ୍ତ ବିବ୍ରତ ହେବେ ନାହିଁ। ସମାଜସେବାରେ ସମୟ ଦେବେ।
କନ୍ୟା: ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ନିଜ ପାଇଁ ସମୟ ବାହାର କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଗୁରୁଜନଙ୍କ ଆଶିର୍ବାଦ ନେବେ।
ତୁଳା: ପଡୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଆର୍ଥିକ ସ୍ଥିତିେର ଉନ୍ନତି ପରିଲକ୍ଷିତ ହେବ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ।
କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ମୀନ: ଜୀବନସାଥୀଙ୍କୁ ମନକଥା କହିବେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ମିଳିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାମୁକ୍ତ ରହିବେ। ମନୋରଞ୍ଜନରେ ଆବଶ୍ୟକତାଠୁ ଅଧିକ ଖର୍ଚ୍ଚ କରିବେ।